ନିର୍ବନ୍ଧ ଚର୍ଚ୍ଚାକୁ ନେଇ ମୁହଁ ଖୋଲିଲେ କାଟ୍ରିନା
ବଲିଉଡ ଅଭିନେତ୍ରୀ କାଟ୍ରିନା କୈଫ ବିବାହକୁ ନେଇ ତାଙ୍କ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଯଦିଓ ସେ ଏପର୍ଯ୍ୟନ୍ତ ଏହି ବିଷୟରେ କୌଣସି ସୂଚନା ଦେଇନାହାଁନ୍ତି। କିନ୍ତୁ ଅଭିନେତା ଭିକି କୌଶଲଙ୍କୁ ଡେଟ କରୁଥିବା ନେଇ ଇଣ୍ଡଷ୍ଟ୍ରି ଚର୍ଚ୍ଚା ହେଉଛି।…
ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି ସମୟ…
ଭାରତୀୟ କ୍ରିକେଟ୍ ଦଳକୁ ଚେତାବନୀ
ଲର୍ଡସ,୧୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଇଂଲଣ୍ଡ ଦଳ ଏଥିରେ ଆଦୌ ବିଚଳିତ ହେଉନାହିଁ ବୋଲି କୋଚକ୍ରିସ ସିଲଭରଉଡ କହିଛନ୍ତି। ସେ ଯୁଦ୍ଧ କରିବାକୁ ଭୟ କରନ୍ତି ନାହିଁ,…
ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ଏକମାତ୍ର ଲକ୍ଷ୍ୟ
ଜାପାନର ଟୋକିଓରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପାରାଲିମ୍ପିକ୍ସ କ୍ରୀଡ଼ା। ଏଥିରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା ବ୍ୟାଡ୍ମିଣ୍ଟନ ତାରକା ପ୍ରମୋଦ ଭଗତ। ବରଗଡ଼ର ଅତାବିରାରେ ଜନ୍ମିତ(୧୯୮୮ ଏପ୍ରିଲ…
ବର୍ବରତା ବନାମ ଆଶ୍ୱାସନା
କାବୁଲ/ଓ୍ବାଶିଂଟନ୍/ନୂଆଦିଲ୍ଲୀ, ୧୯।୮ : ଦୁର୍ଦ୍ଧର୍ଷ ଆତଙ୍କବାଦୀମାନେ କାବୁଲ ଦଖଲ କରିବା ପରେ ହାତ ଟେକିଦେଇଥିଲା ଆଫଗାନ ସେନା। ପୁଣିଥରେ କ୍ଷମତା ହାତେଇବା ପାଇଁ ରାଷ୍ଟ୍ରପତି ଭବନରେ ତାଲିବାନ ନେତାଙ୍କ ଉପସ୍ଥିତି ସୂଚାଇ ଦେଇଥିଲା ଇସ୍ଲାମିକ୍ ଏମିରେଟ୍ସ ଅଫ୍ ଆଫଗାନିସ୍ତାନରେ ନୂଆ ସରକାର…
ଦିନକରେ କରୋନା ନେଲା ୬୮ ଜୀବନ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୬୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୧୫୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜ୍ୟରେ ହଜାରେ ପୁଣି ବଢିଲା କରୋନା ସଂକ୍ରମଣ: ଆଜି ହଜାରେ ଉପରେ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ କିନ୍ତୁ ଗୁରୁବାର ପୁଣି ସଂକ୍ରମଣ କିଛିଟା ବଢି ୧୦୪୧ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରାଣ୍ଟାଇନ୍…
ଗଣମାଧ୍ୟମରେ ବିଚାରପତି ନିଯୁକ୍ତି ରିପୋର୍ଟ: ସିଜେଆଇ କ୍ଷୁବ୍ଧ
ନୂଆଦିଲ୍ଲୀ, ୧୯।୮(ଆଇଏଏନ୍ଏସ୍): ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ନିମନ୍ତେ କଲେଜିୟମ ବୈଠକକୁ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିବାରୁ ଏଥିରେ ପ୍ରଧାନ ବିଚାରପତି ଏନ୍.ଭି. ରମନା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ଅବସର ଗ୍ରହଣ କରିଥିବା ସୁପ୍ରିମକୋର୍ଟ ବିଚାରପତି ନବୀନ ସିହ୍ନାଙ୍କୁ…
କେନ୍ଦ୍ର, ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ
ନୂଆଦିଲ୍ଲୀ, ୧୯।୮(ପି.ଟି.): ପେଗାସସ୍ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ ପାଇଁ ପଶ୍ଚିମବଙ୍ଗ ସରକାର ତଦନ୍ତ କମିଶନ ଗଠନ କରିଥିବାରୁ ସୁପ୍ରିମକୋର୍ଟ ବୁଧବାର ଏନେଇ କେନ୍ଦ୍ର ଓ ଉକ୍ତ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ…
ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା
ଚେନ୍ନାଇ, ୧୯।୮(ଆଇଏଏନ୍ଏସ୍): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଫାଇନାନ୍ସ କମ୍ପାନୀର ଠକେଇ ମାମଲାର ତଦନ୍ତ…
ଖୋଲିପାରେ ୬ଷ୍ଠରୁ ୮ମ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ପ୍ରାଥମକ ଶ୍ରେଣୀ ଖୋଲିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍ସିପିସିଆର୍) ରାଜ୍ୟ ସରକାରଙ୍କୁ ସୁପାରିସ କରିବେ। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ଅଫ୍ଲାଇନ ଶିକ୍ଷାଦାନ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ କରିବା ପାଇଁ…
ଆତଙ୍କରେ ଆଫ୍ଗାନ ମହିଳା
କାବୁଲ, ୧୯ା୮: ୧୯୮୦ ଦଶକର ଆଫ୍ଗାନିସ୍ତାନ ଏବଂ ଏବେକାର ଆଫଗାନିସ୍ତାନ ମଧ୍ୟରେ ଆକାଶ ପାତାଳର ଫରକ। ୩୦-୪୦ ବର୍ଷ ତଳେ ଆଫଗାନ୍ ମହିଳାମାନେ ଥିଲେ ଖୁବ୍ ସ୍ବାଧୀନଚେତା। ସେମାନେ ମୁକ୍ତ ଭାବେ ଜୀବନ ଜିଉଥିଲେ। ଫ୍ୟାଶନଠାରୁ ଆରମ୍ଭ କରି ଡାକ୍ତରୀ ବିଦ୍ୟା,…

