ଭାଜପା ନିୟନ୍ତ୍ରଣରେ ୬୩୦ ଆସନ
ଲକ୍ଷ୍ନୌ, ୧୧।୭: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିବା ପରେ ଶନିବାର ଅନୁଷ୍ଠିତ ବ୍ଲକ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଗୈରିକ ଦଳ ବାଜିମାତ୍ କରିଛି। ରାଜ୍ୟର ମୋଟ ୮୨୫ ବ୍ଲକ୍…
ତାଲିବାନ୍ ବିରୋଧରେ ଅସ୍ତ୍ର ଧରିଲେ ମହିଳା
କାବୁଲ, ୧୧।୭(ଆଇଏଏନ୍ଏସ୍): ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ତାଲିବାନ ଆତଙ୍କବାଦୀମାନେ ଅଧିକ ଆକ୍ରମଣାତ୍ମକ ହୋଇପଡ଼ିଛନ୍ତି। ସେମାନେ ଦେଶର ୮୫ ପ୍ରତିଶତ ଅଞ୍ଚଳ ଦଖଲ କରିସାରିଲେଣି ବୋଲି ଦାବି କରିଛନ୍ତି। ଉତ୍ତର ଓ କେନ୍ଦ୍ରୀୟ ଆଫଗାନିସ୍ତାନରେ ତାଲିବାନର ମୁକାବିଲା…
୨ ପିଲା: ଅଧିକ ସୁବିଧା
ଲକ୍ଷ୍ନୌ, ୧୧।୭: ବିଶ୍ୱ ଜନସଂଖ୍ୟା ଦିବସର ଅବ୍ୟବହିତ ପୂର୍ବରୁ ଭାରତର ସବୁଠୁ ଜନବହୁଳ ରାଜ୍ୟ ଉତ୍ତରପ୍ରଦେଶ(ୟୁପି) ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଚିଠା ବିଲ୍ ଆଣିଛି। ଉକ୍ତ ଚିଠା ବିଧେୟକର ବ୍ୟବସ୍ଥା ଅନୁଯାୟୀ ଯେଉଁମାନେ ଦୁଇ ସନ୍ତାନ ନୀତିକୁ ଉଲ୍ଲଂଘନ କରିବେ ସେମାନଙ୍କୁ…
ଶେଷ ଦେବଦାସୀ ପରଶମଣିଙ୍କ ପରଲୋକ
ପୁରୀ ଅଫିସ,୧୧।୭: ପୁରୀ ଶ୍ରୀମନ୍ଦିରର ଶେଷ ଦେବଦାସୀ ପରଶମଣିଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଛି। ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ରାତିରେ ଶୋଇଥିବା ବେଳେ ପୁରୀସ୍ଥିତ ଗଛକାଳି ନିଜ ବାସଭବନରେ ସେ ଦେହତ୍ୟାଗ କରିଛନ୍ତି। ଶନିବାର ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ…
ଜାଣନ୍ତି କି ପାଣିରେ ଅଧିକ ସମୟ ରହିଲେ ତ୍ୱଚା କାହିଁକି ଲୋଚା ହୋଇଯାଏ
ସାଧାରଣତଃ ଆମେ ସମସ୍ତେ ଜାଣିଛେ ଯେ, ଦୀର୍ଘ ସମୟ ଧରି ପାଣିରେ ରହିବା ହେତୁ ହାତ ଏବଂ ପାଦର ଚର୍ମ ଲୋଚା ହୋଇଯାଏ। କିନ୍ତୁ ଆପଣଙ୍କ ମନକୁ କେବେ ପ୍ରଶ୍ନ ଆସିଛି କି ଏହା କାହିଁକି ହୁଏ ବୋଲି। ତେବେ ଜାଣନ୍ତୁ…
ଅନିଲ କପୁରଙ୍କୁ ‘ଆଇ ଲଭ୍ ୟୁ’ କହିଲେ ମାଧୁରୀ ଦୀକ୍ଷିତ୍: ଏମିତି ଥିଲା ଅଭିନେତାଙ୍କ ପ୍ରତିକ୍ରିୟା
ବଲିଉଡର ଧକ-ଧକ ଗାର୍ଲ ମାଧୁରୀ ଦୀକ୍ଷିତ ଏବଂ ଅଭିନେତା ଅନିଲ କପୁରଙ୍କ ଯୋଡି ଅନେକ ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ଦର୍ଶକ ଉଭୟ ଯୋଡିଙ୍କୁ ବହୁତ ପସନ୍ଦ ମଧ୍ୟ କରନ୍ତି। ଆଜିକାଲି ମାଧୁରୀ ଦୀକ୍ଷିତ ଡ୍ୟାନ୍ସ ରିଆଲିଟି ଶୋ ‘ଡ୍ୟାନ୍ସ ଦିଓ୍ବାନେ-୩ ’…
