ଗାଙ୍ଗୁଲିଙ୍କ ଜୀବନୀକୁ ନେଇ ନିର୍ମାଣ ହେବ ଫିଲ୍ମ
ମହେନ୍ଦ୍ର ସିଂ ଧୋନୀ, କପିଳ ଦେବଙ୍କ ପରେ ଏବେ ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଉପରେ ନିର୍ମାଣ ହେବାକୁ ଯାଉଛି ଫିଲ୍ମ। ତାଙ୍କ ବାୟୋପିକ ପାଇଁ ଗାଙ୍ଗୁଲି ଗ୍ରୀନ ସିଗ୍ନାଲ୍ ଦେଇଛନ୍ତି। ମେଗା ବଜେଟ ଏହି ଫିଲ୍ମ…
କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍ଏ
ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି ଜୋର ଧରିଛି। ଏନେଇ ଉତ୍ତରାଖଣ୍ଡର ଇଣ୍ଡିଆନ…
ଚର୍ଚ୍ଚାରେ ମଡେଲ୍ଙ୍କ ନେକ୍ଲେସ୍: ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ
ବହୁଚର୍ଚ୍ଚିତ କାନ୍ସ ଫିଲ୍ମ ଫେଷ୍ଟିଭାଲ ଆରମ୍ଭ ହୋଇଛି। ଜୁଲାଇ ୬ରୁ ଆରମ୍ଭ ହୋଇଥିବା ଏହି ଫେଷ୍ଟିଭାଲ ଜୁଲାଇ ୧୭ ପର୍ଯ୍ୟନ୍ତ ଚାଲିବ। ପ୍ରତିବର୍ଷ ଅନେକ ହଲିଉଡ ଏବଂ ବଲିଉଡ ତାରକା କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ କାର୍ପେଟରେ ନିଜର ସୌନ୍ଦର୍ଯ୍ୟ ପ୍ରଦର୍ଶନ…
ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି
ପାରଳାଖେମୁଣ୍ଡି,୧୩।୭(ଡି.ଏନ୍.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା…
୧୪୮ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ମଲ୍ଟିଟ୍ୟାଲେଣ୍ଟେଡ୍ ଅଭିନେତା; ଫିଲ୍ମ ପିଛା ପାଉଣା ନିଅନ୍ତି…
ବମ୍ବେ: ଅଭିନୟ ହେଉ ଅଥବା ନର୍ଦ୍ଦେଶନା ସବୁଥିରେ ନିଜର ପତିଆରା ବିସ୍ତାର କରିଛନ୍ତି ବଲିଉଡ୍ ଅଭିନେତା ଫରହାନ ଅଖ୍ତର। ଏବେ ତାଙ୍କ ଫିଲ୍ମ ‘ତୁଫାନ୍’ର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରଶଂସକମାନେ ତାଙ୍କୁ ଯୋଦ୍ଧା ଭାବେ ଦେଖିବାକୁ ବ୍ୟଗ୍ର। ପୂର୍ବରୁ…
ସ୍ଫୁଟନିକ୍-ଭି ଉତ୍ପାଦନ ସେପ୍ଟେମ୍ବରରୁ
ନୂଆଦିଲ୍ଲୀ,୧୩।୭: ଭାରତରେ କରୋନା ଭାଇରସ୍ ସଂକ୍ରମଣର ପ୍ରକୋପକୁ ରୋକିବା ପାଇଁ ଦେଶବ୍ୟାପି ଟିକାକରଣ ଅଭିଯାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୮କୋଟି ୧୪ଲକ୍ଷ ୬୭ହଜାର ୬୪୬ଜଣ ଲୋକଙ୍କୁ ଟିକା ଦିଆଯାଇସାରିଛି। ସେଥିମଧ୍ୟରେ ୩୦କୋଟି ୬୬ ଲକ୍ଷ ୧୨ହଜାର ୭୮୧ଜଣ ବ୍ୟକ୍ତିଙ୍କୁ କରୋନା…
ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍…
ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାର ଅଭାବ ଯୋଗୁ କେତେକ ଅଞ୍ଚଳରେ ଏହି ଅଭିଯାନ ପଛେଇ ଯାଉଛି। ତେବେ…
ଧନୀ ହେବାକୁ ଚାହାନ୍ତି, ହେଲେ ଘରେ ରହୁନାହିଁ କି ଟଙ୍କା? ନିଶ୍ଚୟ କରନ୍ତୁ ଏହି ୬ କାମ…
ଜଣେ ଦକ୍ଷ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ଏବଂ ଲକ୍ଷ୍ମୀ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରିଛନ୍ତି। କିପରି ଦୀର୍ଘ ସମୟ ଧରି ମଣିଷ ଧନ ସଞ୍ଚୟ କରି ରଖିପାରିବ ସେ ନେଇ ବ୍ୟାଖ୍ୟା…
ପୂର୍ବଠାରୁ ଅଧିକ ସତର୍କତା ଜରୁରୀ, ମାସ୍କ୍ ପିନ୍ଧିବା ଅପରିହାର୍ଯ୍ୟ, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ପୂର୍ବଠାରୁ ଅଧିକ ସତର୍କତା ଜରୁରୀ। ମାସ୍କ୍ ପିନ୍ଧିବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର-ପୂର୍ବ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ହୋଇଥିବା ବୈଠକରେ ଯୋଗଦେଇ ଏଭଳି କହିଛନ୍ତି। ହିଲ୍ ଷ୍ଟେଶନ,…
ଫିଲ୍ମ ଜଗତରୁ ଦୂରରେ ଥିଲେ ବି କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି ଗୋବିନ୍ଦା
ବଲିଉଡ୍ରେ ଗୋଟିଏ ସମୟ ଥିଲା ଯେତେବେଳେ ଅଭିନେତା ଗୋବିନ୍ଦାଙ୍କ ରାଜ୍ ଥିଲା। କିନ୍ତୁ ଏବେ ଗୋବିନ୍ଦାଙ୍କ ସମସାମୟିକ ଅଭିନେତା ଫିଲ୍ମରେ ସକ୍ରିୟ ଥିବାବେଳେ ସେ ପଛରେ ପଡିଯାଇଛନ୍ତି। ଯଦିଓ, ସେ କିଛି ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ, କିନ୍ତୁ ପୂର୍ବ ପରି…
ପୃଥିବୀ ଉପରେ ନୂଆ ବିପଦ, ବାୟୁମଣ୍ଡଳରେ ଜହର ମିଶାଉଛନ୍ତି ୨୫ ସହର…
ଓ୍ବାଶିଂଟନ,୧୩।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ପୃଥିବୀର ବାୟୁମଣ୍ଡଳରେ ୨୫ଟି ବିକଶିତ ସହର ଜହର ମିଶାଇବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ୨୩ଟି ସହର ଚାଇନାରେ ଅଛି। ସେହିପରି ଅନ୍ୟ ଦୁଇ ସହର ହେଉଛନ୍ତି ରୁଷିଆର ମସ୍କୋ…
କୋଭିଡ୍ ହସ୍ପିଟାଲରେ ନିଆଁ, ଜଳିଗଲେ ୫୦ ଆକ୍ରାନ୍ତ…
ବାଗଦାଦ୍,୧୩।୭: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫୦ ଜଣ ଆକ୍ରାନ୍ତ ଜଳି ଯାଇଛନ୍ତି। ଇରାକ୍ର ଦକ୍ଷିଣରେ ଥିବା ନସିରିଆ ସହରରେ ଥିବା ଏକ ହସ୍ପିଟାଲରେ ଏଭଳି ହୃଦୟ ବିଦାରକ ଘଟଣା ଘଟିଛି। ଏହି ଘଟଣାରେ ୬୭ରୁ ଅଧିକ ଲୋକ ଆହତ ହୋଇଛନ୍ତି।…
Archives


