Home

ଗହଳି ହେଲା, ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଲାଣି କରୋନା। କିଛିଦିନ ହେବ ସଂକ୍ରମଣ ଖସୁଥିବାବେଳେ ଏବେ ଉପରମୁହାଁ ହେଲାଣି ଗ୍ରାଫ୍‌। ଜୀବନଜୀବିକାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର କରୋନା କଟକଣାକୁ କୋହଳ କରିଥିଲେ। ହେଲେ ଲୋକମାନେ ଏହାର ଦୁରୁପଯୋଗ କରୁଥିବା ଦେଖାଯାଉଛି।…

ଉଜ୍ଜ୍ୱଳା ଯୋଜନା ଦିଗହରା

ସମ୍ବଲପୁର,୧୦ା୭(ବ୍ୟୁରୋ): କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନାକୁ ଲୋକାଭିମୁଖି ବୋଲି ପ୍ରଚାର କରୁଥିବାବେଳେ ସମ୍ବଲପୁର ଜିଲାରେ ଏହା ଦିଗହରା ହୋଇପଡିଛି। ୨୦୧୯ ଅକ୍ଟୋବର ମାସରୁ ପ୍ରାୟ ୨ବର୍ଷ ହେଲା ଜିଲାର କୌଣସି ନୂତନ ଉପଭୋକ୍ତାଙ୍କୁ ସଂଯୋଗ ଦିଆଯାଇ ନାହିଁ। ଅନୁରୂପ ଭାବେ ରିଫିଲିଂ…

୨ ଟଙ୍କାରେ ଭେଣ୍ଡିଂ ମେଶିନ୍‌ରୁ ମିଳୁଛି ମାସ୍କ୍‌…

ହୁବଲି,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏପରିସ୍ଥଳେ ଲୋକଙ୍କ ସୁବିଧାରେ ଶସ୍ତାରେ ମାସ୍କ୍‌ ଯୋଗାଇଦେବା ଲାଗି କର୍ନାଟକର ହୁବଲି ଧାରଓ୍ବାଡ୍‌ ମ୍ୟୁନିସ୍‌ପାଲ…

ୟୁନିଫର୍ମ ବାବଦରେ ଜେଲ କର୍ମଚାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଜେଲ କର୍ମଚାରୀଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ। ବର୍ଷକୁ ଏବାବଦରେ ଅଫିସରଙ୍କୁ ୩ହଜାର ଟଙ୍କା ଓ କର୍ମଚାରୀଙ୍କୁ ୪ହଜାର ଟଙ୍କା ଦିଆଯିବ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଜେଲ ବିଭାଗରେ ୟୁନିଫର୍ମ ପାଇଁ ବର୍ଷକୁ…

ଡ. ଇତି ସାମନ୍ତ ହେଲେ ‘ୱାଜା ଓଡ଼ିଶା’ ଅଧ୍ୟକ୍ଷା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଲେଖକ-ସାମ୍ବାଦିକଙ୍କ ପ୍ରଥମ ଜାତୀୟ ସ୍ତରୀୟ ମିଳିତ ମଞ୍ଚ ‘ରାଇଟର୍ସ ଆଣ୍ଡ୍‌ ଜର୍ନାଲିଷ୍ଟ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ (ଓ୍ବାଜା ଇଣ୍ଡିଆ)’ର ଓଡ଼ିଶା ପ୍ରଦେଶ ଅଧ୍ୟକ୍ଷା ଭାବେ ବିଶିଷ୍ଟ ଲେଖିକା, ସାମାଜିକ କର୍ମୀ, ଉଦ୍ୟୋଗୀ ତଥା ‘କାଦମ୍ବିନୀ’ର ସମ୍ପାଦିକା ଡ. ଇତି ସାମନ୍ତ…

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ ସଂସ୍ଥାରୁ ୩୦ଲକ୍ଷ ଟଙ୍କା ଠକେଇ ଘଟଣାରେ ଓଡ଼ିଶା ଲିଙ୍କ୍‌ ଥିବା ଜାଣିବା ପରେ ହାଇଦ୍ରାବାଦ…

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା ଶ୍ରମିକମାନଙ୍କୁ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୦।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହରରେ ଲଗାମ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ…

ଭିତରକନିକାରେ ୮୧ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୦ା୭(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ୮୧ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଗତ ବର୍ଷ ୧୦୩ଟି କୁମ୍ଭୀର ବସା ଚିହ୍ନଟ ହୋଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୮୧କୁ ଖସି ଆସିଛି। ବାତ୍ୟା ୟାସ ପ୍ରଭାବରେ କିଛି କୁମ୍ଭୀର…

ତାଲିବାନ କବ୍‌ଜାରେ ୮୫% ଆଫଗାନିସ୍ତାନ

କାବୁଲ, ୧୦।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର କରୁଥିବାବେଳେ ସେଠାର ଉଗ୍ରପନ୍ଥୀ ସଂଗଠନ ତାଲିବାନ ପୁଣିଥରେ ସକ୍ରିୟ ହୋଇଉଠିଛି। ଏହାର ସଦସ୍ୟମାନେ ବିଭିନ୍ନ ଅଞ୍ଚଳ ଉପରେ ଆକ୍ରମଣ କରିବା ସହ ନିଜ ନିୟନ୍ତ୍ରଣକୁ ନେଉଛନ୍ତି। ତାଲିବାନ ଇରାନ ସୀମାନ୍ତବର୍ତ୍ତୀ ଅଞ୍ଚଳ ସମେତ…

ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ

ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଆଗତ ମାମଲାରେ ନୋଟିସ୍‌ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ କ୍ଷେତ୍ର ଅନୁଧ୍ୟାନ କରାଯାଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ…

ପର୍ଯ୍ୟଟନ ସ୍ଥଳୀରେ ଗହଳି ଭୂତାଣୁକୁ ଆମନ୍ତ୍ରଣ: କେନ୍ଦ୍ର

ନୂଆଦିଲ୍ଲୀ, ୧୦।୭: ଦେଶରେ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇବା ପରେ ସରକାର କଟକଣା କୋହଳ କରିଦେବାରୁ ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ନୈନିତାଲ, ମସୁରୀ, ମନାଲି ଆଦି ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri