Home

ପୁରୁଣା ବନ୍ଧୁଙ୍କ ସହ ଲଞ୍ଚ, ଭାଇରାଲ ହେଉଛି ଧୋନୀଙ୍କ ନୂଆ ଲୁକ୍‌ର ଫଟୋ

ରାଞ୍ଚି,୧୪।୭: କ୍ରିକେଟରୁ ଅବସର ନେବା ପରେ ରାଞ୍ଚିରେ ପରିବାର ସହ ସମୟ ଅତିବାହିତ କରୁଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ। ହେଲେ ସାର୍ବଜନିକ ସ୍ଥାନକୁ ଯିବାକୁ ପସନ୍ଦ କରୁ ନ ଥିବାରୁ ପ୍ରଶଂସକଙ୍କୁ ତାଙ୍କର ସାମାନ୍ୟ ଝଲକ ପାଇବାକୁ…

ଅନ୍‌ଲକ୍‌ ହେବ କି ଓଡ଼ିଶା!

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଲକ୍‌ଡାଉନ ଖୋଲିଲେ ସାରା ରାଜ୍ୟରେ ଗଡ଼ିବ ବସ୍‌। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ର ଦିତୀୟ ପର୍ଯ୍ୟାୟ ଶେଷ ହେବ। ତେବେ ବସ୍‌ ପରିବହନକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ବର୍ତ୍ତମାନ ସରକାରଙ୍କ ‘ଏ’ କାଟାଗୋରୀରେ ଥିବା…

୨୦୨୪ରେ ମୋଦିଙ୍କୁ ହରାଇବା କଷ୍ଟକର

ମୁମ୍ବାଇ,୧୪।୭: ଆଜିକାଲି ମହାରାଷ୍ଟ୍ରର ରାଜନୀତିର ରଙ୍ଗ ବଦଳୁଥିବା ଜଣାପଡିଛି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିରୋଧୀଙ୍କୁ ଏକତ୍ର କରୁଥିବା ଖବର ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବୁଧବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ଏବେ ଏହାକୁ…

କୂଅରୁ ବାହାରୁଛି ୨ ହଜାର ଟଙ୍କିଆ ନୋଟ୍‌, ଟଙ୍କା ନେବା ପାଇଁ ଭିଡ଼…

ଘାଟମପୁର,୧୪।୭: ଟଙ୍କା ପୁଣି କୂଅରୁ ବାହାରୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଉତ୍ତରପ୍ରଦେଶର ଘାଟମପୁର ଅନ୍ତର୍ଗତ ଭିତରଗାଓ୍ବଁ ଅଞ୍ଚଳର ପସେମା ଗାଁରେ ଏକ ପରିତ୍ୟକ୍ତ ଶୁଖିଲା କୂଅରୁ ଶହେ, ଦୁଇ ଶହ, ପାଞ୍ଚ ଶହ ଏବଂ…

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ ହଟାଇ ନିଆଯାଇଛି। ଏହା ସହିତ ମହଙ୍ଗା ଭତ୍ତାକୁ ୧୮ ପ୍ରତିଶତରୁ ବୃଦ୍ଧି କରାଯାଇ ୨୮…

ଗାଡ଼ି ଭିତରେ ନୁହେଁ, ବରଂ ଏସ୍‌ୟୁଭିର ବୋନେଟ୍‌ରେ ବସି ବିବାହସ୍ଥଳରେ ପହଞ୍ଚିଲେ କନ୍ୟା: ଭିଡିଓ ଭାଇରାଲ ପରେ…

ପୁଣେ: ଆଧୁନିକତାର ଏହି ଯୁଗରେ ମଣିଷ ନିଜ ଜୀବନର ସମସ୍ତ ଗୁରୁତ୍ୱପୁର୍ଣ୍ଣ ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଟେକ୍ନୋଲୋଜିର ସାହାଯ୍ୟ ନେଉଛି। ହେଲେ କିଛି ଲୋକ ନିଜର ସୁଖ ପାଇଁ ବେଳେବେଳେ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇବାକୁ ଦ୍ୱିଧା କରନ୍ତି ନାହିଁ।…

ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍‌ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା…

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ…

ସମସ୍ତେ ଫୁଟବଲ୍‌ ଦେଖିବାରେ ବ୍ୟସ୍ତ, ତେଣେ କୋହଲି ପାକିସ୍ତାନ ପାଇଁ ଖେଳୁଛନ୍ତି; ଜାଣନ୍ତୁ କାହିଁକି ହେଉଛି ଏଭଳି ଚର୍ଚ୍ଚା…

ନୂଆଦିଲ୍ଲୀ,୧୪।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ପରାଜିତ ହୋଇଛି। ଏହା ପରେ ସୋସିଆଲ ମିଡିଆରେ ପାକିସ୍ତାନର ପରାଜୟର ହ୍ୟାଟ୍ରିକ୍‌ ବିଷୟରେ ଆଲୋଚନା ହେଉଥିବା ବେଳେ ଭିନ୍ନ କାରଣକୁ ନେଇ ଦଳର ଜଣେ ଖେଳାଳି ଚର୍ଚ୍ଚାରେ। କାରଣଟି…

ମହାକାଶ ଯୁଦ୍ଧ ପାଇଁ ଚାଇନାର ପ୍ରସ୍ତୁତି, ଆମେରିକା ଦେଲା ଚେତାବନୀ…

ଓ୍ବାଶିଂଟନ,୧୪।୭: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ମହାକାଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୃଥିବୀ ପୃଷ୍ଠରୁ ଅନ୍ତରୀକ୍ଷ ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରୁଥିବା କ୍ଷେପଣାସ୍ତ୍ର ତିଆରି କାର୍ଯ୍ୟ ଡ୍ରାଗନ୍‌ ଜାରି ରଖିଛି। ଆମେରିକା ସହିତ ମହାକାଶ ଗବେଷଣା କ୍ଷେତ୍ରରେ…

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ…

ଫିଲ୍ମରେ ସୋନୁ ସୁଦ୍‌ ପିଟା ଖାଉଥିବା ଦେଖି ପ୍ରଶଂସକ ନେଲେ ଏମିତି ନିଷ୍ପତ୍ତି

କରୋନା ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ସେ ଏହି ସମୟରେ ଲୋକଙ୍କ ପାଇଁ ଭଗବାନ ସାଜିଛନ୍ତି। ତେଣୁ ଲୋକେ ତାଙ୍କ ବିରୋଧରେ କିଛି ଦେଖିବାକୁ ପସନ୍ଦ କରନ୍ତି ନାହିଁି। ନିକଟରେ ସେମିତି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri