ମୋଦି ଚାହାନ୍ତି ‘ସର୍ଭିଲାନ୍ସ ଷ୍ଟେଟ୍’
କୋଲକାତା,୨୨ା୭(ପି.ଟି.): କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ଏକ ‘ସର୍ଭିଲାନ୍ସ ଷ୍ଟେଟ୍’ ପ୍ରତିଷ୍ଠା କରିବାକୁ ଉଦ୍ୟମ ଚଳାଇଛନ୍ତି। ତେଣୁ ଏକଚ୍ଛତ୍ରବାଦୀ ଭାଜପା ସରକାରକୁ କ୍ଷମତାଚ୍ୟୁତ କରିବା ଲାଗି ଆସନ୍ତା ଲୋକ ସଭା ନିର୍ବାଚନରେ ସମସ୍ତ ବିରୋଧୀ ଦଳ ଏକାଠି ହେବା ଆବଶ୍ୟକ। ପେଗାସସ୍…
୪୮ଘଣ୍ଟାରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା…
ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ଗତ ଦୁଇଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…
ଶାହାରୁଖଙ୍କଠାରୁ ଏହି ଜିନିଷ ଚୋରି କରିବାକୁ ଚାହୁଁଥିଲେ ଅନୁଷ୍କା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶାହାରୁଖ ଖାନ୍ ଏବଂ ଅନୁଷ୍କା ଶର୍ମା କିଛି ଫିଲ୍ମରେ ଏକାଠି କାମ କରିଛନ୍ତି। ତାଙ୍କର ଅନ୍ସ୍କ୍ରିନ୍ କେମିଷ୍ଟ୍ରି ସମସ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଥାଏ। ଦୁଇଜଣ ‘ରବ୍ନେ ବନା ଦି ଯୋଡ଼ି’, ‘ଜବ୍ ତକ୍ ହୈ…
ଏସିଏଫ୍ ମୃତ୍ୟୁ ଘଟଣା: ଡିଏଫ୍ଓ, ଗୁରାଣ୍ଡି ଓଆଇସି ହେବେ ଜେରା
ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର ୯ ଦିନ ପରେ ବି ମୃତ୍ୟୁ ରହସ୍ୟରୁ ପରଦା ହଟୁନି। ସୌମ୍ୟଙ୍କ ଶରୀରର ୯୦…
‘ମୁଁ ତୁମକୁ ଘୃଣା କରେ’
କପ୍ତିପଦା,୨୨ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍ ସାୈମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୮ ଦିନ ପୂରିଛି। ପାରଳାଖେମୁଣ୍ଡିରୁ ଭାୟା ବାଲେଶ୍ୱରର ଖଇରା ଓ ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ପର୍ଯ୍ୟନ୍ତ ଅଡ଼ୁଆ ଖିଅ ଖୋଜି ଚାଲିଛି ପୋଲିସ। ବହୁ ଚର୍ଚ୍ଚିତ ଏହି…
୨୬ରୁ ଖୋଲିବ ହଷ୍ଟେଲ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସ୍କୁଲ ଖୋଲୁଛି। ସେମାନଙ୍କ ପାଇଁ ଉକ୍ତଦିନଠାରୁ ହଷ୍ଟେଲ ମଧ୍ୟ ଖୋଲିବ। ପୂର୍ବରୁ ହଷ୍ଟେଲ ଖୋଲିବ ନାହିଁ ବୋଲି ଘୋଷଣା କରାଯାଇଥିଲା। ବର୍ତ୍ତମାନର କରୋନା…
ଅନୁମୋଦନ ଅପେକ୍ଷାରେ ରାଜ୍ୟ ଇ-ଭେହିକଲ୍ ନୀତି
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ, କୋଇଲା ଭଳି ଇନ୍ଧନ ବ୍ୟବହାରକୁ ହ୍ରାସ କରିବା ଉପରେ ବିଶ୍ୱସ୍ତରରେ ଗୁରୁତ୍ୱ ଦିଆଯାଉଛି। ବିଶ୍ୱର ଅନେକ ଦେଶ ଇଲେକ୍ଟ୍ରିକ୍ ଯାନବାହନ ଚଳାଚଳକୁ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ଭାରତ ସରକାର ମଧ୍ୟ ଇଲେକ୍ଟ୍ରିକ୍ ଯାନବାହନ ଚଳାଚଳକୁୁ ପ୍ରୋତ୍ସାହନ…
ଦୁବାଇରେ ଅଛନ୍ତି ସଲମାନ ଖାନ୍ଙ୍କ ସ୍ତ୍ରୀ, ୧୭ ବର୍ଷର ଝିଅ!
