ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୧୮ା୭(ପିଆଇବି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ଶୁକ୍ରବାର ଗୁଜରାଟରେ ବିଭିନ୍ନ ରେଳ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗୁଜରାଟ ସାଇନ୍ସ ସିଟିଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରି ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ଲୋକାର୍ପିତ…
ଆସାମରେ ଡ୍ରଗ୍ସ ପୋଡ଼ା ଅଭିଯାନ
ଆସାମରେ ଦୁଇ ମାସ ମଧ୍ୟରେ ଜବତ ହୋଇଥିବା ୧୭୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ନିଶାଦ୍ରବ୍ୟକୁ ନଷ୍ଟ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇଦିନିଆ ନିଶାଦ୍ରବ୍ୟ ପୋଡ଼ା ଅଭିଯାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଶନିବାର ଦୁଇଟି…
ଚତୁର୍ଥ ଥର ରାଷ୍ଟ୍ରପତି ହେଲେ ଅସାଦ
ଡମାସକସ୍, ୧୮ା୭: ଯୁଦ୍ଧ ପ୍ରଭାବିତ ସିରିଆର ରାଷ୍ଟ୍ରପତି ଭାବେ ଚତୁର୍ଥ ଥର ପାଇଁ ଶନିବାର ଶପଥ ଗ୍ରହଣ କରିଛନ୍ତି ବଶାର ଅଲ୍ ଅସାଦ। ଗତ ମେ’ରେ ହୋଇଥିବା ନିର୍ବାଚନକୁ ବିରୋଧୀ ଦଳ ଓ ପାଶ୍ଚାତ୍ୟ ଦେଶଗୁଡ଼ିକ ବେଆଇନ ବୋଲି ଦର୍ଶାଇଥିଲେ ହେଁ…
ଜର୍ମାନୀ, ବେଲ୍ଜିୟମ୍ ବନ୍ୟା ମୃତ୍ୟୁସଂଖ୍ୟା ୧୫୭
ଓ୍ବାସେନ୍ବର୍ଗ, ୧୮।୭: ଜର୍ମାନୀ ଓ ବେଲ୍ଜିୟମରେ ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ପଶ୍ଚିମ ଜର୍ମାନୀରେ ୧୩୩ ଜଣଙ୍କ ଜୀବନ ଯାଇଛି। ଏହା ଅର୍ଦ୍ଧଶତାବ୍ଦୀ ମଧ୍ୟରେ ଜର୍ମାନୀରେ ସବୁଠୁ ଭୟାବହ ପ୍ରାକୃତିକ ବିପର୍ଯ୍ୟୟ ବୋଲି କୁହାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି…
ନ୍ୟାୟପାଳିକା ଉପରେ ଦେଶବାସୀଙ୍କ ଭରସା
ନୂଆଦିଲ୍ଲୀ, ୧୮।୭: ବିଶ୍ୱର ସର୍ବବୃହତ୍ ଗଣତନ୍ତ୍ର ଭାରତର ବିଚାର ବ୍ୟବସ୍ଥା ଉପରେ ଦେଶବାସୀଙ୍କ ଭରସା ରହିଛି। ସେମାନେ କୋର୍ଟରୁ ନ୍ୟାୟ ପାଇବା ନେଇ ଦୃଢ଼ ନିଶ୍ଚିତ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମାନା ଶନିବାର କହିଛନ୍ତି। ଯେତେବେଳେ ଦେଶରେ…
ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ
ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା ରହିଛି ବୋଲି ଇଣ୍ଡିଆନ କାଉନ୍ସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍ଆର୍)ର ବରିଷ୍ଠ ବୈଜ୍ଞାନିକ ସୂଚନା…
