ଖୁବ୍ଶୀଘ୍ର ‘ଭିଷ୍ଟାଡୋମ୍ କୋଚ୍’
ଭାରତୀୟ ରେଳ ଇତିହାସ ଯେତିକି ଚର୍ଚ୍ଚିତ, ସେତିକି ଘଟଣାବହୁଳ ଏହାର କ୍ରମବିକାଶ। ବ୍ରିଟିଶ ଅମଳର ଷ୍ଟିମ୍ ଇଞ୍ଜିନ୍ରୁ ପ୍ରସ୍ତାବିତ ବୁଲେଟ୍ ଟ୍ରେନ୍ ଯାଏ ଏହି ଦୀର୍ଘ ଯାତ୍ରା ଭିତରେ ବଦଳିଯାଇଛି ଦେଶର ଅର୍ଥନୀତିର ରୂପରେଖ। ଏତେ ସବୁ ସତ୍ତ୍ୱେ ସେବା, ସମୟାନୁବର୍ତ୍ତିତାକୁ…
ଜୁଲାଇରେ ୧୬ ଏନ୍କାଉଣ୍ଟର, ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…
ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍ ଜାରି ରହିଛି। ଚଳିତ ଜୁଲାଇ ମାସରେ ବର୍ତ୍ତମାନ ସୁଦ୍ଧା ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ୧୬ଥର ଅନ୍କାଉଣ୍ଟର୍ କରାଯାଇଛି। ଏଥିରେ ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଗତ ୬ ସପ୍ତାହ ମଧ୍ୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ…
୪ଦିନ ହେଲାଣି ଆମ୍ବୁଲାନ୍ସରେ ମୃତଦେହ
ବାହାନଗା,୨୨ା୭(ଡି.ଏନ.ଏ.): ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଗ୍ରାମର ସଞ୍ଜୟ କୁମାର ଦାସ ନାମକ ଯୁବକଙ୍କ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ସୋର ଥାନାରେ ଅଭିଯୋଗ କରିଛନ୍ତି।…
କଲରାପତରିଆ ବାଘଛାଲ ଜବତ: ୪ ଗିରଫ
ଦେବଗଡ଼/ରିଆମାଳ, ୨୨ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି, ନାକଟିଦେଉଳ ଥାନା…
ଟି-୨୦ରେ ଗେଲ୍-କୋହଲିଙ୍କଠାରୁ ଆହୁରି ବିପଜ୍ଜନକ ଏହି ବ୍ୟାଟ୍ସମ୍ୟାନ୍
ଲଣ୍ଡନ,୨୨।୭: ପାକିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଟି -୨୦ କ୍ରିକେଟରେ ଦଳର ସବୁଠାରୁ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଭାବରେ ଉଭା ହୋଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଶେଷ ଟି -୨୦ ମ୍ୟାଚରେ ଅପରାଜିତ ୭୬ ରନ୍ର ଇନିଂସ…
ବାଘ ଶିକାରୀଙ୍କୁ ବାନ୍ଧିଲା ଏସ୍ଟିଏଫ୍
ଭୁବନେଶ୍ୱର(ବ୍ୟୁରୋ)/ବାଉଁଶୁଣୀ (ଡି.ଏନ୍.ଏ),୨୨ା୭(ବ୍ୟୁରୋ): ରାଜ୍ୟରେ ଥମୁନି ବାଘ ଶିକାର। ବିଲୁପ୍ତ ପ୍ରାୟ ହେବାକୁ ବସିଲାଣି ବାଘବଂଶ। ବାଘଙ୍କୁ ସୁରକ୍ଷା ତଥା ଶିକାର ରୋକିବା ଦିଗରେ ବନ ବିଭାଗ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ଅପରପକ୍ଷରେ କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ(ଏସ୍ଟିଏଫ) ବିଭିନ୍ନ…
କୁକୁର ବାହାଘର, ଭିଡ଼ିଓ ଭାଇରାଲ…
ନୂଆଦିଲ୍ଲୀ,୨୨।୭: ଏବେ ସୋସିଆଲ୍ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କୁକୁର ବାହାଘର କରାଯାଉଛି। ଗୋଟିଏ କୁକୁର କନିଆ ବେଶ ହୋଇ ବସିଥିବାବେଳେ ଅନ୍ୟଟି ବର ଭଳି ମୁଣ୍ଡରେ ମୁକୁଟ ପିନ୍ଧି ବସିଛି। ୨୪ ବାର୍ଡ ଆନିମଲ୍ ନାମକ…
ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଶହୀଦ ନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଥମିକ ପର୍ଯ୍ୟାୟରେ…
ବିରାଟ କୋହଲିଙ୍କ ଟେନସନ୍ ହେଲା ଦୂର
ଲଣ୍ଡନ,୨୨।୭: ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ଡରହମ୍ରେ କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷରେ ତିନି ଦିନିଆ ୱାର୍ମ ଅପ ମ୍ୟାଚ ଖେଳୁଛି। ଦ୍ୱିତୀୟ ଦିନରେ ଉମେଶ ଯାଦବଙ୍କ ନେତୃତ୍ୱରେ ଭାରତୀୟ ବୋଲରମାନେ ଜବରଦସ୍ତ ବୋଲିଂ କରିଥିଲେ। ଖେଳ ଶେଷ…
ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଫଳରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୩୫ରେ ପହଞ୍ଚତ୍ଛି। ଜନସ୍ବାସ୍ଥ୍ୟ…
ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍-୧ ପ୍ଲଟ୍ ନଂ. ଏ/ଏଲ୍-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ୍ ପୋଲିସ ବୁଧବାର କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର…
ଦେବୀନଦୀରେ ୨ କୁମ୍ଭୀର, ଲୋକେ ଆତଙ୍କିତ
କଣ୍ଟାପଡା, ୨୧ା୭(ଡି.ଏନ୍.ଏ.): ଗୋବିନ୍ଦପୁର ଥାନା ନିକଟ ଦେବୀନଦୀରେ ବୁଧବାର ଦୁଇଟି କୁମ୍ଭୀର ଦେଖବାକୁ ମିଳିଥିଲା। ସକାଳେ ୬ରୁ ୭ଫୁଟ ଲମ୍ବର ଏକ କୁମ୍ଭୀର ଓ ଅପରାହ୍ନରେ ୧୦ ଫୁଟରୁ ଊର୍ଦ୍ଧ୍ୱ ଲମ୍ବର ଅନ୍ୟଏକ କୁମ୍ଭୀରକୁ ଲୋକେ ଦେଖିଥିଲେ। କୂମ୍ଭୀର ଦୁଇଟି ଦେବୀନଦୀର…
Archives


