ଉଡନ୍ତା ବିମାନର କବାଟ ଖୋଲୁଥିଲେ ଯାତ୍ରୀ, ତା’ପରେ…
ଓ୍ବାଶିଂଟନ୍,୧୩।୭: ପ୍ରାୟ ସମୟରେ ବିମାନର କ୍ର୍ୟୁ ମେମ୍ବର ଓ ଯାତ୍ରୀଙ୍କୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। କେତେବେଳେ କ୍ର୍ୟୁ ମେମ୍ବରଙ୍କ ଦୁର୍ବ୍ୟବହାର ତ ଆଉ କେତେବେଳେ ଯାତ୍ରୀଙ୍କ ଅଭଦ୍ରାମୀ ଦେଖିବାକୁ ମିଳିଥାଏ। ଆଉ ଏଥିପାଇଁ ବେଳେ ବେଳେ ଅନ୍ୟମାନଙ୍କୁ ସମସ୍ୟାର…
ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ପରଲୋକରେ କ୍ରିକେଟ୍ ଜଗତ ସ୍ତବ୍ଧ: କାନ୍ଦିଲେ କପିଳ ଦେବ
ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଯଶପାଲ ଶର୍ମାଙ୍କର ହୃଦଘାତରେ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦେଇଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ…
ହୀରା ଭିତରେ ୮୦ କୋଟି ବର୍ଷ ତଳର ପୁରୁଣା ହୀରା…
ମସ୍କୋ,୧୩।୭: ପ୍ରକୃତିର ସୃଷ୍ଟି ଅତି ବିଚିତ୍ରମୟ। ଏବେ ରୁଷିଆରେ ମିଳିଥିବା ଏକ ହୀରାକୁ ନେଇ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଏହି ହୀରା ଭିତରେ ୮୦ କୋଟି ବର୍ଷ ପୁରୁଣା ଅନ୍ୟ ଏକ ହୀରା ରହିଛି। ଏହା ରୁଷିଆର ପାରମ୍ପରିକ…
୨୬ ବର୍ଷ ସାନ ଯୁବତୀଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତା: ଜଙ୍ଗଲରେ କରିଥିଲେ ବିବାହ
ବଲିଉଡର ପ୍ରସିଦ୍ଧ ମଡେଲ ତଥା ଅଭିନେତା ମିଲିନ୍ଦ ସୋମନ ପ୍ରାୟତଃ ଚର୍ଚ୍ଚାରେ ଥାଆନ୍ତି। ସେ ନିଜଠାରୁ ୨୬ ବର୍ଷ ସାନ ଅଙ୍କିତା କୋନୱାରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ମିଲିନ୍ଦଙ୍କୁ ୫୨ ବର୍ଷ ହୋଇଥିବାବେଳେ ଅଙ୍କିତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା।…
ଜନସଂଖ୍ୟା ଆଇନ ନେଇ ଏନ୍ଡିଏରେ ଫାଟ…
ପାଟନା,୧୩।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଜାରି କରାଯାଇଥିବା ଜନସଂଖ୍ୟା ଆଇନକୁ ନେଇ ଏନ୍ଡିଏରେ ଫାଟ ସୃଷ୍ଟି ହୋଇଛି। ବିହାରରେ ମୁଖ୍ୟମନ୍ତ୍ରୀ ଜେଡ଼ିୟୁ ପ୍ରମୁଖ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ରେଣୁ ଦେବୀ ମୁହାଁମୁହିଁ ହୋଇଛନ୍ତି। ନୀତୀଶ ଏକ…
ଭାରତୀୟ କ୍ରିକେଟ୍ ପାଇଁ ଆଜି ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୩।୭: ଭାରତୀୟ କ୍ରିକେଟ ଇତିହାସରେ ଜୁଲାଇ ୧୩ ଅର୍ଥାତ ଆଜି ଏକ ବିଶେଷ ଦିନ। ୨୦୦୨ ମସିହାରେ ଏହି ଦିନ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଭାରତ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଇତିହାସ ସୃଷ୍ଟି କରିଥିଲା ଏବଂ ନାଟୱେଷ୍ଟ ସିରିଜର ଫାଇନାଲରେ ଜିତିଥିଲା।…
ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ
ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ସକାଳୁ…
କ୍ରିକେଟ୍ରେ ଅଜବ କ୍ୟାଚ୍ ଧରିଲେ ଏହି କ୍ରିକେଟର୍
ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ କାରିବିଆନ ଦଳ ଜିତିଛି। ୱେଷ୍ଟଇଣ୍ଡିଜ ତୃତୀୟ ମ୍ୟାଚକୁ ୬ ଉଇକେଟ ଜିତି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୩-୦ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ୍ରେ କାରିବିଆନ…
ରାଣ ପକାଇ ସତ କୁହ କାହାକୁ ଦେଇଛ ଭୋଟ
ଲକ୍ଷ୍ନୌ,୧୩।୭: ଉତ୍ତରପ୍ରଦେଶ ଶାହଜହାଁପୁରର ଭାଜପା ବିଧାୟକ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏକ ବିବାଦୀୟ ବୟାନର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟିରେ ସେ କହିଛନ୍ତି, ପୁଅର ରାଣ ପକାଇ କୁହ ଭାଜପାକୁ ଭୋଟ ଦେଇଛ…
ପାଖରେ ଅଛି କି ଏଭଳି ନୋଟ୍, ରାତାରାତି ପାଲଟିବେ ଧନୀ…
ନୂଆଦିଲ୍ଲୀ,୧୩।୭: କେତେକ ପୁରୁଣା ନୋଟ୍ ଏବଂ ସ୍ବତନ୍ତ୍ର ନମ୍ବର ରହିଥିବା ନୋଟ୍ ପାଖରେ ଥିଲେ ଏହା ରାତାରାତି ଧନୀ କରିଦେବ। ଏକ ଟଙ୍କିଆରୁ ଆରମ୍ଭ କରି ୨,୫, ୧୦, ୨୦, ୫୦, ୧୦୦, ୨୦୦, ୫୦୦ ଏବଂ ୨୦୦୦ ଟଙ୍କା ନୋଟ୍ରେ…
ଇତିହାସ ରଚିଲେ ଗେଲ୍: ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ଟି-୨୦ରେ କଲେ ବିଶ୍ୱରେକର୍ଡ
ସେଣ୍ଟ ଲୁସିଆ,୧୩।୭: ୱେଷ୍ଟଇଣ୍ଡିଜ୍ର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ସେ ଅଷ୍ଟ୍ରେଲୀୟ ବୋଲରମାନଙ୍କୁ ପ୍ରହାର କରିଥିଲେ। ମ୍ୟାଚ୍ର ୯ମ ଓଭରରେ ୟୁନିଭର୍ସ ବସ କୁହାଯାଉଥିବା ଗେଲ୍ ଆଦାମ ଜାମ୍ପାଙ୍କ…
ସାବଧାନ ! ଭାକ୍ସିନ୍ ମିକ୍ସିଂ ହେବ ଭୟଙ୍କର, ଡବ୍ଲ୍ୟୁଏଚ୍ଓର ଚେତାବନୀ…
ଜେନେଭା,୧୩।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଉଥିବା ରିପୋର୍ଟକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ…
Archives