ଖରା, ପବନରେ ମିଳାଇଯିବ ପ୍ଲାଷ୍ଟିକ୍
ବେଜିଂ, ୧୮ା୭: ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ପାଲଟିଛି ପ୍ଲାଷ୍ଟିକ୍ ସାମଗ୍ରୀର ବହୁଳ ବ୍ୟବହାର। ନଷ୍ଟ ହେବା ପାଇଁ ଶହ ଶହ ବର୍ଷ ଲାଗିଯାଉଥିବାରୁ ପ୍ଲାଷ୍ଟିକ୍ ବର୍ଜ୍ୟ ସମଗ୍ର ଜୀବଜଗତକୁ ବିପଦମୁହଁକୁ ଠେଲି ଦେଇଛି। ଏହା ଭିତରେ ପ୍ଲାଷ୍ଟିକ୍ ଓ୍ବେଷ୍ଟେଜ୍ ବିରୋଧୀ…
ରୁମ୍ ଭିତରକୁ ଶୋଇବାକୁ ଗଲେ ମହିଳା, ବେଡ୍ ତଳେ ଥିଲେ ୧୮ ସାପ; ଆଉ ତା’ ପରେ…
ଓ୍ବାଶିଂଟନ୍: ଭାବିଲେ ଆପଣ ରାତିରେ ସବୁ କାମ ସାରି ଶୋଇବାକୁ ବେଡ୍କୁ ଯିବେ। ଆଉ ବେଡ୍ ତଳେ ଦେଖିବେ ଗୋଟିଏ କି ଦୁଇଟି ନୁହେ, ଏକାବେଳକେ ୧୮ ସାପ। ଆପଣଙ୍କ ଅବସ୍ଥା କ’ଣ ହେବ କହିଲେ… ସେମିତି ଏକ ଘଟଣା ଘଟିଛି…
ଝରଣା ନିକଟରେ ଠିଆ ହୋଇ ସେଲ୍ଫି ନେଉଥିଲେ ଏହି ଷ୍ଟାର, ଖସିଗଲା ପାଦ; ଆଉ ତା’ ପରେ…
ବେଜିଂ,୧୭ା୭: ହଂକଂର ୩୨ ବର୍ଷୀୟା ସୋସିଆଲ ମିଡିଆ ଷ୍ଟାର ସୋଫିଆ ଚ୍ୟାଙ୍ଗ୍ ଝରଣାର ଜଳସ୍ରୋତରେ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସୋଫିଆ ଏଠାକାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ନିକଟରେ ଥିବା ଝରଣା ନିକଟରେ ଠିଆ ହୋଇ ସେଲ୍ଫି ନେଉଥିଲେ। ଏହି ସମୟରେ ତାଙ୍କ…
ଏହି ୩ଟି ଜିନିଷ ସହ କେବେ ବି ଖାଆନ୍ତୁ ନାହିଁ କଦଳୀ: ଲାଭ ଜାଗାରେ କରିବେ ଶରୀରର କ୍ଷତି
ସୁସ୍ଥ ଶରୀର ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ଜରୁରୀ। ହେଲେ ଅନେକ ସମୟରେ ଆମେ କାହାକୁ କାହାସହ ଖାଇବା ତାହା ଜାଣି ନ ଥାଉ। ବିଶେଷଜ୍ଞଙ୍କ କହିବା ଅନୁଯାୟୀ ସବୁ ଖାଦ୍ୟ ପଦାର୍ଥର ପ୍ରକୃତି ଭିନ୍ନ। କାହାକୁ ଖାଇଲେ ଶରୀର ଉତ୍ତାପ…
ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍ଲାଇନ୍ ଯୋଗେ ପାଠ ପଢ଼ାଯାଉଛି। ମାତ୍ର ଏହା ଦ୍ୱାରା ଅନେକ ଛାତ୍ରୀଛାତ୍ର ଉପକୃତ ହୋଇପାରୁ ନାହାନ୍ତି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ…
ସଫଳତା, ପ୍ରସିଦ୍ଧି ପ୍ରଦାନ କରିଥାଏ ଜାତକର ଏହି ନକ୍ଷତ୍ର: ପ୍ରଧାନମନ୍ତ୍ରୀ ମୋଦି ବି ଏଥିରେ ଜନ୍ମ
ପ୍ରତ୍ୟେକ ବ୍ୟକ୍ତିର ରାଶି ଏବଂ ନକ୍ଷତ୍ର ଭିନ୍ନ। ସମସ୍ତ ନକ୍ଷତ୍ର ମଧ୍ୟରୁ ଅନୁରାଧା ନକ୍ଷତ୍ର ବହୁତ ଶୁଭ। ଏହା ୨୭ ନକ୍ଷତ୍ରଙ୍କ ମଧ୍ୟରେ ୧୭ନଂ ସ୍ଥାନରେ ଆସିଥାଏ। ଅନୁରାଧା ନକ୍ଷତ୍ରର ସ୍ବାମୀ ଶନି ଦେବ। ଏହି ନକ୍ଷତ୍ର ଥିଲେ ବ୍ୟକ୍ତି ବ୍ୟକ୍ତି…
Archives


