କ୍ରିକେଟର ଏମିତି ଏକ ଲଜ୍ଜାଜନକ ରେକର୍ଡ: ଭାରତ କେବେ ମନେ ରଖିବାକୁ ଚାହିଁବ ନାହିଁ
କ୍ରିକେଟରେ ପ୍ରତି ମ୍ୟାଚ୍ରେ ଅନେକ ରେକର୍ଡ ତିଆରି ହୁଏ, ଅନେକ ରେକର୍ଡ ଭାଙ୍ଗେ ମଧ୍ୟ। କିନ୍ତୁ ଭାରତୀୟ ଦଳ ଆଜିର ଦିନ ଅର୍ଥାତ୍ ଜୁଲାଇ ୧୯, ୧୯୫୨ରେ ଏପରି ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଥିଲା, ଯାହାକୁ ସେ ମନେ ରଖିବାକୁ ଆଦୌ…
ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
୪୦ ହଜାର ତଳେ ଦୈନିକ ସଂକ୍ରମଣ, ମୁତ୍ୟୁ ସଂଖ୍ୟା ୫ ଶହରୁ କମ୍…
ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଶନିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୫୫ ଜଣ ଚିହ୍ନଟ…
ମାଛ ଖେଳୁଛନ୍ତି ଫୁଟବଲ, ଗୋଲ୍ ଦେଖିଲେ ଟିଣ ହୋଇଯିବ ମୁଣ୍ଡ
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଇ ଥାଏ ତ ଆଉ କେତେକ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ସେମିତି ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଭିଡିଓରେ ମାଛଗୁଡ଼ିକ…
ଶୋପିଆନ୍ ଏନ୍କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍ରେ ହୋଇଥିବା ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ଶୀର୍ଷ କମାଣ୍ଡର ଇଶଫାକ୍ ଡାର…
ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ
କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ ଅନୁଧ୍ୟାନ…
ଟାର୍ଗେଟ୍ରେ ଭାରତୀୟ ପ୍ରତିଷ୍ଠାନ
ନୂଆଦିଲ୍ଲୀ/ କାବୁଲ, ୧୯।୭: ଆଫଗାନିସ୍ତାନରେ ଥିବା ଭାରତୀୟ ପ୍ରତିଷ୍ଠାନଗୁଡ଼ିକୁ ଟାର୍ଗେଟ କରିବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଦେଶର ଆତଙ୍କବାଦୀ ସଂଗଠନଗୁଡ଼ିକୁ ତାଲିବାନ ସହ ମିଶି କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶକ୍ରମେ ପାକିସ୍ତାନରୁ ୧୦ ହଜାରରୁ…
ଜାଲରେ ୪୦ ଭାରତୀୟ ନେତା, ଖବରଦାତା
ନୂଆଦିଲ୍ଲୀ, ୧୯ା୭: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ ଦ୍ୱାରା ପ୍ରସ୍ତୁତ ପେଗାସସ୍ ସ୍ପାଏଓ୍ବେର ପୁଣି ଥରେ ଚର୍ଚ୍ଚାରେ। ଏହି ସ୍ପାଏଓ୍ବେର ଜାଲରେ ଭାରତ ସମେତ ବିଶ୍ୱର ଅନେକ ମନ୍ତ୍ରୀ, ବିରୋଧୀ ଦଳ ନେତା ଓ ଖବରଦାତା ପଡ଼ିଥିବା ଖବର…
ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ
ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ ୨ଜଣଙ୍କର ଜୀବନ ଯାଇଛି। ପ୍ରବଳ ବର୍ଷା ଫଳରେ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି।…
ନିକ୍ଙ୍କ ବିଷୟରେ ଏମିତି କହିଲେ ପ୍ରିୟଙ୍କା ଚୋପ୍ରା, ଜାଣିଲେ…
ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡ୍ଠାରୁ ଆରମ୍ଭ କରି ହଲିଉଡ୍ ପର୍ଯ୍ୟନ୍ତ ବେଶ୍ ନାଁ କମାଇ ସାରିଲେଣି। ପ୍ରଶଂସକମାନେ ମଧ୍ୟ ପ୍ରିୟଙ୍କାଙ୍କ ଫିଲ୍ମ, ପାରିବାରିକ ଜୀବନ ବିଷୟରେ ଜାଣିବା ପାଇଁ ଉତ୍ସୁକ ଥାନ୍ତି। ପ୍ରିୟଙ୍କା ତାଙ୍କର ପ୍ରତିଟି କଥା ପ୍ରଶଂସକମାନଙ୍କ ସହ…
କାଦୁଅ ରାସ୍ତାରେ ଯାଉଥିଲେ ଯୁବତୀ, ଖୁବ୍ ଜୋର୍ରେ ପଛରୁ ଆସିଲା ଏକ କାର୍; ଆଉ ତା’ ପରେ…
ବର୍ତ୍ତମାନ ଚାରିଆଡ଼େ ବର୍ଷା ହେଉଥିବାରୁ କଚ୍ଚା ରାସ୍ତାଗୁଡ଼ିକ କାଦୁଅ ହୋଇଯାଇଛି। ଏହି ରାସ୍ତାରେ ଯିବା ବେଳେ ଯଦି କେଉଁ ଗାଡ଼ି ଜୋର୍ରେ ଚାଲିଆସିଲା ତେବେ କଥା ସରିଲା। ସବୁ କାଦୁଅ ପାଣି ଛିଟା ଆପଣଙ୍କ ଉପରେ ପଡ଼ିବ ନିଶ୍ଚିତ। ସୋସିଆଲ ମିଡିଆରେ…
Archives


