Home

ଅନୁପମାଙ୍କ ଜୀବନକୁ ଫେରିବେ ପୁରୁଣା ପ୍ରେମିକ

ବମ୍ବେ: ଟେଲିପରଦାର ଅନେକ ଲୋକପ୍ରିୟ ଧାରାବାହିକ ମଧ୍ୟରୁ ‘ଅନୁପମା’ ଅନ୍ୟତମ। ପାରିବାରିକ କାହାଣୀ ଉପରେ ପର୍ଯ୍ୟବଶିତ ଏହି ଧାରାବାହିକର ପ୍ରଶଂସକ ବେଶ ଅଧିକ। ପ୍ରାୟ ପ୍ରତିଦିନ ଏହି ଶୋ’ରେ ଭଳିକି ଭଳି ଡ୍ରାମା ଦେଖିବାକୁ ମିଳିଥାଏ। ନିର୍ମାତାମାନେ ଟିଆର୍‌ପି ତଥା ଦର୍ଶକଙ୍କୁ…

ପେଟ ଭରି ପିଜା ଖାଇଲେ ମହାକାଶଚାରୀ, ପିଜା ପାର୍ଟି ଭିଡ଼ିଓ ଭାଇରାଲ…

ଓ୍ବାଶିଂଟନ,୨୯।୮: ପୃଥିବୀରେ ପିଜା ଖାଇବା ଅତି ସାଧାରଣ କଥା। ମାତ୍ର ସ୍ପେସ୍‌ ଷ୍ଟେଶନରେ ବିଭିନ୍ନ କଟକଣା ମଧ୍ୟରେ ବସି ପିଜା ଖାଇବା କିଛି କମ୍‌ କଥା ନୁହେଁ। ତେବେ ଏହା ସତରେ ପରିଣତ ହୋଇଛି। ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନରେ ହୋଇଥିବା ଏକ…

ଭାଇରାଲ ଫିଭର୍‌, ସପ୍ତାହେ ମଧ୍ୟରେ ୨୬ ଶିଶୁଙ୍କ ସମେତ ୫୦ ମୃତ…

ଲକ୍ଷ୍ନୌ,୨୯।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାର ନାଁ ଧରୁନି। ଅପରପକ୍ଷରେ ତୃତୀୟ ଲହର ଆତଙ୍କରେ ଲୋକଙ୍କମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପଶ୍ଚିମ ଉତ୍ତରପ୍ରଦେଶରେ ଭାଇରାଲ ଫିଭର୍‌ରେ ୫୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୬…

୨୭ ଛକା ସହ ୩୪୮ ରନ୍‌ କରିଥିବା ଖେଳାଳିଙ୍କୁ ଓଭାଲ ଟେଷ୍ଟରେ ମିଳିପାରେ ସୁଯୋଗ

ଲିଡ୍ସ,୨୯।୮: ଲିଡ୍ସ ଟେଷ୍ଟରେ ଇଂଲଣ୍ଡ ଭାରତୀୟ ଦଳକୁ ପରାସ୍ତ କରିଛି। ଖେଳର ଚତୁର୍ଥ ଦିନରେ ଗୋଟିଏ ଇନିଂସ ଏବଂ ୭୬ ରନ୍‌ରେ ମ୍ୟାଚ ଜିତିବା ପରେ ଇଂଲଣ୍ଡ ସିରିଜକୁ ୧-୧ରେ ସମାନ କରିଥିଲା। ସେପ୍ଟେମ୍ବର ୨ରୁ ଆରମ୍ଭ ହେବାକୁ ଥିବା ଓଭାଲ…

ଭାରତୀୟ ଦଳକୁ ଲାଗିଲା ବଡ଼ ଝଟ୍‌କା: ହସ୍ପିଟାଲରେ ଏହି କ୍ରିକେଟର୍‌

ଲିଡ୍ସ,୨୯।୮: ଲିଡ୍ସ ଟେଷ୍ଟରେ ଟିମ ଇଣ୍ଡିଆକୁ ଗୋଟିଏ ଇନିଂସ ଏବଂ ୭୬ ରନ୍‌ରେ ପରାସ୍ତ କରିଛି ଇଂଲଣ୍ଡ। ଖେଳର ତୃତୀୟ ଦିନରେ ଭାରତ ୨ ଉଇକେଟ ପାଇଁ ୨୧୫ ସ୍କୋର କରିଥିଲା ଏବଂ ଲାଗୁଥିଲା ଯେ ବିରାଟ କୋହଲି ଏବଂ ଚେତେଶ୍ୱର…

