Home

ଏହି ୪ ରାଶିର ଯୁବକ-ଯୁବତୀଙ୍କୁ ୩୦ ବର୍ଷ ଯାଏ କରିବାକୁ ପଡ଼ିଥାଏ ସଂଘର୍ଷ; ପରେ ପାଦ ଚୁମେ ସଫଳତା

ସଫଳତା ପାଇବାକୁ ହେଲେ ପ୍ରତ୍ୟେକ ମଣିଷକୁ ସଂଘର୍ଷ କରିବାକୁ ପଡ଼ିଥାଏ। ଏଥିପାଇଁ କାହାକୁ କମ୍‌ ତ କାହାକୁ ଅଧିକ ସମୟ ଲାଗିଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କାହାକୁ କେତେବେଳେ ଏବଂ କେମିତି ସଫଳତା ମିଳିବ ତାହା ଗ୍ରହ ନକ୍ଷତ୍ରଙ୍କ ସ୍ଥିତି ଉପରେ ନିର୍ଭର…

ମହିଳାଙ୍କ ଅଜବ ସଉକ: ଚୁଟିରେ ସାପ ଗୁଡ଼ାଇ ଶପିଂ କରିବାକୁ ବାହାରିଲେ; ଭିଡିଓ ଦେଖିଲେ…

କଥାରେ ଅଛି ସଉକ ବଡ଼ ଜିନିଷ। କେହି କେହି ବୁଲିବାକୁ ଭଲପାଆନ୍ତି ତ କେହି କେହି ପୋଷାକକୁ ଭଲ ପାଆନ୍ତି। କାହାକୁ ଖାଇବାକୁ ଭଲ ଲାଗିଥାଏ ତ ଆଉ କାହାକୁ ଟଙ୍କା ରୋଜଗାର କରିବା ପସନ୍ଦ। ହେଲେ ଦୁନିଆରେ ଏଭଳି କିଛି…

ବଦଳୁଛି କଶ୍ମୀରର ରଙ୍ଗ, ଭିଟାମାଟିକୁ ଫେରୁଛନ୍ତି କଶ୍ମୀର ପଣ୍ଡିତ…

ଶ୍ରୀନଗର,୨୮।୮: କଶ୍ମୀରର ରଙ୍ଗ ବଦଳିବାକୁ ଆରମ୍ଭ କରିଛି। କେନ୍ଦ୍ର ସରକାରଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୩,୮୦୦ରୁ ଅଧିକ ପଣ୍ଡିତ ନିଜ ଭିଟାମାଟିକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପୁନର୍ବାସ ପ୍ୟାକେଜ ଅନ୍ତର୍ଗତ ୩,୮୪୧ କଶ୍ମୀରୀ ପଣ୍ଡିତ ଜମ୍ମୁ-କଶ୍ମୀରୀକୁ ବାହୁଡ଼ିଛନ୍ତି। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାକୁ…

ପ୍ରତିଶୋଧ ନେଲା ଆମେରିକା, ଆଇଏସ୍‌ ଗଡ଼ରେ ବୋମାମାଡ଼…

ଓ୍ବାଶିଂଟନ/କାବୁଲ,୨୮।୮: ଆଫଗାନିସ୍ତାନର ଆଇଏସ୍‌ ଗଡ଼ରେ ଆମେରିକା ପକ୍ଷରୁ ବୋମାମାଡ଼ କରାଯାଇଛି। ଏପରି କରି ଆମେରିକା କାବୁଲ ଆକ୍ରମଣର ପ୍ରତିଶୋଧ ନେଇଛି। କାବୁଲରେ ଆଇଏସ୍‌ ଦ୍ୱାରା ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆମେରିକାର ୧୩ ସୈନ୍ୟଙ୍କ ମୃତ୍ୟୁ ଘଟିବାର କିଛି ଘଣ୍ଟା ମଧ୍ୟରେ ଏଭଳି…

କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…

ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟ ପୂର୍ବରୁ ରାଜନୈତିକ ଦଳମାନଙ୍କୁ…

