ସ୍ବାମୀଙ୍କ ଦୁଇହାତକୁ ଧରିଲେ ନବବିବାହିତା, କୁରାଢ଼ିରେ ଚୋଟ ପରେ ଚୋଟ ମାରିଚାଲିଲେ ପ୍ରେମିକ; ଆଉ ତା’ ପରେ…
ଭୋପାଳ,୧୦ା୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ନବବିବାହିତା ମହିଳା ତାଙ୍କ ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ଏ ସମ୍ପର୍କରେ ସତ୍ୟ ଉନ୍ମୋଚନ କରିଛି ବିଦିଶା ପୋଲିସ। ପୋଲିସ ଅଧୀକ୍ଷକ ବିନାୟକ ବର୍ମାଙ୍କ କହିବାନୁଯାୟୀ,…
ପ୍ରଥମେ ଟ୍ରାଫିକ ପୋଲିସକୁ ଏଇଠି ହିଁ ପିଟିବି ବୋଲି ଧମକ ଦେଲେ; ହେଲେ ଥାନାକୁ ଯିବା ପରେ ମୁଁ ଭୁଲ କରିଛି କହି କାନ୍ଦିଲେ ଏହି ବ୍ୟକ୍ତି; ଭିଡିଓ…
ନୂଆଦିଲ୍ଲୀ: ମହରାଷ୍ଟ୍ରର ଥାନେ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଭିଡିଓ ଏବେ ଭାଇରାଲ ହେଉଛି। ବାସ୍ତବରେ ଯେତେବେଳେ ତାଙ୍କୁ ଟ୍ରାଫିକ ପୋଲିସ ଅଟକାଇଥିଲେ ସେ ତାଙ୍କୁ ଧମକାଇବା ଆରମ୍ଭ କରି ଦେଇଥିଲେ। ଏପରିକି ମୁଁ ଏଠାରେ ହିଁ ତୁମକୁ ପିଟିବି ବୋଲି କହିଥିଲେ।…
ରାଜଧାନୀରେ ନୂଆ ନିୟମ, ଲାଉଡ୍ସ୍ପିକର ଲଗାଇଲେ ଜରିମାନା ଲକ୍ଷେ ଟଙ୍କା…
ନୂଆଦିଲ୍ଲୀ,୧୦।୭: ଧ୍ୱନି ପ୍ରଦୂଷଣ ନେଇ ରାଜଧାନୀ ଦିଲ୍ଲୀରେ ନୂଆ ନିୟମ ଜାରି ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏସମ୍ପର୍କରେ ନିର୍ଦ୍ଦେଶ ଜାରି ହୋଇଛି। ବିନା ଅନୁମତିରେ ଲାଉଡସ୍ପିକର ଲଗାଇଲେ ଜରିମାନା ୧୦ ହଜାରରୁ ଆରମ୍ଭ କରି ଲକ୍ଷେ ଟଙ୍କା…
ଅମୂଲ ପରେ ଏବେ ମଦର ଡାଏରୀ ବଢ଼ାଇଲା ଦୁଗ୍ଧ ଜାତୀୟ ଖାଦ୍ୟର ଦାମ୍
ନୂଆଦିଲ୍ଲୀ,୧୦।୭: ଅମୂଲ ପରେ ଏବେ ମଦର ଡାଏରୀ ଦିଲ୍ଲୀ ଏନ୍ସିଆରରେ ସମସ୍ତ ଦୁଗ୍ଧ ଜାତୀୟ ଖାଦ୍ୟର ମୂଲ୍ୟ ବୃଦ୍ଧି କରିଛି। ପ୍ରତି ଲିଟର ପିଛା ଦୁଗ୍ଧର ମୂଲ୍ୟ ୨ଟଙ୍କା ବୃଦ୍ଧି କରିଛି ମଦର ଡାଏରୀ। ଜୁଲାଇ ୧୧ରୁ ଏହି ନୂଆ ଦର…
ମାତ୍ର ୨୨ ମିନିଟ୍ରେ ୫୦ ଚିଲି ଡଗ୍ ଖାଇ ରେକର୍ଡ ସୃଷ୍ଟି କଲେ ଏହି ମହିଳା
ଓ୍ବାଶିଂଟନ: ଆମେରିକାର ପଶ୍ଚିମ ମିଶିଗାନ ସହରର ଜଣେ ମହିଳାଙ୍କ ଖାଦ୍ୟ ପ୍ରତି ଏତେ ରୁଚି ଯେ, ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମହିଳା ଜଣକ ମାତ୍ର ୨୨ ମିନିଟ୍ରେ ୫୦ ହଟ୍ ଚିଲି ଡଗ୍ ଖାଇ ରେକର୍ଡ ସୃଷ୍ଟି କରିଛନ୍ତି। ସବୁଠୁ…
୨ ଭିନ୍ନ ଭିନ୍ନ ଭାକ୍ସିନ୍ ନେଲେ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ଭାକ୍ସିନ୍ ମିକ୍ସିଂ ପାଇଁ ଅନୁମତି…
ବର୍ଲିନ୍,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଇ ୟୁରୋପରେ ପ୍ରଥମେ ଜର୍ମାନୀରେ ଭାକ୍ସିନ୍ ମିକ୍ସିଂ ପାଇଁ…
