କ୍ରିକେଟର୍ଙ୍କ ଲକେଟ୍କୁ ନେଇ ଜୋରଧରିଲା ଚର୍ଚ୍ଚା
ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ତାଙ୍କ ଶୈଳୀକୁ ମଧ୍ୟ ଲୋକମାନେ ପସନ୍ଦ କରନ୍ତି। ଉଇକେଟ୍ ନେବା ପରେ ସେ…
ସୋନମ କପୁରଙ୍କ ଡ୍ରେସ୍ ମୂଲ୍ୟ ଜାଣି ଉଡିଯିବ ହୋସ୍: ସେହି ଟଙ୍କାରେ କିଣିହେବ ହୀରା ଅଳଙ୍କାର
ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟତଃ ତାଙ୍କ ଫ୍ୟାଶନ ଡିଜାଇନ୍କୁ ନେଇ ଚର୍ଚ୍ଚାରେ ରହିଥା’ନ୍ତି। କେବଳ ଭାରତର ସେ ନିଜ ଷ୍ଟାଇଲ ପାଇଁ ଗ୍ଲୋବାଲ ସର୍କଲରେ ମଧ୍ୟ ଏକ ପରିଚୟ ସୃଷ୍ଟି କରିଛନ୍ତି। ସୋନମଙ୍କ ଆଉ ଏକ କ୍ଲାସିକ ଲୁକ ସର୍ବସାଧାରଣଙ୍କ…
ଏହି ରାଜ୍ୟକୁ ଆସିଲେ ଆରଟି-ପିସିଆର ରିପୋର୍ଟ ବାଧ୍ୟତାମୂଳକ
ଡେରାଡୁନ,୧୨।୭: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ଆଉ କେତେକ ରାଜ୍ୟରେ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଗତ କିଛି ଦିନରୁ ଉତ୍ତରାଖଣ୍ଡରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ସରକାର କିନ୍ତୁ କଟକଣା କୋହଳ କରିବାକୁ ଚାହୁଁନାହାନ୍ତି।…
୧୪ ଦିନିଆ ରିମାଣ୍ଡରେ ଅଲ୍କାଏଦାର ୨ ଆତଙ୍କବାଦୀ
ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ରବିବାର ଗିରଫ ହୋଇଥିବା ଅଲ୍କାଏଦା ସଂଗଠନର ୨ଜଣ ଆତଙ୍କବାଦୀଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ହାଜର କରାଯାଇଥିଲା। ଆଣ୍ଟି ଟେରୋରିଷ୍ଟ ସ୍କ୍ବାର୍ଡ(ଏଟିଏସ୍) କରିଥିବା ରିମାଣ୍ଡ ଆବେଦନର କୋର୍ଟ ଶୁଣାଣି…
କେନ୍ଦ୍ରର ରାଜ୍ୟ ଆଇଟି ମନ୍ତ୍ରୀଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍
ନୂଆଦିଲ୍ଲୀ,୧୨।୭: କିଛି ଦିନ ହେଲେ ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର କୌଣସି ନା କୌଣସି କାରଣରୁ ବିବାଦରେ ରହିଆସୁଛି। ଏବେ ପୁଣି ଟୁଇଟର ଚର୍ଚ୍ଚାର ପରିସରକୁ ଆସିଛି। ଇତିମଧ୍ୟରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ତଥା ଦକ୍ଷତା ବିକାଶ ରାଜ୍ୟ…
ପ୍ରିୟଙ୍କା-ଶାହରୁଖ୍ଙ୍କ ସହ ଷ୍ଟେଜ୍ରେ ଘଟିଥିଲା ଏକ ବଡ଼ ଦୁର୍ଘଟଣା, ଜାଣିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଶାହାରୁଖ କେତେକ ଫିଲ୍ମରେ ଏକାଠି କାମ କରିଛନ୍ତି। ମାତ୍ର ୧୭ ବର୍ଷ ତଳେ ଏହି ଦୁଇ କଳାକାରଙ୍କ ସହ ଏମିତି ଏକ ଘଟଣା ଘଟିଥିଲା, ଯାହା ଶୁଣିଲେ ଲୋମ ଟାଙ୍କୁରି ଉଠିବ। ପ୍ରିୟଙ୍କା…
