ଖୁସି ଖବର, ବୁଷ୍ଟର ଡୋଜ୍ ଯୋଗୁ ପ୍ରତିରୋଧକ ଶକ୍ତି ବଢୁଛି ୪ ଗୁଣା…
ତେଲଅଭିବ୍,୨୩।୮: କରୋନା ମହାମାରୀ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିବାବେଳେ ନିକଟରେ ହୋଇଥିବା ଏକ ଗବେଷଣାରୁ ସୁଫଳ ମିଳିଛି। ଭାକ୍ସିନ୍ର ଦୁଇ ଡୋଜ ପରେ, ବୁଷ୍ଟର ଡୋଜ ନେବା ଦ୍ୱାରା ଶରୀର ରୋଗପ୍ରତିରୋଧକ ଶକ୍ତି ୪ ଗୁଣା ବୃଦ୍ଧି ପାଉଥିବା ଏକ ଗବେଷଣାରୁ…
ଅକ୍ଟୋବରରେ ଆସିବ ତୃତୀୟ ଲହର!
ନୂଆଦିଲ୍ଲୀ,୨୩।୮: ନିକଟରେ କରୋନା ସଂକ୍ରମଣ ବୃଦ୍ଧି ହେବା ସମ୍ପର୍କରେ ନୀତି ଆୟୋଗ ଚେତାବନୀ ଦେଇଛି। ଏହା ସହିତ ଏବେ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶରେ ଗଠିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଡିଜାଷ୍ଟର ମ୍ୟାନେଜମେଣ୍ଟ(ଏନ୍ଆଇଡିଏମ୍) ର ଏକ ବିଶେଷଜ୍ଞ କମିଟି କରୋନା ତୃତୀୟ ଲହରକୁ…
ମନପସନ୍ଦର ଶ୍ରୀକ୍ଷେତ୍ର ଖଜା
ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ପୁରୀ ଏକ ଧାର୍ମିକ ତଥା ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ…
୭ ମାସରେ ୭୪୨ ଯକ୍ଷ୍ମା ପୀଡ଼ିତ
ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ ଯକ୍ଷ୍ମା ସ୍ଥିତି ସଙ୍ଗିନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ…
ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି
ଆରଡ଼ି,୨୩ା୮(ଡି.ଏନ୍.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତମାନେ ଯଥାରୀତି ପ୍ରଭୁଙ୍କ ପୂଜା କାର୍ଯ୍ୟ ସମାପନ କରିଥିଲେ।…
ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ପିଏଚଡି ପ୍ରବେଶିକା ପରୀକ୍ଷା ଅଗଷ୍ଟ ୨୯ରେ…
ଅଯୋଧ୍ୟା,୨୩।୮: ଉତ୍ତରପ୍ରଦେଶରର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ଦେହାନ୍ତ ପରେ ସୋମବାର ତାଙ୍କର ଶେଷ ରୀତିନୀତି ଅଲିଗଡର ଅତରୋଲିରେ ଅନୁଷ୍ଠିତ ହେବ। ତାଙ୍କ ମୃତ୍ୟୁରେ ରାଜ୍ୟରେ ତିନି ଦିନିଆ ଶୋକ ପାଳନ ଘୋଷଣା କରାଯାଇଛି। କଲ୍ୟାଣ ସିଂଙ୍କ ମୃତ୍ୟୁ ଯୋଗୁ ଅଗଷ୍ଟ…
ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ
ଛତ୍ରପୁର,୨୩।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର ମାମଲାରେ…
ଏମ୍ଟିଭି ରିଆଲିଟି ଶୋ’ରେ ଓଡ଼ିଆ ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ
ଏମ୍ଟିଭିର ମଡେଲିଂ ରିଆଲିଟି ଶୋ’ରେ ଚମକିଛନ୍ତି ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ୧୯ ବର୍ଷୀୟା ସ୍ବପ୍ନା ପ୍ରିୟଦର୍ଶିନୀ। ସୁପର ମଡେଲ ଅଫ୍ ଦି ଇୟର ସିଜନ-୨ରେ ଓଡ଼ିଶାର ଏକମାତ୍ର ପ୍ରତିଯୋଗୀ ଭାବେ ସେ ଅଂଶଗ୍ରହଣ କରିଛନ୍ତି। ପ୍ରସିଦ୍ଧ ସମ୍ବଲପୁରୀ ଗୀତ ‘ରଙ୍ଗବତୀ’ର ତାଳେ…
ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ
ବଲାଙ୍ଗୀର ଅଫିସ୍,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ ମନ୍ତ୍ରୀଙ୍କ…
ରାମ ମନ୍ଦିରକୁ ଯାଉଥିବା ରାସ୍ତାର ନାମ ହେବ କଲ୍ୟାଣ ସିଂ ମାର୍ଗ…
ଅଯୋଧ୍ୟା,୨୩।୮: ଅଯୋଧ୍ୟାରେ ରାମ ମନ୍ଦିରକୁ ଯାଉଥିବା ରାସ୍ତାର ନାମ କଲ୍ୟାଣ ସିଂ ମାର୍ଗ ହେବ। ଏହା ସହିତ ଲକ୍ଷ୍ନୌ, ପ୍ରୟାଗରାଜ, ବୁଲନ୍ଦଶହର ଏବଂ ଅଲିଗଡରେ ଗୋଟିଏ ଲେଖାଏଁ ରାସ୍ତା ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ନାମରେ ନାମିତ କରିବାକୁ ନିଷ୍ପତ୍ତି ଗ୍ରହଣ…
ମୋଦିଙ୍କ ଏହି ଗୁଣ ଦେଖି ପାଗଳ ହୋଇଯାଇଛନ୍ତି ଫହିମ, ଏବେ ପ୍ରଧାନମନ୍ତ୍ରୀଙ୍କୁ ଟିକେ ଦେଖିବା ପାଇଁ କରୁଛନ୍ତି ଏମିତି କାମ
ଉଧମପୁର,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶ ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ଜମ୍ମୁ-କଶ୍ମୀରରେ ତାଙ୍କର ଜଣେ ନିଆରା ପ୍ରଶଂସକ ଅଛନ୍ତି। ଫହିମ ନାଜିର ଶାହା ନାମକ ଏହି ୨୮ ବର୍ଷୀୟ ଯୁବ ପ୍ରଶଂସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ଶ୍ରୀନଗରରୁ ଦିଲ୍ଲୀ…
ଓଟିଡିସି ନାଁରେ ଠିକାଦାରଙ୍କଠାରୁ ୩ କୋଟି ଠକେଇ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶା ଟୁରିଜମ୍ ଡେଭଲପ୍ମେଣ୍ଟ କର୍ପୋରେଶନ (ଓଟିଡିସି) ନାଁରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର କଣ୍ଟ୍ରାକ୍ଟର ଧନୁର୍ଦ୍ଧର ଚମ୍ପତ୍ତିରାୟଙ୍କୁ ଜାଲ୍ ୱାର୍କ ଅର୍ଡର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରବିବାର ୨ଜଣଙ୍କୁ…