କୁଟାରେ ତିଆରି ଚପଲ
ଶ୍ରୀନଗର: ଚମଡ଼ା କିମ୍ବା ପ୍ଲାଷ୍ଟିକରେ ଚପଲ ତିଆରି ହେଉଥିବା କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ପାରମ୍ପରିକ ଶୈଳୀରେ କୁଟାରେ ଏବେ ବି ଚପଲ ତିଆରି କରୁଛନ୍ତି କଶ୍ମୀରର ଅବଦୁଲ ସମାଦ୍ ଗାନି। ଉତ୍ତର କଶ୍ମୀର ବାନ୍ଦିପୋରା ଜିଲାର କେହନୁଶା ଗାଁର…
ବାଘଛାଲ ଜବତ, ୪ ଅଭିଯୁକ୍ତ ଗିରଫ
ଭବାନୀପାଟଣା,୧୦ା୭(ଡି.ଏନ୍.ଏ.): କଳାହାଣ୍ଡି ଓ୍ବାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍ ଚଢ଼ାଉ କରିଛି। ଏହି ଚଢ଼ାଉରେ ୪ ବାଘ ଛାଲ ଜବତ ହେବା ସହ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଟିମ୍ ଦକ୍ଷିଣ ବନଖଣ୍ଡ ଶଗଡ଼ା ଅଞ୍ଚଳରୁ ୩ ଚିତାବାଘ ଛାଲ…
୨୫ କେଜିର ଲଲିପପ୍
ନୂଆଦିଲ୍ଲୀ: ଲଲିପପ୍ ପୁଣି ୨୫ କିଲୋଗ୍ରାମର। ଏକଥା ହୁଏତ କେହି ଭାବି ପାରୁ ନ ଥିବେ। କିନ୍ତୁ ଏମିତି ଏକ ଲଲିପପ୍ ତିଆରି କରିଛନ୍ତି ଜଣେ ୟୁଟ୍ୟୁବର ଫିରୋଜ ଚୁଟିପୁରା ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖାଦ୍ୟ ପ୍ରସ୍ତୁତିକୁ…
ଭିଏଟ୍ନାମର ‘ଟାର୍ଜନ’
ଜଙ୍ଗଲୀ ଜନ୍ତୁଙ୍କ ମନର ପରିଭାଷାକୁ ପଢ଼ିପାରୁଥିବା ଏକ କାଳ୍ପନିକ ଚରିତ୍ର ‘ଟାର୍ଜନ’, ଯାହାକୁ ନେଇ ବିଭିନ୍ନ ଭାଷାରେ ନିର୍ମାଣ କରାଯାଇଛି ଏକାଧିକ ସିନେମା। ଏସବୁ ଚଳଚ୍ଚିତ୍ର ଦର୍ଶକଙ୍କ ମନରେ ଛାଡ଼ିଛି ସ୍ବତନ୍ତ୍ର ଛାପ। ହେଲେ ଭିଏଟ୍ନାମର ‘ହୋ ଭାନ୍ ଲାଙ୍ଗ୍’ଙ୍କ ଜୀବନଶୈଳୀ…
ମୁମ୍ବାଇରୁ ଆସିଲା ୧୭ ପ୍ୟାକେଟ୍ ରୁପା ଚାଦର
ପୁରୀ ଅଫିସ,୧୦ା୭: ଶ୍ରୀମନ୍ଦିରର ୮ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ ନୀଳାଦ୍ରି ଭକ୍ତନିବାସରେ ପ୍ରାଥମିକ ପର୍ଯ୍ୟାୟରେ ୩ ଦ୍ୱାରର କାର୍ଯ୍ୟ ଆରମ୍ଭ ହୋଇଛି। ଜୟବିଜୟ, ବେହରଣ ଓ କଳାହାଟ ଦ୍ୱାରର ନିର୍ମାଣ ଚାଲିଛି। ଉତ୍କଳୀୟ କଳା, ସଂସ୍କୃତି ଓ ପରମ୍ପରାର…
ମଣ୍ଡପ ବାହାରେ ‘ବାବୁ-ବାବୁ’ ଚିତ୍କାର କରୁଥିଲେ ପ୍ରେମିକା, ହେଲେ ଭିତରେ ସିନ୍ଦୁର ପିନ୍ଧାଇବାରେ ବ୍ୟସ୍ତ ରହିଲେ ଲିଭ୍ଇନ୍ ପ୍ରେମିକ…
ହୋଶଙ୍ଗାବାଦ: ମଧ୍ୟପ୍ରଦେଶର ହୋଶଙ୍ଗାବାଦରେ ଏକ ବିବାହ ଚାଲିଥିବା ବେଳେ ମଣ୍ଡପ ବାହାରେ ଜଣେ ଯୁବତୀଙ୍କ ‘ବାବୁ-ବାବୁ’ ଚିତ୍କାର ଶୁଣି ଉପସ୍ଥିତ ଲୋକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଭିତରେ ବିବାହ ଚାଲିଥିଲା। ଏଣୁ ବାହାରେ ଯୁବତୀଙ୍କ ଏଭଳି ଆଚରଣରୁ ଘଟଣା ବିଷୟରେ ଅନୁମାନ କରିବାକୁ…
Archives