କାନ୍ଦୁଛି ୟୁପି ପୋଲିସ
ଲକ୍ଷ୍ନୌ,୧୦।୭: “ଭାଜପା କର୍ମୀ ଟେକା, ପଥର ମାଡ଼ କରୁୁଛନ୍ତି। ଏପରି କି ମୋତେ ଚାପୁଡ଼ା ମାରିଲେ। ସାଥିରେ ଆଣିଥିଲେ ବୋମା। ସେମାନଙ୍କ ମଧ୍ୟରେ ଭାଜପା ବିଧାୟକ ଓ ଜିଲା ମୁଖ୍ୟ ଅଛନ୍ତି” । ଫୋନ ଯୋଗେ ଏଭଳି କହି ବରିଷ୍ଠ ଅଧିକାରୀଙ୍କୁ…
ଘୁଞ୍ଚିଲା ଭାରତ-ଶ୍ରୀଲଙ୍କା ସିରିଜ୍
ନୂଆଦିଲ୍ଲୀ,୧୦।୭: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍ ୫ ଦିନ ବିଳମ୍ବରେ ଅର୍ଥାତ୍ ୧୮ ତାରିଖରୁ ଆରମ୍ଭ ହେବ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆସନ୍ତା ୧୩ରୁ ଆରମ୍ଭ…
ନକଲି ଫେସ୍ବୁକ୍ ଆକାଉଣ୍ଟ ଖୋଲି କରୁଥିଲେ ଅପବ୍ୟବହାର: ଯୁବକ ଗିରଫ
ବଡ଼ବିଲ,୧୦ା୭(ସ୍ବ.ପ୍ର): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ଯୁବକ ଓ ଜଣେ ଯୁବତୀଙ୍କ ନାମରେ ନକଲି ଫେସ୍ବୁକ ଆକାଉଣ୍ଟ ଖୋଲି ଅପବ୍ୟବହାର କରିଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ…
ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ
ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି ପରଖାଯାଇ ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଏସ୍ଆଇସ୍ବତନ୍ତ୍ର ଟିମ୍ର ତତ୍ତ୍ୱାବଧାନରେ ଲେଜର ସ୍କାନିଂ କରାଯିବ।…
ହସ୍ପିଟାଲରୁ ଶିଶୁପୁତ୍ରକୁ ଚୋରି କରି ନେଇଥିଲେ ଚୋର, ମା’ଙ୍କ ଅବସ୍ଥା ଦେଖି ରାସ୍ତାରେ ଶୁଆଇ ଚାଲିଗଲେ
ଜୟପୁର,୧୦ା୭: ରାଜସ୍ଥାନର ବାଡମେର ଜିଲା ହସ୍ପିଟାଲରୁ ଏକ ଶିଶୁପୁତ୍ର ଚୋରି ହୋଇଥିଲା। ତେବେ ତିନିଦିନ ପରେ ଏହି ଶିଶୁପୁତ୍ର ମିଳିଛି। ହସ୍ପିଟାଲରୁ ପୁଅକୁ କେହି ଚୋରି କରିନେବା ଜାଣି କମଳା ନାମକ ଜଣେ ମହିଳା କାନ୍ଦି କାନ୍ଦି ନୟାନ୍ତ ହୋଇପଡ଼ିଥିଲେ। ଫଳରେ…
ନିଜଠୁ ଦୁଇବର୍ଷ ସାନ ଅଭିନେତାଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ
ମୁମ୍ବାଇ: ଏକତା କପୁରଙ୍କ ଶୋ’ ‘ବଡ଼େ ଅଚ୍ଛେ ଲଗତେ ହୈ-୨’କୁ ନେଇ ପ୍ରଶଂସକମାନେ ବେଶ୍ ଉତ୍ସାହିତ ଅଛନ୍ତି। ଏହାର ପ୍ରଥମ ସିଜନରେ ସାକ୍ଷୀ ତଓ୍ବର ଏବଂ ରାମ କପୁର ଅଭିନୟ କରିଥିଲେ। ଶୋ’ଟିକୁ ମଧ୍ୟ ଜବରଦସ୍ତ ରେସପନ୍ସ ମିଳିଥିଲା। ଏଥିରେ ରାମ…
Archives