ବଲିଉଡ ଅଭିନେତା ସଲମାନ ଖାନଙ୍କ ପ୍ରେମ ସମ୍ପର୍କକୁ ନେଇ ପ୍ରାୟତଃ ଚର୍ଚ୍ଚା ହୋଇଥାଏ। ସେ କେବେ ବିବାହ କରିବେ ତାକୁ ନେଇ ମଧ୍ୟ ଅନେକ ଆଲୋଚନା ହୁଏ। ନିକଟରେ ତାଙ୍କୁ ଜଣେ ୟୁଜର୍ସ ବିବାହକୁ ନେଇ ଟ୍ରୋଲ କରିଛନ୍ତି। ତାଙ୍କ ଭାଇ…
କୋଟି କୋଟି ଟଙ୍କାର କାର୍ ଉପରେ ସୁନା ଲେପ: ଧନୀ ବ୍ୟକ୍ତିଙ୍କ ଏଭଳି କାମ ଦେଖି ଆନନ୍ଦ ମହିନ୍ଦ୍ରା କହିଲେ…
ପ୍ରସିଦ୍ଧ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ଥାନ୍ତି। ସେ ବିଭିନ୍ନ ଶିକ୍ଷଣୀୟ ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ନିକଟରେ ସେ ଜଣେ ଭାରତୀୟ-ଆମେରିକୀୟ ଜଣେ ବ୍ୟକ୍ତି ଫେରାରି କାର୍କୁ ନେଇ ଏକ ଟୁଇଟ୍ କରିଛନ୍ତି, ଯାହା…
ମାନବ ଜାତି ପାଇଁ ଗର୍ବର ଦିନ
ଓ୍ବାଶିଂଟନ,୨୧।୭: ଠିକ୍ ୫୨ ବର୍ଷ ତଳେ। ଅର୍ଥାତ ୧୯୬୯ ମସିହା ଜୁଲାଇ ୨୦। ସମଗ୍ର ମାନବ ଜାତି ପାଇଁ ଗର୍ବର ଦିନ। ପୃଥିବୀର ପ୍ରଥମ ମାନବ ଭାବେ ନିଲ ଆର୍ମଷ୍ଟ୍ରଙ୍ଗ ପାଦ ଦେଇଥିଲେ ଜହ୍ନରେ। ଏହି ଅବସରରେ ନାସା (ଆମେରିକୀୟ ମହାକାଶ…
ଆଉ ହୋଷ୍ଟ କରିବିନି କହିଲେ ଆଦିତ୍ୟ, ଜାଣିଲେ…
ମୁମ୍ବାଇ: ଇଣ୍ଡିଆନ ଆଇଡଲ -୧୨ର ହୋଷ୍ଟ ଏବଂ ଲୋକପ୍ରିୟ ଗାୟକ ଆଦିତ୍ୟ ନାରାୟଣ ହୋଷ୍ଟିଂରୁ ଛୁଟି ନେବେ। ଏକଥା ଆମେ କହୁନୁ। ଆଦିତ୍ୟ ନିଜେ କହିଛନ୍ତି। ସେ କହିଛନ୍ତି, ଟିଭି ଇଣ୍ଡଷ୍ଟ୍ରି ମୋତେ ଯାହା ବି କିଛି ଦେଇଛି ସେଥିରେ ମୁଁ…
Archives