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଉପରେ…

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଆମେରିକାକୁ ଆଇଏସ୍‌ ବିପଦ

କାବୁଲ/ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ସୈନ୍ୟ ଅପସାରଣ ଡେଡ୍‌ଲାଇନ୍‌ ପୂର୍ବରୁ କାବୁଲ ବିମାନବନ୍ଦରରେ ଆମେରିକା ନେତୃତ୍ୱାଧୀନ ବିଦେଶୀ ସାମରିକ ମେଣ୍ଟ ଉପରେ ଆଉ ଏକ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ତାଲିବାନ ଶାସନ ଭୟରେ ଆଫଗାନିସ୍ତାନ ଛାଡ଼ି ପଳାୟନ କରୁଥିବା ଆଫଗାନ୍‌ ଓ ଆମେରିକୀୟଙ୍କ…

ଖୋଜିକରି ମାରିବୁ: ବାଇଡେନ୍‌

କାବୁଲ/ଓ୍ବାଶିଂଟନ,୨୮ା୮: କାବୁଲ ବିସ୍ଫୋରଣ ପଛରେ ଯିଏ ଥାଆନ୍ତୁ ନା କାହିଁକି ଆମେ ତାଙ୍କୁ ଖୋଜି ବାହାର କରିବୁ। ଆମେ ଭୁଲିବୁ ନାହିଁ କି କ୍ଷମା କରିବୁ ନାହିଁ। ଆକ୍ରମଣକାରୀଙ୍କୁ ଏହାର ମୂଲ୍ୟ ଦେବାକୁ ପଡ଼ିବ। ଆତଙ୍କବାଦୀ ଆମେରିକୀୟଙ୍କୁ ଆଫଗାନିସ୍ତାନରେ ନିଜ କାମ…

ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୮।୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଦୁଇଦିନ…

କରୋନାରେ ଆଉ ୨ ଶିଶୁ ମୃତ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ତୃତୀୟ ଲହର ନ ଆସୁଣୁ ରାଜ୍ୟରେ ଶିଶୁଙ୍କ ପାଇଁ ଘାତକ ହେଉଛି କରୋନା।ଦୈନିକ ସଂକ୍ରମଣ ନିମ୍ନସ୍ତରରେ ଥିଲେ ମଧ୍ୟ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ଶହେ ଉପରେ ରହୁଛି। ଏପରିସ୍ଥଳେ ଜଣଙ୍କ ପରେ ଆଉଜଣେ ଶିଶୁ କରୋନାରେ ଆଖି ବୁଜୁଥିବାରୁ…

ଇ-ଯାନ ନୀତିକୁ ମୋହର

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଦରବୃଦ୍ଧି ଏବଂ ବାୟୁ ପ୍ରଦୂଷଣ ଦେଶ ପାଇଁ ପ୍ରମୁଖ ଚିନ୍ତାର ବିଷୟ। ଗୋଟିଏ ପଟେ ଦରଦାମ ବୃଦ୍ଧି, ଅନ୍ୟପଟେ ପରିବେଶ ଏବଂ ସ୍ବାସ୍ଥ୍ୟଗତ ସମସ୍ୟା ଉପୁଜିଛି। ତେଣୁ ଇଲେକ୍ଟ୍ରିକ୍‌ ଭେହିକିଲ (ଇ-ଯାନ)ର ବ୍ୟବହାର ଜରୁରୀ ହୋଇପଡ଼ିଛି, ଯାହାକି…

ବୋଲରଙ୍କୁ ଥକେଇ ଦେଲେ ପୂଜାରା, କୋହଲି

ଲିଡ୍ସ,୨୭।୮: ସ୍ଥାନୀୟ ଲିଡ୍ସ ଗ୍ରାଉଣ୍ଡରେ ଚାଲିଥିବା ତୃତୀୟ ଟେଷ୍ଟକୁ ୩ୟ ଦିନରେ ଜିତି ନେବାକୁ ଆଶା ରଖିଥିଲା ଇଂଲଣ୍ଡ। କିନ୍ତୁ ଘରୋଇ ବୋଲରଙ୍କୁ ଥକେଇ ଦେଇଛନ୍ତି ଟିମ୍‌ ଇଣ୍ଡିଆର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଧିନାୟକ ବିରାଟ କୋହଲି। ଦୁହିଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?