ଡ୍ରଗ୍ ଓଭରଡୋଜ ଯୋଗୁ ବର୍ଷକରେ ୯୩ ହଜାରଙ୍କ ଯାଇଛି ଜୀବନ…
ନ୍ୟୁୟର୍କ,୧୫।୭: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଡ୍ରଗ୍ ଓଭରଡୋଜ୍ ଯୋଗୁ ଗତ ୨୦୨୦ ବର୍ଷରେ ରେକର୍ଡ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟିଛି। ଏହା ଯୋଗୁ ଦେଶରେ ୯୩ ହଜାର ୩୩୧ ଲୋକଙ୍କ ଜୀବନ ଯାଇଥିବା ଆମେରିକା ସରକାର ସୂଚନା ଦେଇଛନ୍ତି।…
ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ
ଗଞ୍ଜାମ,୧୫।୭(ଡି.ଏନ୍.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ ଓ ହୁମା ପୁରୁଷୋତ୍ତମପୁର ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ଜଣେ ବାଇକ୍ ଆରୋହୀ…
ଝାଳରୁ ସୃଷ୍ଟି ହେବ ବିଦ୍ୟୁତ୍ ଶକ୍ତି, ଫୋନ୍ ବି ହେବ ଚାର୍ଜ
ବିଜ୍ଞାନ ଯେଉଁସ୍ତରରେ ଅଗ୍ରଗତି କରୁଛି ତାହାର ନମୁନା ପୁଣି ଥରେ ଦେଖିବାକୁ ମିଳିଛି। ବିଶେଷଜ୍ଞମାନେ ଏପରି ଏକ ଯନ୍ତ୍ର ବାହାର କରିଛନ୍ତି, ଯାହାକୁ ପିନ୍ଧି ଯେକୌଣସି ବ୍ୟକ୍ତି ଝାଳରୁ ବିଜୁଳି ଶକ୍ତି ଉତ୍ପାଦନ କରିପାରିବେ। ବିଶେଷଜ୍ଞମାନେ କହିଛନ୍ତି ଯେ, ଏହି ଉପକରଣଟି…
୪ ବଲ୍ରେ ବଦଳିଗଲା ମ୍ୟାଚ୍: ଜିତିବା ମ୍ୟାଚ୍ ହାରିଗଲା ଓ୍ବେଷ୍ଟଇଣ୍ଡିଜ୍
ସେଣ୍ଟ ଲୁସିଆ,୧୫।୭: ଫାଇନାଲ ଓଭରରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଜବରଦସ୍ତ ବୋଲିଂ ସହାୟତାରେ ଅଷ୍ଟ୍ରେଲିଆ ଚତୁର୍ଥ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିକୁ ପରାସ୍ତ କରିଛି। ୱେଷ୍ଟଇଣ୍ଡିଜ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ତିନୋଟି ମ୍ୟାଚ ଜିତି ସିରିଜ…
ପାଟଣାରେ ଓଡ଼ିଶା ବନ୍ଦର ପ୍ରଭାବ: ଏନ୍ଏଚ ୪୯ ନିହ୍ନୁଆଁ ନିକଟରେ କଂଗ୍ରେସର ରାସ୍ତାରୋକୋ
ପାଟଣା ,୧୫।୭(ସ୍ବ.ପ୍ର.): ନିତ୍ୟ ବ୍ୟବହାର୍ଯ୍ୟ ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଜିନିଷର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଗୁରୁବାର ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କେନ୍ଦୁଝର ଜିଲା ପାଟଣା ବ୍ଲକରେ ମଧ୍ୟ ପଡିଛି। ସିପିଆଇଏମ…
ଶିକ୍ଷା ସହିତ ଜାରି ରହୁ ରୋଜଗାର…
ନୂଆଦିଲ୍ଲୀ,୧୫।୭: ଶିକ୍ଷା ସହିତ ରୋଜଗାର ମଧ୍ୟ ଜାରି ରହୁ। ଶିକ୍ଷା ପାଇଁ ରୋଜଗାର ନ ଅଟକୁ। ସାମ୍ପ୍ରତିକ ଦୁନିଆରେ କୌଶଳ ବିକାଶ ହାସଲ କରିଥିବା ଦେଶରେ ହିଁ ପ୍ରଗତୀ ଧାରା ଅବ୍ୟାହତ ରହୁଛି। ତେଣୁ ଏଥିପ୍ରତି ଗୁରୁତ୍ୱାରୋପ କରିବାର ସମୟ ଆସିଛି।…
ଯାଜପୁରରେ ନବଦମ୍ପତିଙ୍କ ଆତ୍ମହତ୍ୟା
