ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ
ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ ଆସିଥିଲେ।…
୧୫ ବର୍ଷରେ ସୋଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ ଉଜ୍ଜ୍ୱଳ ଶିକ୍ଷାକେନ୍ଦ୍ର ଭାବେ ଉଭା ହୋଇଛି। ଶିକ୍ଷାର ଗୁଣବତ୍ତା ଓ ଅଭିନବ ଗବେଷଣା…
କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ
ବିଦିଶା (ଏମ୍ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଥିଲେ। କିଛି ଲୋକ ଚାରିପଟେ ରୁଣ୍ଡ ହୋଇ…
କାଉଡ଼ିଆ ଯାତ୍ରା ନିଷ୍ପତ୍ତିର ପୁନର୍ବିଚାର କର
ନୂଆଦିଲ୍ଲୀ, ୧୭।୭: କରୋନା ସମୟରେ ଉତ୍ତରପ୍ରଦେଶ ସରକାର କାଉଡ଼ିଆ ଯାତ୍ରାକୁ ଅନୁମତି ଦେଇଥିବାରୁ ଏହାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ କହିଛନ୍ତି। ସୋମବାର ସୁଦ୍ଧା ଯଦି ସରକାର କାଉଡ଼ିଆ ଯାତ୍ରା ବନ୍ଦ ପାଇଁ ନିଷ୍ପତ୍ତି ନ ନିଅନ୍ତି, ତେବେ…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ବିବାହରେ ଏମିତି କହିଥିଲେ ସଲମାନ, ଜିତିଥିଲେ ସମସ୍ତଙ୍କ ହୃଦୟ
ମୁମ୍ବାଇ: ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ ଅଭିନେତ୍ରୀ-ଅଭିନେତାଙ୍କ ନାମ ପରସ୍ପର ସହ ଯୋଡ଼ି ହୋଇଥାଏ। ଏମାନଙ୍କ ମଧ୍ୟରୁ କେତେକଙ୍କ ପ୍ରେମ ବିବାହରେ ରୂପାନ୍ତରିତ ହୋଇଥିବା ବେଳେ ଆଉ କେତେ ଜଣ ଏଥିରେ ବିଫଳ ହୋଇଛନ୍ତି। ଫିଲ୍ମରେ ଦୀର୍ଘ ସମୟ ଏକାଠି କାମ…
ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା
ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ମୋଦିଙ୍କ ପ୍ରଶଂସାମୂଳକ ପ୍ରମାଣପତ୍ର ଯୋଗୀ…
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୭ ଜୀବନ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୯୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
ୟୁରୋପରେ ଜଳପ୍ରଳୟ
ବର୍ଲିନ, ୧୭।୭: କୋଭିଡ୍ ମହାମାରୀ ସହ ଯୁଝୁଥିବା ଜର୍ମାନୀ ଓ ବେଲ୍ଜିୟମ୍ ସମେତ ପଶ୍ଚିମ ୟୁରୋପୀୟ ରାଷ୍ଟ୍ରଗୁଡ଼ିକୁ ମାଡ଼ିଆସିଛି ଆଉ ଏକ ବିପତ୍ତି। ରେକର୍ଡ ବର୍ଷା ଅନେକ ନଦୀରେ ପ୍ରଳୟଙ୍କରୀ ବନ୍ୟା ଆଣିଛି। କିଲ୍ ଓ ଆହର ଭଳି ନଈଗୁଡ଼ିକର ଉଛୁଳା…
ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ ମିଳିଛି। ଯାହାଫଳରେ…
୧୯ରୁ ଭର୍ଚୁଆଲରେ ଚାଲିବ ହାଇକୋର୍ଟ
କଟକ ଅଫିସ,୧୭ା୭: ଆସନ୍ତା ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ଭର୍ଚୁଆଲ ମୋଡରେ ଚାଲିବ। ରାଜ୍ୟ ସରକାର ଗୁରୁବାର କୋଭିଡ କଟକଣାକୁ କୋହଳ କରିବାପରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଥିବା ମାମଲାର ଶୁଣାଣି ପାଇଁ ଆବେଦନକାରୀଙ୍କୁ…
୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା
ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର…
୨୦ରେ ରାସ୍ତାକୁ ଓହ୍ଲାଇବ ବିଜେଡି
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଦୀର୍ଘଦିନର ନୀରବତା ପରେ ବିଜେଡି କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଅଣ୍ଟା ଭିଡିଛି। କେନ୍ଦ୍ର ସରକାର ଓଡ଼ିଶା ଚାଷୀଙ୍କ ପ୍ରତି ଅବହେଳା କରୁଥିବା ନେଇ ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ପ୍ରସଙ୍ଗରେ ଦଳ ତରଫରୁ…
Archives


