Home

ରାଜ୍‌ କୁନ୍ଦ୍ରାଙ୍କ ପାଇଁ ବଢ଼ିଲା ଅଡୁଆ

ମୁମ୍ବାଇ,୨୩ା୭: ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରିବା ମାମଲାରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ଅଭିଯୁକ୍ତ ରାଜ୍‌ କୁନ୍ଦ୍ରାଙ୍କ କୋର୍ଟରେ ଶୁଣାଣି କରାଯାଇଥିଲା। ତଦନ୍ତ ପାଇଁ ମୁମ୍ବାଇ ପୋଲିସ ୭ ଦିନ ପର୍ଯ୍ୟନ୍ତ ରିମାଣ୍ଡ ମାଗିଥିଲା। ତେବେ ଏହି ରିମାଣ୍ଡ ପୂର୍ବରୁ…

ରାଜ କୁନ୍ଦ୍ରାଙ୍କୁ ନେଇ ଶିଳ୍ପାଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ମୁମ୍ବାଇ,୨୩।୭: ପର୍ନ ଭିଡିଓ ମାମଲାରେ ଫଶିଥିବା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ନେଇ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ। ଅଧିକ ଖୋଳତାଡ ପାଇଁ ଶୁକ୍ରବାର କ୍ରାଇମ୍‌ ବ୍ରାଞ୍ଚ ଟିମ୍‌ କୁନ୍ଦ୍ରାଙ୍କୁ ନେଇ ଜୁହୁ ସ୍ଥିତ ଶିଳ୍ପାଙ୍କ ବାସଭବନରେ…

ଟିକାକରଣ କେନ୍ଦ୍ରରେ ମହିଳାଙ୍କ ସଂଘର୍ଷ: ମାର୍‌ପିଟ୍‌ ପରେ ପରସ୍ପରର ଚୁଟି ଟାଣିଲେ; ଭିଡିଓ ଦେଖିଲେ..

ଖାର୍ଗୋନ,୨୩।୭: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ କୋଭିଡ ଟୀକାକରଣକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ସଂଘର୍ଷ ହୋଇଛି। ଟୀକାକରଣ ଅଭିଯାନକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଫଳସ୍ବରୂପ ଟୀକାଦାନ କେନ୍ଦ୍ରଗୁଡ଼ିକରେ ବହୁ ସଂଖ୍ୟାରେ ଲୋକ ଭିଡ ଜମାଉଛନ୍ତି। ଏହା ବେଳେବେଳେ…

ନିୟମ ଉଲ୍ଲଂଘନ ଅଭିଯୋଗରେ ତିଲକ ନଗରର ୫ମାର୍କେଟ ସିଲ୍‌

ନୂଆଦିଲ୍ଲୀ,୨୩।୭: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା କମିଯାଇଛି। ଏଥିପାଇଁ ରାଜ୍ୟକୁ ସରକାର ଅନ୍‌ଲକ୍‌ କରିଛନ୍ତି। ହେଲେ ଦିଲ୍ଲୀ ମାର୍କେଟରେ ଲୋକମାନେ କୋଭିଡ-୧୯ର ସମସ୍ତ ନିୟମ କଟକଣାକୁ ଫୁ କରିଦେଇଛନ୍ତି। କୌଣସି ବ୍ୟକ୍ତି କରୋନା ଗାଇଡ୍‌ଲାଇନ୍ସକୁ ମାନୁ ନ ଥିବା ଦେଖିବାକୁ…

୪୧ ବର୍ଷ ପରେ ଭାରତୀୟ କ୍ରିକେଟ୍‌ରେ ଘଟିଲା ଏମିତି

କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ କଲମ୍ବୋସ୍ଥିତ ଆର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ତୃତୀୟ ତଥା…

କ୍ୱାରାଣ୍ଟାଇନ୍‌ ସେଣ୍ଟରର ୪ର୍ଥ ମହଲାରୁ ବେଡ୍‌ସିଟ୍‌ ସାହାଯ୍ୟରେ ତଳକୁ ଖସି ପଳାଇଲେ କରୋନା ରୋଗୀ

କାନବେରା,୨୩ା୭: କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ସଂକ୍ରମଣ ପ୍ରକାଶ ପାଉଥିବା ଲୋକଙ୍କୁ ଆଇସୋଲେଶନରେ ରହିବାକୁ କୁହାଯାଉଛି। ଅଷ୍ଟ୍ରେଲିଆରେ ଏମିତି ଏକ ଆଇସୋଲେଶନରେ ଥିବା ଜଣେ ବ୍ୟକ୍ତି ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟଚକିତ ହେବେ। ପଶ୍ଚିମ ଅଷ୍ଟ୍ରେଲିଆରେ…

