Home

ସଲ୍‌ମାନଙ୍କ ଶୋ’ରେ ଧମାଲ କରିବେ ରେଖା

ମୁମ୍ବାଇ: ବିଗ୍‌ ବସ ଓଟିଟିର ୫ ସପ୍ତାହର ଯାତ୍ରା ବାକି ଅଛି। ଏହା ଶେଷ ହେବା ପରେ ସଲମାନଙ୍କ ଶୋ’ ବିଗ୍‌ ବସ୍‌ -୧୫ ଆରମ୍ଭ ହେବ। ଶୋ’କୁ ନେଇ ବିଶେଷ ପ୍ରସ୍ତୁତି ଚାଲିଛି। ସିଜନ ୧୫ରେ ବଲିଉଡ୍‌ର ଏକ ବଡ଼…

ଲଭ୍‌ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…

ଅହମଦାବାଦ୍‌,୧୯।୮: ଲଭ୍‌ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ ଲଗାଇଛନ୍ତି। ହାଇକୋର୍ଟ କହିଛନ୍ତି ଯେ ଯଦି ଏହା ପ୍ରମାଣିତ ନ ହୁଏ ଯେ ଯୁବତୀଙ୍କୁ…

ଝଗଡ଼ାକୁ ଆମେ ଡରୁନାହୁଁ, ଆମକୁ ଧକ୍କା ଦେଲେ ଆମେ ତାର ଜବାବ ଦେବୁ: ଇଂଲଣ୍ଡ କୋଚ୍‌

ଲଣ୍ଡନ,୧୯।୮: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଅନେକ କାରଣରୁ ସ୍ମରଣୀୟ ଥିଲା। ହେଲେ ଏହି ମ୍ୟାଚ୍‌ରେ ଉଭୟ ଦଳ ମଧ୍ୟରେ କିଛି ବିବାଦୀୟ ପରିସ୍ଥିତି ଉପୁଜିଥିଲା। ଏବେ ଇଂଲଣ୍ଡର ମୁଖ୍ୟ କୋଚ୍‌ କ୍ରିସ ସିଲଭରଉଡ୍‌ ଏହି ପ୍ରସଙ୍ଗରେ ଏକ…

ରୋଗୀ ସେବା କରୁଛନ୍ତି ସୁରକ୍ଷାକର୍ମୀ, ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୧୯ା୮(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟର ମାନ୍ୟତା, ରୋଗୀ ସେବାରେ ସୁଧାର ଆଣିବା ଲାଗି ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀସେବାରେ ଚରମ…

ମହାମାରୀ ଭୟ, ୧୫୦ ଦେଶକୁ ଜାତିସଂଘ ନ ଆସିବାକୁ ପରାମର୍ଶ ଦେଲା ଆମେରିକା…

ଜେନେଭା,୧୯।୮: କରୋନା ଭାଇରସର ଦ୍ରୁତ ବେଗରେ ସଂକ୍ରମଣ କରୁଥିବାରୁ ଜାତିସଂଘର ବାର୍ଷିକ ଉଚ୍ଚ ସ୍ତରୀୟ କାର୍ଯ୍ୟକ୍ରମ ଯୋଗ ନ ଦେବାକୁ ଆମେରିକା ପୃଥିବୀର ବିଭିନ୍ନ ଦେଶକୁ ପରାମର୍ଶ ଦେଇଛି। ଆସନ୍ତା ମାସରେ ମିଳିତ ଜାତିସଂଘ ସାଧାରଣ ସଭାରେ ବ୍ୟକ୍ତିଗତ ଭାବରେ ଯୋଗଦେବା…

ଚଳନ୍ତା କାର୍‌ରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୮: ଉତ୍ତରପ୍ରଦେଶର ବାରାଣସୀରେ ଏକ ଚଳନ୍ତା କାର୍‌ରେ ନିଆଁ ଲାଗିଥିବା ଦୃଶ୍ୟର ଭିଡିଓ ଭାଇରାଲ ହେଉଛି। ବୁଧବାର ବିଳମ୍ବିତ ରାତିରେ ଲଙ୍କା ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି। କାର୍‌ର ଆଗ ବନେଟ୍‌ ତଳେ ଥିବା ଇଞ୍ଜିନ୍‌ ଶଟ୍‌ସର୍କିଟ ହେବାରୁ ନିଆଁ…

