Home

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ

ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ ସୃଷ୍ଟି ହୋଇଥିଲା। ସମ୍ପୂର୍ଣ୍ଣ ବରୀ ଅଞ୍ଚଳ ୨ ସପ୍ତାହ ଧରି ବନ୍ୟାଜଳ ଘେରରେ ରହିଥିଲା।…

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ ରକ୍ଷଣାବେକ୍ଷଣ ନଁାରେ ଆସୁଥିବା ଅର୍ଥର ବିନିଯୋଗ ଠିକ ଭାବେ ହେଉ ନ ଥିବାରୁ ବିଶ୍ୱପ୍ରସିଦ୍ଧ…

୩ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍‌ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ କୋଣାର୍କ), ରୁଟ୍‌ ନଂ ୩୫ (ମାଷ୍ଟର କ୍ୟାଣ୍ଟିନ୍‌ରୁ ଜୟଦେବ ପୀଠ) ଏବଂ ରୁଟ୍‌ ନଂ…

ସେପ୍ଟେମ୍ବର ୧ ରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩୦।୮: ସୁପ୍ରିମ୍‌କୋର୍ଟ ସେପ୍ଟେମ୍ବର ୧ଠାରୁ ସ୍ବାଭାବିକ ଭାବେ କାର୍ଯ୍ୟ କରିବ। ଦୀର୍ଘ ୧୭ମାସ ଧରି ସୁପ୍ରିମ୍‌କୋର୍ଟରେ ପୁଣି ସାଧାରଣ ଭାବେ ଶୁଣାଣି କରାଯିବ। ତେବେ ଭର୍ଚ୍ୟୁଆଲ୍‌ ମାଧ୍ୟମରେ ଶୁଣାଣିର ବିକଳ୍ପ ମଧ୍ୟ ରହିବ ବୋଲି ଏସ୍‌ଓପି ଅଧିସୂଚନା ଜାରି କରାଯାଇଛି। ଶୁଣାଣି…

ରାଜନୀତି ଖେଳର ଶିକାର ହୋଇଗଲି: କୁମ୍‌କୁମ୍‌ ମହାନ୍ତି

ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ କରି ସରକାରଙ୍କ ସହଯୋଗରେ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଇଥିଲେ। ଏହା ମାଧ୍ୟମରେ ସେ…

ଜନ୍ମାଷ୍ଟମୀର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୮: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଜନ୍ମାଷ୍ଟମୀର ଶୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ କାମନା ଜଣାଉଛି। ଏହି ଉତ୍ସବ ଭଗବାନ ଶ୍ରୀକୃଷ୍ଣଙ୍କ ଜୀବନ ଚରିତ୍ର…

କପିଲ୍‌ ଶର୍ମା ଶୋ’ରେ ନବୀନ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍‌ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍‌ ତାରକା ନିଜର ଫିଲ୍ମ ପ୍ରମୋସନ୍‌ ଲାଗି ସୋନି ଟିଭିର ଏହି ଶୋ’କୁ…

କ୍ରିକେଟକୁ ବାଏ ବାଏ କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୮: ଭାରତୀୟ ଅଲରାଉଣ୍ଡର ଷ୍ଟୁଆର୍ଟ ବିନି ସୋମବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ୩୭ ବର୍ଷୀୟ ବିନି ଦୀର୍ଘ ସମୟ ଧରି ଦଳରୁ ବାଦ୍‌ ପଡୁଥିଲେ। ସେ ୨୦୧୬ ପରଠାରୁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନାହାଁନ୍ତି। ଯଦିଓ ସେ…

ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ଶାସକ ବିଜେଡିକୁ ଟାର୍ଗେଟ କରିବେ। ଆସନ୍ତା ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଭାଜପା ବିଧାୟକ ଦଳ…

ଜବାବ ଦେଉନି ସିପିସିବି

ଯାଜପୁର ଅଫିସ,୩୦ା୮: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ଛାଡ଼ିବା ମାମଲା କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)ରେ ଝୁଲିରହିଛି। ଅଭିଯୋଗର ପ୍ରମାଣ ଖୋଦ୍‌ ବେଦାନ୍ତର ଖଣି…

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା…

ଇତିହାସ ରଚିଲେ ଅବନୀ

ଟୋକିଓ,୩୦।୮: ଭାରତର ଅବନୀ ଲେଖରା ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛନ୍ତି। ମହିଳା ୧୦ ମିଟର ଏୟାର ଇଭେଣ୍ଟ ଏସ୍‌ଏଚ୍‌-୧ ରେ ସେ ଏହି ସ୍ବର୍ଣ୍ଣ ପଦକ ଜିତିଥିଲେ। ଟୋକିଓ ପାରାଲିମ୍ପିକ୍ସରେ ଏହା ହେଉଛି ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ। ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?