କୋହଲିଙ୍କ ପରି ହେବାକୁ ହେଲେ ବାବର ଆଜମଙ୍କୁ ଆଉ ୨୦ରୁ ୩୦ ହଜାର ରନ ସ୍କୋର କରିବାକୁ ପଡିବ: ସୋଏବ ଅଖତର

ଇସଲମାବାଦ,୨୩।୭: ପାକିସ୍ତାନ ଅଧିନାୟକ ବାବର ଆଜମ ଜଣେ ଦକ୍ଷ ଦିନିକିଆ, ଟି-୨୦ ଏବଂ ଟେଷ୍ଟ କ୍ରିକେଟର ଭାବେ ଜଣାଶୁଣା। ତାଙ୍କ ବ୍ୟାଟିଂ ଦେଖି ସମସ୍ତେ ତାଙ୍କୁ ବିରାଟ କୋହଲିଙ୍କ ସହ ତୁଳନା କରୁଛନ୍ତି। ତେବେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ସୋଏବ…

ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍‌ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍‌ଦାର କରିଛି । ତେବେ ଶୁକ୍ରବାର ଡିଏଫ୍‌ଓ ସଂଗ୍ରାମ କେଶରୀ…

୧୦୫ବର୍ଷ ବୟସରେ ଚତୁର୍ଥ ପାସ୍‌ କରି ରେକର୍ଡ ସୃଷ୍ଟି କରିଥିବା ଭାଗିରଥୀ ଅମ୍ମାଙ୍କ ପରଲୋକ

କୋଲ୍ଲାମ,୨୩।୭: କେରଳ କୋଲ୍ଲାମ ଜିଲାର ପ୍ରକ୍କୁଲମ ବାସିନ୍ଦା ତଥା ଭାରତୀୟ ନାରୀ ଶକ୍ତି ପୁରସ୍କାର ବିଜେତା ଭାଗିରଥୀ ଅମ୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୭ବର୍ଷ ହୋଇଥିଲା। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବାରୁ ତାଙ୍କର ମୃତ୍ୟୁ ଘଟିଛି।…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ୫ ଖେଳାଳି

କଲମ୍ବୋ,୨୩।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚ। ଶିଖର ଧାୱନଙ୍କ ଅଧିନାୟକତ୍ୱ କରିଥିବା ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ୬ ଟି…

ସର୍ଜରୀ କରି ପ୍ରସିଦ୍ଧ ଅଭିନେତାରୁ ହେଲେ ଅଭିନେତ୍ରୀ, ଏହି ଫିଲ୍ମରେ ମିଳିଲା ମହିଳା ଭୂମିକା

ନେଟ୍‌ଫ୍ଲିକ୍ସ ସୁପରହିଟ୍‌ ଶୋ ‘୧୩ ରିଜିନ୍‌ସ ବୟ’ରୁ ଲୋକପ୍ରିୟ ଅଭିନେତା ଟମି ଡାର୍ଫମ୍ୟାନ ଏକ ଖୁଲାସା କରିଛନ୍ତି। ସେ କହିଛନ୍ତି, ଲିଙ୍ଗ ପରିବର୍ତ୍ତନ କରି ପୁରୁଷରୁ ମହିଳା ହୋଇସାରିଛନ୍ତି। ଏବେ ସେ କେବଳ କ୍ୟାରିୟରରେ ମହିଳା ଭୂମିକାରେ ଅଭିନୟ କରିବେ। ଟମି…

ମହାରାଷ୍ଟ୍ରରେ ଭୟଙ୍କର ବନ୍ୟା: ଭୂସ୍ଖଳନରେ ୩୬ରୁ ଊର୍ଦ୍ଧ୍ୱ ମୃତ

ମୁମ୍ବାଇ,୨୩।୭: ମହାରାଷ୍ଟ୍ରରେ ଲଗାଣ ବର୍ଷା ଯୋଗୁ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହେବା ସହ ନଦୀଗୁଡ଼ିକରେ ପାଣି ଫୁଲିଯାଇଛି। ଫଳରେ ଅନେକ ଲୋକ ପାଣି ଘେରରେ ରହିଛନ୍ତି। ଅନ୍ୟପଟେ ରାୟଗଡ଼ ଜିଲା ମହାଡ ଗାଁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri