Home

ହସ୍ତାନ୍ତର ହୋଇପାରୁନି ଆଦର୍ଶ ବିଦ୍ୟାଳୟ

ଚଣ୍ଡିଖୋଲ,୨୭।୮(ଡି.ଏନ.ଏ.): ବଡ଼ଚଣା ଶିକ୍ଷାମଣ୍ଡଳ ଅଧୀନ ବଡ଼ଚଣାଠାରେ ଆଦର୍ଶ ବିଦ୍ୟାଳୟର ଗୃହ ଓ କ୍ୟାମ୍ପସ ନିର୍ମାଣ କରାଯାଇଛି। ଦୀର୍ଘ ୮ ମାସ ହେଲା ଏହି କାର୍ଯ୍ୟ ଶେଷ ହୋଇଛି। ହେଲେ ଏହା ଅଦ୍ୟାବଧି ଶିକ୍ଷା ବିଭାଗ ଅଧୀନକୁ ଯାଇ ପାରିନାହିଁ। ନିର୍ମାଣ କାର୍ଯ୍ୟ…

ଓଭର ହେଡ୍‌ ପାଣିଟାଙ୍କି କାର୍ଯ୍ୟକ୍ଷମ ହେଉନି

ଆଳି,୨୭ା୮(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ କରି ୧ ଲକ୍ଷ ବିଶିଷ୍ଟ ଓଭର ହେଡ ପାଣି ଟାଙ୍କି ବସାଉଛନ୍ତି। ପାଣି ଟାଙ୍କି କାର୍ଯ୍ୟ ଶେଷ ହୋଇଛି। ହେଲେ…

ଭାରତୀୟ ଖେଳାଳିଙ୍କ ବେଳେବେଳେ ମସ୍ତିଷ୍କ କାମ କରୁନାହିଁ: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇସଲମାବାଦ,୨୭।୮: ଭାରତ ଏବଂ ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ଟେଷ୍ଟରେ ଆୟୋଜକ ଇଂଲଣ୍ଡ ଏହି ମ୍ୟାଚରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଛି। ପ୍ରଥମେ ଟସ ଜିତି ବ୍ୟାଟିଂ କରି ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୭୮ ରନରେ ଅଲଆଉଟ୍‌…

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ କଳ, ବଳ ଓ କୌଶଳ ଲଗାଇ ଖରସ୍ରୋତା ନଦୀରୁ ଜଳ ଉଠାଇବା ପାଇଁ…

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି ବିପଦ ଆଶଙ୍କା ପୂର୍ବରୁ ସେହି ସ୍ଥାନ ପରିତ୍ୟାଗ କରନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ

ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି।…

ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର ଗୌରବ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଇଟାୱା ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ବସ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ…

ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଚାଲିଥିବା ଟିକାକରଣରେ ଶିକ୍ଷକମାନଙ୍କୁ ଅଗ୍ରାଧିକାର ଦିଆଯିବ। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଚିଠି ଲେଖିବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୭।୮: ଦେଶରେ କରୋନା ସଂକ୍ରମିତଙ୍କ ଧୀରେ ଧୀରେ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା…

ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

୩୦୫୮ ଖେଳାଳିଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କରିପାରନ୍ତି ଏହି କ୍ରିକେଟର୍‌

ଲିଡ୍ସ,୨୭।୮: ଇଂଲଣ୍ଡର ଟେଷ୍ଟ ଅଧିନାୟକ ଜୋ ରୁଟ ଏବେ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ୨୦୨୧ରେ ସେ ଏପର୍ଯ୍ୟନ୍ତ ୧୩୯ରୁ ଅଧିକ ଟେଷ୍ଟ ରନ କରିସାରିଲେଣି। ଦୁନିଆର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ୭୫୦ ରନ ମାର୍କକୁ ଛୁଇଁ ପାରି ନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?