ଅର୍ଜୁନ ପୁରସ୍କାର ପାଇଁ କେଉଁ ଖେଳାଳି ଦାଖଲ କରିଛନ୍ତି ନୋମିନେଶନ, ଆସନ୍ତୁ ଜାଣିବା…

ନୂଆଦିଲ୍ଲୀ,୨୯।୮: ଅଗଷ୍ଟ ୨୯ରେ ହକି ଯାଦୁକର ମେଜର ଧାନଚାନ୍ଦଙ୍କ ୧୧୯ ତମ ଜନ୍ମ ଦିବସ ଅବସରରେ ରବିବାର ସାରା ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି। ଏହି ଦିନ ଦେଶର ରାଷ୍ଟ୍ରପତି ଖେଳ ରତ୍ନ, ଅର୍ଜୁନ ପୁରସ୍କାର ଏବଂ ଦ୍ରୋଣାଚାର୍ଯ୍ୟ…

ଲଜ୍ଜାଜନକ ପରାଜୟ ପରେ ବି ଯାଉନିି ଅହଂକାର: କୋହଲିଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଲିଡ୍ସ,୨୯।୮: ଇଂଲଣ୍ଡ ବିପକ୍ଷ ଲିଡ୍ସ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ବିରାଟ କୋହଲି ଏବଂ ଭାରତୀୟ ଦଳର ପ୍ରଦର୍ଶନକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି। ଇଂଲଣ୍ଠ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସରେ ମାତ୍ର ୭୮…

୮୬ ବର୍ଷୀୟ ବୃଦ୍ଧ ଦେଖାଇଲେ କମାଲ, ଯବାନ ବି ପଡ଼ିଯିବେ ପଛରେ

ଆମେରିକାର ନ୍ୟୁଜର୍ସିରେ ରହୁଥିବା ଜଣେ ୮୬ ବର୍ଷୀୟ ବୃଦ୍ଧ ଏମିତି କିଛି କରି ଦେଖାଇଛନ୍ତି ଯାହା ଯବାନ ମଧ୍ୟ କରିପାରିବେ ନାହିଁ। ଟୋନି ଡାଣ୍ଡେଓ ନାମକ ଏହି ବୃଦ୍ଧ ଜଣକ ଅଶ୍ୱ ଚାଳନା ଜିତି ରେକର୍ଡ ସୃଷ୍ଟି କରିଛନ୍ତି। ଟୋନି ଶୁକ୍ରବାର…

୨୫ ବଲ୍‌ରୁ ୧୨୮ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ ଏହି କ୍ରିକେଟର୍‌

ଆଜିକୁ ଠିକ୍‌ ୮ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୩, ୨୯ ଅଗଷ୍ଟରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଆରୋନ ଫିଞ୍ଚ ଟି-୨୦ କ୍ରିକେଟ୍‌ରେ ବିଶ୍ୱ ରେକର୍ଡ କରିଥିଲେ। ଅଷ୍ଟ୍ରେଲିଆ ଦଳ ଇଂଲଣ୍ଡ ଗସ୍ତରେ ଯାଇଥିବାବେଳେ ସିରିଜର ପ୍ରଥମ ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଖେଳୁଥିଲା।…

ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ…

ନୂଆଦିଲ୍ଲୀ,୨୯।୮: ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ। ଏହା ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ। ସଂସ୍କୃତ ଜ୍ଞାନର ପରିସୀମା ବୃଦ୍ଧି କରି ପାରିଥାଏ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୦ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ…

୧୨ ବର୍ଷର ଛାତ୍ର ଘରେ ବସି ରୋଜଗାର କଲେ ୨ କୋଟି

କରୋନା ମହାମାରୀ କିଛି ଲୋକଙ୍କ ଜୀବନକୁ ବଦଳାଇ ଦେଇଛି। କାହାର ଚାକିରି ଚାଲିଯାଇଛି ତ ଆଉ କାହାର ବ୍ୟବସାୟ ମାନ୍ଦା ହୋଇଛି। ସ୍କୁଲ, କଲେଜ, ଅଫିସ ଏବଂ ବଜାର ବି ବନ୍ଦ ରହିଥିଲା। ଏବେ ପରିସ୍ଥିତି ଟିକେ ସୁଧାର ଆସିବାରୁ ଧୀରେ…

ହସ୍ପିଟାଲରେ ଭର୍ତ୍ତି ହେଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ,୨୯ା୮: ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ. ସୁକାନ୍ତ ନାୟକ ଅସୁସ୍ଥ । ଶନିବାର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ । ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡ଼ିସିନ ଖାଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?