ବନ୍ୟାରେ ଭାଙ୍ଗି ଯାଇଛି ଘର, ଟ୍ରକ୍ରେ ଆଶ୍ରୟ ନେଇଛନ୍ତି ଲୋକେ
ପାଟଣା,୧୨ା୭: କୁହାଯାଏ, ଘର ବିନା ଶାନ୍ତି କେଉଁଠି ମିଳେନାହିଁ। ମାତ୍ର ମୁଜାଫରପୁରର କିଛି ଗାଁର ଲୋକମାନଙ୍କ ପାଇଁ ବଡ଼ ସମସ୍ୟା ଭାବେ ଠିଆ ହୋଇଛି ଘର। କାରଣ ପ୍ରବଳ ବନ୍ୟା ଯୋଗୁ ଗ୍ରାମବାସୀଙ୍କୁ ନିଜ ଘରଦ୍ୱାର ଛାଡ଼ି ଏକ ଟ୍ରକ୍ରେ ଆଶ୍ରୟ…
ଛାତ ଭାଙ୍ଗି ରୋଷେଇ ଘରେ ଲ୍ୟାଣ୍ଡିଂ କଲେ ସୈନ୍ୟ
ଓ୍ବାଶିଂଟନ୍,୧୨।୭: ଆମେରିକାର ଦକ୍ଷିଣ କାଲିଫର୍ନିଆରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପାରାଚ୍ୟୁଟ ଟ୍ରେନିଂ ନେଉଥିବା ଜଣେ ସୈନ୍ୟ ଭୁଲରେ ଏକ ଘରର ଛାତ ଉପରେ ଲ୍ୟାଣ୍ଡିଂ କରିଥିଲେ। ଏହାପରେ ଘରର ଛାତକୁ ଭାଙ୍ଗି ସୈନ୍ୟ ଜଣକ ସିଧା ପହଞ୍ଚିଥିଲେ ରୋଷେଇ ଘରେ।…
ବିବାହର ୨୧ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବେ ଏହି ଅଭିନେତା
ମୁମ୍ବାଇ: ବଲିଉଡ୍ ଅଭିନେତା କମଲ ସଦାନା ବିବାହର ୨୧ ବର୍ଷ ପରେ ସ୍ତ୍ରୀ ଲିଜା ଜୈନଙ୍କୁ ଛାଡ଼ପତ୍ର ଦେବେ। ଏନେଇ କମଲ ଘୋଷଣା ମଧ୍ୟ କରିସାରିଛନ୍ତି। ୨୧ ବର୍ଷ ଧରି ଏକାଠି ରହିବା ପରେ ବର୍ତ୍ତମାନ ଅଲଗା ହେବା ପାଇଁ ନିଷ୍ପତ୍ତି…
ଯୋଗୀଙ୍କ ଜନସଂଖ୍ୟା ନୀତି ପରେ ଆପତ୍ତି ଉଠାଇଲା ଭିଏଚ୍ପି
ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶ ସରକାରଙ୍କ ଦ୍ୱାରା ଅଣାଯାଇଥିବା ନୂଆ ଜନସଂଖ୍ୟା ନୀତି ଉପରେ ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍ପି) ପ୍ରଶ୍ନ ଉଠାଇଛି। ବିଶ୍ୱ ହିନ୍ଦୁ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ଆଲୋକ କୁମାର ଏହି ପ୍ରସଙ୍ଗକୁ ନେଇ ୟୁପି ଲ’ କମିଶନଙ୍କୁ ଏକ ଚିଠି ଲେଖିଛନ୍ତି।…
୨୦ ବର୍ଷ ଯୁଦ୍ଧ ପରେ ଖାଲିହାତରେ ଫେରୁଛନ୍ତି ଆମେରିକା ସୈନ୍ୟବାହିନୀ, ୬,୩୮୪ ସୈନ୍ୟଙ୍କ ଯାଇଛି ଜୀବନ…
କାବୁଲ/ଓ୍ବାଶିଂଟନ,୧୨।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିବା ଜାରି ରହିଛି। ଏପରିସ୍ଥଳେ ଦେଶର ୮୫ ପ୍ରତିଶତ ଅଞ୍ଚଳକୁ ତାଲିବାନ ଆତଙ୍କବାଦୀ ନିଜ କବ୍ଜାକୁ ମଧ୍ୟ ନେଇ ସାରିଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିବାକୁ ଯାଉଛି। ଆମେରିକା ପକ୍ଷରୁ…
ସୁସ୍ଥ ଶରୀର ଅନ୍ତରାଳେ
ଆମ ଶରୀରଟି ଜଳରେ ଗଢ଼ା ବୋଲି କହିଲେ କିଛି ଭୁଲ ହେବ ନାହିଁ। କାରଣ ଆମ ଶରୀର ଭିତରେ ଯେତେ ରକ୍ତ ପ୍ରବାହିତ ହେଉଛି, ତା’ର ଅଧାଅଧି ହେଉଛି କେବଳ ଜଳ। ତେଣୁ ଆମ ଶରୀର ଭିତରେ ଜଳର ପରିମାଣ ସବୁବେଳେ…
Archives