ଏହି କ୍ରିକେଟର୍‌ଙ୍କୁ ପ୍ରବଳ ଗାଳି ଦେଇଥିଲେ କୋହଲି, ଏବେ କଲେ ଖୁଲାସା

ଲଣ୍ଡନ,୧୯।୮:ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ସମୟରେ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଅନେକ ମତଭେଦ ଲାଗି ରହିଥିଲା। ପିଚ୍‌ରେ ଦୌଡ଼ିବାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଆଣ୍ଡରସନଙ୍କୁ କଡ଼ା ଜବାବ ଦେଇଥିଲେ। କୋହଲି ଏପରିକି ଆଣ୍ଡରସନଙ୍କୁ କହିଥିଲେ…

ଗୋଟିଏ ନିଶ୍ୱାସରେ ମ୍ୟାଚ୍‌ ଛଡ଼ାଇ ଆଣିପାରନ୍ତି ଏହି ଭାରତୀୟ ଅଲରାଉଣ୍ଡର: କାର୍ତ୍ତିକ

ନୂଆଦିଲ୍ଲୀ,୧୯।୮: ଅକ୍ଟୋବରରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍‌ ୨୦୨୧। ଏହାକୁ ନେଇ କ୍ରିକେଟ ବିଶେଷଜ୍ଞ ଏବଂ ସମୀକ୍ଷକମାନେ ନିଜର ମତ ରଖୁଛନ୍ତି। ଏହି ତାଲିକାରେ ଯୋଡ଼ି ହୋଇଛନ୍ତି କ୍ରିକେଟର ଦୀନେଶ କାର୍ତ୍ତିକ। ସେ କହିଛନ୍ତି ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ…

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ‘ସାଲ୍ୟୁଟ୍‌’ ମାରିଲେ ପାକିସ୍ତାନୀ ସାମ୍ବାଦିକା

ଇସଲାମାବାଦ,୧୯।୮: ଇଂଲଣ୍ଡ ବିପକ୍ଷ ଲର୍ଡସ ଟେଷ୍ଟ ଭାରତୀୟ ପେସ୍‌ ବୋଲର୍‌ ମହମ୍ମଦ ସିରାଜ୍‌ ଚମତ୍କାର ବୋଲିଂ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଏହି ଟେଷ୍ଟରେ ଉଭୟ ଇନିଂସରେ ୪-୪ ଉଇକେଟ୍‌ ନେଇଥିଲେ। ଫଳରେ ଭାରତ ଏହି…

ଘନିଙ୍କ ଉପରେ ଗର୍ଜିଲେ ଟ୍ରମ୍ପ୍‌, ଦେଶବାସୀଙ୍କୁ ଦେଇଛନ୍ତି ଧୋକା…

ଓ୍ବାଶିଂଟନ,୧୯।୮: ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲରେ ପ୍ରବେଶ କରିବା ପରେ ରାଷ୍ଟ୍ରପତି ଆଶରଫ ଘନି ତାଙ୍କ ବିମାନରେ ଯାଇ ୟୁଏଇରେ ଶରଣ ନେଇଛନ୍ତି। ଏହିପରି ଘାନି ଦେଶ ଛାଡିବା ପରେ ଆଫଗାନିସ୍ତାନ ନାଗରିକମାନେ ଏହାକୁ ପ୍ରତାରଣା କରିଥିବାବେଳେ ଆମେରିକା ସରକାର ଏହାକୁ…

ଆଫଗାନିସ୍ତାନ ତାଲିବାନ କବ୍‌ଜାକୁ ଯିବା ପରେ ଏହି ସୁପରମଡେଲ ପିନ୍ଧିଲେ ବୁର୍ଖା, ୟୁଜର୍ସ କହିଲେ…

କାବୁଲ,୧୯ା୮: ଆଫଗାନିସ୍ତାନ ତାଲିବାନ କବ୍‌ଜାକୁ ଚାଲିଯିବା ପରେ ସେଠାରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ସୋସିଆଲ ମିଡିଆରେ ଲକ୍ଷଲକ୍ଷ ଲୋକ ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଚାଲିଛନ୍ତି। କିଛି ଦେଶ ମଧ୍ୟ ଆଫଗାନିସ୍ତାନରେ କ୍ଷମତା ହସ୍ତାନ୍ତର ନେଇ ନିଜ ନିଜ ମତ…

ମମତାଙ୍କୁ ଝଟ୍‌କା, ନିର୍ବାଚନ ପରବର୍ତ୍ତୀ ହିଂସାର ଯାଞ୍ଚ୍‌ କରିବ ସିବିଆଇ…

କୋଲକାତା,୧୯।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ସିବିଆଇ ତଦନ୍ତ ପାଇଁ କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ମମତା ଦିଦିଙ୍କ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?