ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ
ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ସୁକମାର କିସ୍ତାରାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ସର୍ଚ୍ଚ ଅପରେସନ୍ କରୁଥିଲେ।…
ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…
ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ ବିକ୍ରୟ କରୁଥିବା ଅଭିଯୋଗ ହୋଇଛି। ନୂତନ ବର୍ଷ ପାଳନ ଓ ଭୋଜିଭାତର ଆସର ଜମାଇବା…
ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍ ସଂଯୋଗ ବିଳମ୍ବ ଅଭିଯୋଗ
ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ ପାଣି ଲେବୁଲ ପରୀକ୍ଷଣ କରାଯାଇଛି। ଇତିମଧ୍ୟରେ ୯ ମାସ ବିତିଯାଇଥିଲେ ସୁଦ୍ଧା ପ୍ରକଳ୍ପରେ ବିଦ୍ୟୁତ୍…
ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା
ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ କଥାବସ୍ତୁ ହେଲେ ମଧ୍ୟ ବାସ୍ତବରେ ଗତ ୨ବର୍ଷ ହେଲା ଧନୁଯାତ୍ରା ମହୋତ୍ସବରେ ଏହା ପରିଲକ୍ଷିତ…
ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ
ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ଯୁବ ଖବରଦାତା କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)। ସ୍ବର୍ଗତ ଧବଳେଶ୍ୱର ଦୁର୍ଗାଙ୍କ କନିଷ୍ଠ…
ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ
ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର ରାଜ୍ୟରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ଧାନ କିଣା ଓଡ଼ିଶାରେ କଷ୍ଟ…
ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…
ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲୋଇସିଂହା ବ୍ଲକ୍ ସରଗାଡ଼ ଗ୍ରାମର ମିଲନ ସାହୁ(୨୪)। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ପୋଲିସ…
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି ଧମକ୍କୁ ଡରେ ନାହିଁ ଏବଂ ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ସମସ୍ତ ଚାଷୀଙ୍କ…
ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କରି କହିଲେ…
ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର ଆଉ ମୁଁ ତୁମର ଶତ୍ରୁ। ଖୁସିରେ ରୁହ। କିଛି ଏଭଳି କ୍ୟାପଶନ ସହ ଫଟୋ…
IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…
ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି, ବର୍ତ୍ତମାନର…
ଏନ୍ଏସ୍ଏସ୍ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ ହୋଇଥିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଶବିଦ୍ୟାଳୟ, ଜାତୀୟ ସେବା ଯୋଜନା ଅଧିକାରୀ…
ଜବ୍ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି…
Archives


