Home

କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି। ଜିଲା ପ୍ରଶାସନର ମିଳିତ ସହଯୋଗ ଓ ଓଡ଼ିଶାର ତିନି ପ୍ରମୁଖ ରାଜନୈତିକ ଦଳର…

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ମୋଟ ସମ୍ପତ୍ତି କେତେ? ଫର୍ମ, ଫିଟନେସ, ଆୟ ଦୃଷ୍ଟିରୁ ବିଶ୍ୱର ଏକ ନମ୍ବର କ୍ରୀଡ଼ାବିତ

ନୂଆଦିଲ୍ଲୀ,୫।୧୧: ବିଶ୍ୱ କ୍ରୀଡ଼ା ଇତିହାସରେ ଏପରି କିଛି ନାମ ରହିଛି ଯାହା ସୀମା, ପିଢ଼ି ଏବଂ ରେକର୍ଡର ଊର୍ଦ୍ଧ୍ୱକୁ ଯାଇ ଇତିହାସର ସୁବର୍ଣ୍ଣ ପୃଷ୍ଠାରେ ନିଜର ସ୍ଥାନ ସ୍ଥାପିତ କରିପାରିଛି। କ୍ରିଷ୍ଟିଆନୋ ରୋନାଲ୍ଡୋ ହେଉଛନ୍ତି ସେହିପରି ଏକ ନାମ। ଫୁଟବଲ ଜଗତରେ…

BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ

ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର ଏହି ସ୍ଥାନ ପରିବର୍ତ୍ତନ ସମ୍ପର୍କରେ ଘୋଷଣା କରିଛି। ପ୍ରକୃତରେ…

WPL 2027 ଟ୍ରଫିକୁ ନେଇ ବଡ଼ କଥା କହିଲେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୫।୧୧: ମହିଳା ପ୍ରିମିୟର ଲିଗ (WPL) ୨୦୨୭ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଟୁର୍ଣ୍ଣାମେଣ୍ଟ ଜାନୁଆରୀ ୧୪ରୁ ଆରମ୍ଭ ହେବ ଏବଂ ଫେବୃଆରୀ ୭ରେ ଏହାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ ହିଁ, କେଉଁ…

‘ସେ ମୁମ୍ବାଇ ଯାଇ ଫସିଗଲେ…’ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର, ହେଲାଣି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଆଇପିଏଲ (IPL) ୨୦୨୭ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ସହ ରହିବେ ନାହିଁ। ତାଙ୍କର ଅନ୍ୟ ଦଳକୁ ଯିବା (ଟ୍ରେଡ ହେବା) ନେଇ ଚର୍ଚ୍ଚା ଜୋର ଧରିଛି। ସେ କେଉଁ ଦଳରେ ଯୋଗ ଦେବେ, ତାହା କେବଳ ସମୟ…

ୟୁରୋପରେ ୧୨ ବିମାନର ଯାତ୍ରୀ ଆତଙ୍କିତ; ପ୍ୟାରିସରୁ ରୋମ ପର୍ଯ୍ୟନ୍ତ ଭୟର ବାତାବରଣ

ପ୍ୟାରିସ,୫।୧୧: ଗୁରୁବାର ୟୁରୋପର ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣିଥରେ ହାଇ ଆଲର୍ଟ ଅବସ୍ଥାରେ ରହିଥିଲେ, କାରଣ ବୋମା ଧମକ ମିଳିବା ପରେ ପ୍ରାୟ ୧୨ଟି ବିମାନର ଗତିପଥ ବଦଳାଇବାକୁ କିମ୍ବା ଜରୁରୀକାଳୀନ ଅବତରଣ (emergency landing) କରାଇବାକୁ ପଡ଼ିଥିଲା। ଗୋଟିଏ ସପ୍ତାହ ମଧ୍ୟରେ…

ପୋଲିସ ASIଙ୍କ ବାଇକ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ନ୍ୟାୟ ପାଇଁ SPଙ୍କ ଦ୍ୱାରସ୍ଥ ହେଲେ ପରିବାର

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ମୃତ ବ୍ୟକ୍ତିଙ୍କ ନାମ ବିକ୍ରମ କେଶରୀ ସିଂହ(୫୦) ଓ…

ବନ୍ୟାରେ ଛାରଖାର ପୁରୁଷୋତ୍ତମପୁର, ବିପନ୍ନଙ୍କ ଦୁର୍ଦ୍ଦଶା ଦେଖି ସରକାରଙ୍କୁ ଘେରିଲେ ଭକ୍ତ ଦାସ

ପୁରୁଷୋତ୍ତମପୁର,୫।୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି । ଘରଦ୍ୱାରଠାରୁ ଆରମ୍ଭ କରି ଚାଷଜମି ଓ ଜୀବନଜୀବିକା ପର୍ଯ୍ୟନ୍ତ ସବୁକିଛି ଉଜାଡ଼ି ଯାଇଥିବାବେଳେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଏବେ…

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର ସାମ୍ନା କରିବାକୁ ପଡ଼େ, ତଥାପି ସେ ଆସନ୍ତା ଡିସେମ୍ବର ମାସରେ ଢାକା ଫେରିବେ।…

ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ

ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ ଘର ଉପରକୁ ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଅନେକ ବ୍ୟକ୍ତି ଆହତ ହୋଇଥିବା…

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଓ ଆର୍ଥିକ ସହାୟତା ପ୍ରଦାନ ଦାବି ଜୋର ଧରିଛି । ଏହି ପରିପ୍ରେକ୍ଷୀରେ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ ଅନ୍ତର୍ଗତ ୪ଟି ବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି। ସେଗୁଡ଼ିକ ହେଲା ୪୨ ମୌଜାର ବେଣ୍ଟକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?