ଯାଜପୁର ଅଫିସ,୧୫।୭: ବେକରେ ଦଉଡ଼ି ଦେଇ ନବଦମ୍ପତିଙ୍କ ଆତ୍ମହତ୍ୟା। ପାରିବାରିକ କଳହ ଓ ଆର୍ଥିକ ଅଭାବରୁ ଏଭଳି ଘଟିଥିବା ପୋଲିିସ ଅନୁମାନ କରୁଥିବା ବେଳେ ତଦନ୍ତ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଯାଜପୁର ବିଞ୍ଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗ୍ରାମର ଦୀପକ…
ଗଲ୍ଫ କୋର୍ସରେ ୧୫ ଫୁଟ କୁମ୍ଭୀର…
ମେକ୍ସିକୋ ସିଟି,୧୫।୭: ସୋସିଆଲ୍ ମିଡ଼ିଆରେ ସମ୍ପ୍ରତି ମେକ୍ସିକୋର ଏକ ଗଲ୍ଫ କୋର୍ସର ଭିଡ଼ିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଏହି ୧୫ ସେକେଣ୍ଡର ଭିଡ଼ିଓରେ ଏକ ୧୫ ଫୁଟ ଲମ୍ବ ବିରାଟକାୟ କୁମ୍ଭୀର ଗଲ୍ଫ କୋର୍ସରେ ବୁଲୁଥିବାର ଦେଖିବାକୁ ମିଳୁଛି। ଏହି…
କୋଭିଡ ପରିଚାଳନା ନେଇ ଘୋଷଣା ହୋଇପାରେ ଆକ୍ସନ ପ୍ଲାନ୍
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ କୋଭିଡ ପରିଚାଳନା ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇପାରେ। ଦ୍ୱିପ୍ରହର ୨ଟା ୩୦ରେ ଖବରଦାତା ସମ୍ମିଳନୀ କରିବେ ମୁଖ୍ୟ ଶାସନ ସଚିବ। ଏଥିରେ କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ ଘୋଷଣା ହୋଇପାରେ। କାରଣ ଆସନ୍ତାକାଲି କରୋନା କଟକଣା…
ଭାରତୀୟ ଦଳକୁ ଜୋରଦାର ଝଟ୍କା: ୨ ଖେଳାଳି କରୋନା ପଜିଟିଭ୍, ବାକି ଖେଳାଳିଙ୍କୁ ନେଇ ଆସିଲା ଅପଡେଟ୍
ଲଣ୍ଡନ,୧୫।୭: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳର ଜଣେ ନୁହେଁ, ବରଂ ଦୁଇ ଖେଳାଳିଙ୍କ କରୋନା ପଜିଟିଭ ଥିବା ସୂଚନା ମିଳିଛି। ଏହା ବ୍ୟତୀତ ଟିମ ଇଣ୍ଡିଆର ବାକି ଖେଳାଳିମାନେ ସମ୍ପୂର୍ଣ୍ଣ ଭଲ ଅଛନ୍ତି। ଉଭୟ ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ…
ତୈଳ ଦରବୃଦ୍ଧି ପ୍ରତିବାଦ: ୧୬ନଂ ଜାତୀୟ ରାଜପଥ ଅବରୋଧ
ଖୋର୍ଦ୍ଧା ଅଫିସ,୧୫।୭: ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ଓଡିଶାରେ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଥିରେ ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ…
କ୍ରିମିୟାରେ ପାଦ ଦେଲେ ହେବ ବୋମାବର୍ଷା, ବ୍ରିଟେନ୍କୁ ରୁଷିଆର ନାଲି ଆଖି…
ମସ୍କୋ,୧୫।୭: ରୁଷିଆ ବ୍ରିଟେନ୍କୁ କ୍ରିମିୟା ପ୍ରସଙ୍ଗଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛି। କ୍ରିମିୟାରେ ପାଦ ଦେଲେ ବୋମାବର୍ଷା ହେବ ବୋଲି ନାଲି ଆଖି ଦେଖାଇ ରୁଷିଆ କହିଛି। କ୍ରିମିୟା ପ୍ରସଙ୍ଗରେ ରୁଷିଆର ସୁରକ୍ଷା ପରିଷଦର ଉପସଚିବ ମିଖାଇଲ୍ ପୋପାଭ କହିଛନ୍ତି ଯେ,…
Archives


