କରିନାଙ୍କ ପାଇଁ ବନ୍ଧୁଙ୍କ ଆଗରେ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ…
ବମ୍ବେ: ଅଭିନେତା ସୈଫ୍ ଅଲ୍ଲୀ ଖାନ୍- କରିନା କପୁର ବଲିଉଡ୍ର ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ଦ୍ୱିତୀୟ ବିବାହ…
ଆମେରିକାରେ ବିରଳ ରୋଗ ଚିହ୍ନଟ
ଓ୍ବାଶିଂଟନ୍,୧୭।୭: ଆମେରିକାରେ ଏକ ନୂଆ ବିପଦ ଦେଖାଦେଇଛି। ଟେକ୍ସାସର ଜଣେ ରୋଗୀଙ୍କଠାରେ ଏକ ବିରଳ ରୋଗ ଚିହ୍ନଟ ହୋଇଛି। ଯାହା ଏବେ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢ଼ାଇଛି। ଉକ୍ତ ରୋଗୀଙ୍କ ଶରୀରରେ ବଡ଼ ବଡ଼ ଫୋଟକା ବା ମଙ୍କିପୋକ୍ସ ଭାଇରସ୍ ଚିହ୍ନଟ…
ଅଲମ୍ପିକ୍ରେ କରୋନା…
ଟୋକିଓ,୧୭।୭: ଜାପାନର ଟୋକିଆ ଅଲମ୍ପିକ୍ରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା ଗ୍ରାମରେ ଜଣେ ଖେଳାଳିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ଆୟୋଜକଙ୍କ ପକ୍ଷରୁ…
ବିବାହ ଏଡ଼ାଇବାକୁ ଆଇଏଏସ୍
ଚଣ୍ଡିଗଡ଼: କଠିନ ପରିଶ୍ରମ ଆଉ ଦୃଢ଼ ମନୋବଳ ହିଁ ସଫଳତାର ମୂଳମନ୍ତ୍ର। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ହରିୟାଣାର ନିଧି ସିବାଚ। ବିବାହ ପ୍ରସ୍ତାବକୁ ଏଡ଼ାଇବା ଜିଦ୍ରେ ଏବେ ସେ ଆଇଏଏସ୍ ଅଫିସର ହୋଇପାରିଛନ୍ତି। ହରିୟାଣାର ଗୁରୁଗ୍ରାମରେ ରହନ୍ତି ନିଧି ସିବାଚ।…
ସାବଧାନ ! ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ, ଚେତାବନୀ ଦେଲେ ନୀତି ଆୟୋଗ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଲୋକଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ ବୋଲି ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ନୀତି ଆୟୋଗ ସଦସ୍ୟ…
ସମସ୍ତଙ୍କ ପାଇଁ ନ୍ୟାୟ ଅନିବାର୍ଯ୍ୟ
ବିଶାଳ ଏ ବିଶ୍ୱ। ସୀମାଠୁ ଶରଣାର୍ଥୀ। ଆତଙ୍କବାଦଠୁ ସାମ୍ପ୍ରଦାୟିକ ହିଂସା। ଏମିତି ଅନେକ ସମସ୍ୟା। ଏହାକୁ ବାଦ୍ଦେଲେ ଗରିବୀ, ବେରୋଜଗାରୀ, ଅନାହାର, ବିଶ୍ୱତାପନ, ଯୁଦ୍ଧ ଭଳି ସମସ୍ୟା ସମଗ୍ର ମାନବଜାତିକୁ ବିପଦରେ ପକାଇଛି। ଏସବୁ ଭିତରେ ପୃଥିବୀର ପ୍ରତିଟି ମଣିଷକୁ ନ୍ୟାୟ…
ଆଧୁନିକୀକରଣ ହେବ ଜେଲ
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ ଥିବା ଜେଲଗୁଡ଼ିକର ଆଧୁନିକୀକରଣ ହେବ। ଏନେଇ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବକୁ ଗୃହ ବିଭାଗ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅନେକ ସମୟରେ ଜେଲରେ…
ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍
କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍ଷ୍ଟାଣ୍ଡରୁ ବସ୍ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ ବି ବସ୍ ଗଡିନାହିଁ। ବସ୍ ଚଳାଚଳ ନେଇ ବିଭିନ୍ନ ସମସ୍ୟା ରହିଥିବାରୁ ଏ ପ୍ରକାର…
ବିଭିନ୍ନ ଯୋଜନାର କାର୍ଯ୍ୟ ଅଗ୍ରଗତିକୁ ଗୁରୁତ୍ୱ
କଟକ ଅଫିସ ୧୭ା୭: କଟକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ପଞ୍ଚମ ଜିଲା ଉନ୍ନୟନ, ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଏମ୍ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୃଷି, ଜଳଛାୟା,…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ…
ତହସିଲଦାରଙ୍କୁ ଜିଲାପାଳଙ୍କ କାରଣ ଦର୍ଶାଅ ନୋଟିସ
ଗଞ୍ଜାମ,୧୭ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ପେଟ୍ରୋଲ ପମ୍ପରେ ଗତ ୧୪ ତାରିଖରେ ଜଣେ କର୍ମଚାରୀ ବିନା ମାସ୍କରେ ତେଲ ପକାଉଥିଲେ। ସେହି ରାସ୍ତା ଦେଇ ଯାଉଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ତାଙ୍କୁ ସର୍ବସମ୍ମୁଖରେ ଉଠବସ୍…
ମିଶନ ଶକ୍ତିକୁ ୪୫୩.୫ କୋଟି
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮ ବ୍ଲକସ୍ତରୀୟ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ…
Archives


