Home

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରତ୍ନବେଦୀ ଛାଡି ଜନ୍ମ ବେଦୀକୁ ଯିବେ ବିଶ୍ୱ ନିୟନ୍ତା। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୩ ଜୀବନ

ଭୁବନେଶ୍ୱର,୧୨/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ୪୦ ହଜାର…

ବଜ୍ରପାତ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଜୟପୁର,୧୨।୭: ବଜ୍ରପାତ ରାଜସ୍ଥାନରେ ରବିବାର ବଜ୍ରପାତ ଯୋଗୁୂ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ବଜ୍ରପାତ ଯୋଗୁ ଜୟପୁରରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ,…

ଏମିତି ଦେଶ, ଯେଉଁଠି ସ୍ବାମୀ-ସ୍ତ୍ରୀ ଚାହିଁଲେ ବି ନେଇ ପାରନ୍ତିନି ଛାଡ଼ପତ୍ର

ବୈବାହିକ ଜୀବନରେ ଝଡ଼ ଉଠିଲେ ସାଧାରଣତଃ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥାଏ। ବିଶ୍ୱର ଅନେକ ଦେଶରେ ଏହି ଛାଡ଼ପତ୍ର ପରମ୍ପରା ଏବଂ ନିୟମ ରହିଛି। ମାତ୍ର ଦୁନିଆରେ ଏପରି ଏକ ଦେଶ ଅଛି, ଯେଉଁଠାରେ ଛାଡ଼ପତ୍ରର ବ୍ୟବସ୍ଥା ନାହିଁ। ଏପରି ଦେଶ…

ବଜ୍ରପାତ ନେଲା ୬୮ ଜୀବନ…

ଲକ୍ଷ୍ନୌ/ଭୋପାଳ/ଜୟପୁର,୧୨।୭: ବଜ୍ରପାତ ଯୋଗୁ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଆତଙ୍କ ଦେଖାଦେଇଛି। ଗୋଟିଏ ଦିନରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି। ରବିବାର ଉତ୍ତରପ୍ରଦେଶରେ ୪୧, ରାଜସ୍ଥାନରେ ୨୦ ଏବଂ ମଧ୍ୟପ୍ରଦେଶରେ ୭ ଜଣଙ୍କ ମୃତ୍ୟୁ ବଜ୍ରପାତ ଯୋଗୁ ହୋଇଥିବା ସ୍ଥାନୀୟ ପ୍ରଶାସନ…

ନଈରୀରେ ଶ୍ରୀଗୁଣ୍ଡିଚା

ଗଜପତି ରାମଚନ୍ଦ୍ର ଦେବ କଟକ ବାରବାଟୀରେ ବନ୍ଦୀ ହୋଇ ରହିଥିଲେ। ଏପଟେ ଶ୍ରୀମନ୍ଦିର ସମ୍ପୂର୍ଣ୍ଣ ଭାବେ ମୋଗଲଙ୍କ ଅଧୀନକୁ ଚାଲିଯାଇଥିଲା। ମୋଗଲଙ୍କ ଦ୍ୱାରା ଶ୍ରୀମନ୍ଦିର ଅଧିକୃତ ହେବା ପୂର୍ବରୁ ସେମାନେ କରିଥିବା ଆକ୍ରମଣର ଇତିହାସ ଅନାଲୋଚିତ ହୋଇରହିଛି। ଆକ୍ରମଣ ପୂର୍ବରୁ ଶ୍ରୀମନ୍ଦିରରୁ…

ପୁଣି କୂଳ ଲଙ୍ଘିଲା, ୩ ଘର ଭାଙ୍ଗିଲା

ଗୋପାଳପୁର,୧୨ା୭:ଗତ କିଛି ବର୍ଷ ଧରି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ ସମୁଦ୍ର ଜୁଆର ମାଡ଼ିଆସି ବହୁ ଧନ ସମ୍ପତ୍ତି ନଷ୍ଟ କରୁଛି। ଗତ ୧ ତାରିଖରେ ସମୁଦ୍ରରେ ଜୁଆର ଆସି ତିନୋଟି ଘର ଭାଙ୍ଗି ଯାଇଥିଲା। ରବିବାର ପୁଣି…

ଆମେ ୨ ଆମର ୨

ଲକ୍ଷ୍ନୌ,୧୨ା୭: ଦେଶର ଜନସଂଖ୍ୟା ଅଭିବୃଦ୍ଧି ହାର ୨.୭% ଥିବାବେଳେ ସବୁଠୁ ଜନବହୁଳ ରାଜ୍ୟ ଉତ୍ତରପ୍ରଦେଶ(ୟୁପି)ରେ ଏହା ୩.୧ ପ୍ରତିଶତ ରହିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ରାଜ୍ୟର ବିକାଶ ପଥରେ ବାଧକ ହୋଇଥିବାରୁ ଏହା ଉପରେ ନିୟନ୍ତ୍ରଣ ଜରୁରୀ। ଏଥିଲାଗି ଅଧିକ ପଦକ୍ଷେପ ନିଆଯିବା…

ଜଣଙ୍କ ଶରୀରରେ ୨ ଭାରିଆଣ୍ଟ

ବ୍ରସେଲ୍ସ, ୧୨ା୭: ଏକା ଥରକରେ କରୋନା ଭୂତାଣୁର ଆଲ୍‌ଫା ଏବଂ ବିଟା ଭାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା ବେଲ୍‌ଜିୟମର ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଶନିବାର ଜଣାପଡ଼ିଛି। ମାର୍ଚ୍ଚ ୩ରେ ସେ ପ୍ରଥମେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ…

ରାଜ୍ୟରେ ୨ ହଜାର ତଳକୁ ଖସିଲା ସଂକ୍ରମଣ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ସୋମବାର ରାଜ୍ୟରେ ୧୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୩୯ଟି…

କରଣଙ୍କୁ ଆଇକନ୍‌ ଆଓ୍ବାର୍ଡ

ଲଣ୍ଡନ ୧୨ା୭: ସିନେଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହର ଏବଂ ଆସିଫ୍‌ କପାଡିଆଙ୍କୁ ଲଣ୍ଡନ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ(ଏଲ୍‌ଆଇଏଫ୍‌ଏଫ୍‌)ରେ ଆଇକନ୍‌ ପୁରସ୍କାର ପ୍ରଦାନ କରାଯାଇଛି। କରଣଙ୍କ ଅନେକ ଫିଲ୍ମ ବକ୍ସ ଅଫିସ୍‌ରେ ହିଟ୍‌ ହୋଇଥିବାବେଳେ ବ୍ରିଟିଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri