Home

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୪୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ବାନ୍ଦିପୋରା ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ବାନ୍ଦିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁମ୍ବଲର ଅଞ୍ଚଳର ଶୋକବାବା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା…

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୮୬୪ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଗତ ଦୁଇ ତିନି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୯୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି।…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …

ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ କରିବ…

୧୫୩୭ କୋଟିର ୧୪ ଶିଳ୍ପ: ଶିଳାନ୍ୟାସ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୭(ବ୍ୟୁରୋ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୧୧ଶହ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୧୧ଟି ଶିଳ୍ପର ଶିଳାନ୍ୟାସ କରିଥିବା ବେଳେ ୪୩୬ କୋଟି ଟଙ୍କା ପୁଞ୍ଜିନିବେଶ ହୋଇଥିବା ୩ ଶିଳ୍ପର ଉଦ୍‌ଘାଟନ କରିଛନ୍ତି। ଏ ସମସ୍ତ ଶିଳ୍ପରେ ୧୫୩୭.୦୭ କୋଟି ଟଙ୍କାର ପୁଞ୍ଜିନିବେଶ…

ସବୁ ଦୁଃଖର କାରଣ ହେଉଛି ପ୍ରେମ: ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା…

ରାଇନାଙ୍କ ବିବାଦୀୟ ବୟାନ ପରେ ଏବେ ରବିନ୍ଦ୍ର ଜାଡେଜା କହିଲେ ‘ରାଜପୁତବୟ ଫର୍‌ଏଭର୍‌’; ଲୋକେ ଦେଉଛନ୍ତି…

ନୂଆଦିଲ୍ଲୀ,୨୩।୭: ନିକଟରେ ଭାରତୀୟ ପୂର୍ବ କ୍ରିକେଟର ତଥା ସିଏସ୍‌କେର ଅଭିଜ୍ଞ ଖେଳାଳି ସୁରେଶ ରାଇନା ବ୍ରାହ୍ମଣ ହୋଇଥିବା ନେଇ ବୟାନ ଦେଇ ବିବାଦରେ ଫସିଥିଲେ। ଏବେ ତାହା ଥମି ନ ଥିବା ବେଳେ ଭାରତର ଷ୍ଟାର ଅଲ୍‌ରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜର…

ଟେବୁଲ ଟେନିସ ଖେଳିଲେ ଆମିର

ମୁମ୍ବାଇ: ବଲିଉଡ୍‌ ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାଁ ନିକଟରେ କିରନ ରାଓଙ୍କ ସହ ବିବାହ ବିଚ୍ଛେଦ ଖବରକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହି ଖବର ପରେ ସୋସିଆଲ ମିଡିଆରେ ଦୁହିଁଙ୍କ ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସିଥିଲା। ଯେଉଁଥିରେ ଦୁଇଜଣଙ୍କୁ…

ସୋମବାର ପର୍ଯ୍ୟନ୍ତ ଲୋକ ସଭା-ରାଜ୍ୟ ସଭା ମୁଲତବୀ

ନୂଆଦିଲ୍ଲୀ,୨୩।୭: ଶୁକ୍ରବାର ସଂସଦର ମୌସୁମୀ ଅଧିବେଶନର ୪ର୍ଥ ଦିନ। ପୋଗାସସ୍‌ ମାମଲାକୁ ନେଇ ଗତ ୩ଦିନରୁ ଗୃହରେ ତାତି ଦେଖାଦେଇଛି। ଗୁରୁବାର ସଂସଦର ଦୁଇ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ। ଏହାପରେ ରାଜ୍ୟ ସଭା ଓ…

ଘରର ଆର୍ଥିକ ସ୍ଥିତି ନ ଥିଲା ସ୍ବଚ୍ଛଳ; ବାପାଭାଇଙ୍କ ମୃତ୍ୟୁ ପରେ ବି ଭାଙ୍ଗି ପଡ଼ି ନ ଥିଲେ; ଏବେ ଭାରତ ପାଇଁ ଡେବ୍ୟୁ କଲେ ଏହି କ୍ରିକେଟର

କଲମ୍ବୋ,୨୩।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ଶେଷ ମ୍ୟାଚ୍‌ ଶୁକ୍ରବାର ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ଶିଖର ଧାଓ୍ବନ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ…

ରାୟଗଢ଼ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୩।୭: ପଶ୍ଚିମ ଓ ଉପକୂଳ ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରୁ ହୋଇଥିବା ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅଲଗା ଅଲଗା ସ୍ଥାନରେ ଫଶିରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ପାଇଁ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ସେହିପରି ଲଗାଣ ବର୍ଷା ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri