Home

କେନ୍ଦୁଝରରେ ହେବ ନର୍ସିଂ କଲେଜ

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୦ା୭(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରରେ ଖୁବ୍‌ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏଥିସହିତ ଏଠାରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ ପକ୍ଷରୁ କେନ୍ଦୁଝରରେ ୭୯୨୦ କୋଟି…

ଏକକ ଦେଓ୍ବାନୀ ସଂହିତା ସପକ୍ଷରେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ, ୧୦।୭: ୟୁନିଫର୍ମ ସିଭିଲ୍‌ କୋଡ୍‌ ବା ଏକକ ଦେଓ୍ବାନୀ ସଂହିତାର ଆବଶ୍ୟକତାକୁ ଦିଲ୍ଲୀ ହାଇକୋର୍ଟ ସମର୍ଥନ ଜଣାଇଛନ୍ତି। ଦେଶରେ ସମସ୍ତଙ୍କ ପାଇଁ ସମାନ ନାଗରିକ ସଂହିତା (ୟୁସିସି) କାର୍ଯ୍ୟକାରୀ ହେବା ଆବଶ୍ୟକ ଯେପରି ଆଧୁନିକ ଭାରତର ଯୁବ ସମାଜ, ସେ…

ଜମ୍ମୁରେ ବଢ଼ିବ ୭ ଆସନ

ନୂଆଦିଲ୍ଲୀ/ଶ୍ରୀନଗର,୧୦ା୭: ୨୦୧୧ ଜନଗଣନା ଅନୁସାରେ ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣ କରାଯିବ। ଏଥିରେ ସମଗ୍ର ଉପତ୍ୟକାର ୭ ବିଧାନସଭା ଆସନ ବୃଦ୍ଧି କରାଯିବ। ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ର ୨୪ ଆସନ ଖାଲି ରହିବ। ଏହି ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାରେ ଏହାକୁ…

ନଦୀକୁ ଖସିଲା ଟ୍ରେନ୍‌

ଭୋପାଳ,୧୦।୭: ମଧ୍ୟପ୍ରଦେଶର ଅନୁପପୁର ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଏକ ମାଲବାହୀ ଟେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୯ ବଗି ବିଶିଷ୍ଟ କୋଇଲା ବୋଝେଇ ଟ୍ରେନ୍‌ ବିଳାସପୁରରୁ କଟନି ଅଭିମୁଖେ ଯାଉଥିଲା। ଓଲନ ନଦୀ ଉପରେ ନିର୍ମିତ ବ୍ରିଜ୍‌ରେ ଫାଟ ଥିବାରୁ…

ସୁପ୍ରିମକୋର୍ଟରେ କେନ୍ଦ୍ରକୁ ଝଟକା

ନୂଆଦିଲ୍ଲୀ, ୧୦।୭: ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ଦେଶର ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ସମସ୍ତ ପିଟିଶନର ଶୁଣାଣି ସୁପ୍ରିମକୋର୍ଟରେ ହେଉ ବୋଲି କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଗୁଡ଼ିକରେ ଏଭଳି ଆବେଦନର ଶୁଣାଣି ଉପରେ…

ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର ଭାବେ ଯଷ୍ମା ଓ ଛାତି ବିଭାଗ ମେଡିସିନ ୱାର୍ଡ ପାଇଁ କାର୍ଯ୍ୟ କରିବ। ପ୍ରାରମ୍ଭିକ…

ପ୍ରିଭେସି ପଲିସି ସ୍ଥଗିତ

ନୂଆଦିଲ୍ଲୀ,୧୦ା୭: କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ଡାଟା ସୁରକ୍ଷା ବିଲ୍‌ ଆଣି ଏହାକୁ କାର୍ଯ୍ୟକାରୀ ନ କରିବା ପର୍ଯ୍ୟନ୍ତ ହ୍ବାଟ୍ସଆପ୍‌ ନିଜ ନୂଆ ପ୍ରିଭେସି ପଲିସିକୁ ସ୍ଥଗିତ ରଖିଛି। ୟୁଜର୍ସଙ୍କୁ ନୂଆ ପ୍ରିଭେସି ପଲିସି ଆପଣାଇବା ପାଇଁ ଉକ୍ତ ଇନ୍‌ଷ୍ଟାଣ୍ଟ ମେସେଜିଂ ଆପ୍‌…

ତଦନ୍ତ ନିର୍ଦ୍ଦେଶ ଦେଲେ ମାନବାଧିକାର କମିଶନ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ବାରିପଦାରେ ଏକ ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ କୋଭିଡ୍‌ ହସ୍ପିଟାଲ୍‌ରେ ରୋଗୀଙ୍କୁ ଅବହେଳା ନେଇ ଅଭିଯୋଗ ଆସିଥିଲା। ଏ ସଂକ୍ରାନ୍ତ ମାମଲାର ଶୁଣାଣି କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ତଦନ୍ତ ପାଇଁ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌ର…

ଫାଇଜର ଆଣିବ ବୁଷ୍ଟର

ଓ୍ବାଶିଂଟନ, ୧୦।୭: ଫାଇଜର କମ୍ପାନୀ ଏହାର କୋଭିଡ୍‌-୧୯ ଟିକାର ତୃତୀୟ ତଥା ବୁଷ୍ଟର ଡୋଜ୍‌ ଆଣିବା ପାଇଁ ଆମେରିକା କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ଲୋଡ଼ିଛି। ୧୨ ମାସ ମଧ୍ୟରେ ଅନ୍ୟ ଏକ ଡୋଜ୍‌ ରୋଗ ପ୍ରତିରୋଧ କ୍ଷମତାକୁ ଯଥେଷ୍ଟ ବୃଦ୍ଧି କରିବ ଏବଂ…

ରଥଯାତ୍ରା ପାଇଁ ୭୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୧୦ା୭: ପୁରୀରେ ରଥଯାତ୍ରା ପାଇଁ ପ୍ରାୟ ୭୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ସହରରେ ନୋ ଭେଇକିଲ୍‌ ଜୋନ୍‌ ପ୍ରସ୍ତୁତ କରାଯିବ। ସେହିପରି ସହରରେ କର୍ଫ୍ୟୁ ଜାରି କରାଯିବ। ଆସନ୍ତା ୧୧ ତାରିଖ ରାତ୍ର ୮ଟାରୁ ୧୩ ତାରିଖ ରାତ୍ର…

ପୋଲିସର ଗାଲ କାମୁଡ଼ି ଫେରାର

ପାଲଲହଡ଼ା,୧୦ା୭(ଡି.ଏନ.ଏ.): ଚୋରା ମୋବାଇଲ କିଣିଥିବା ଜଣେ ଅଭିଯୁକ୍ତଙ୍କୁ ପଚରାଉଚରା ପାଇଁ ତାଙ୍କ ଘରକୁ ଯାଇଥିବା ବେଳେ ପୋଲିସ ଉପରେ ହୋଇଛି ଆକ୍ରମଣ। ସମ୍ପୃକ୍ତ ଅଭିଯୁକ୍ତ ଜଣେ କନଷ୍ଟେବଳଙ୍କ ଗାଲକୁ କାମୁଡ଼ି ଦେଇ ଫେରାର ହୋଇଯାଇଛନ୍ତି। ଗୁରୁବାର ରାତି ପ୍ରାୟ ୯ଟା ୩୦ରେ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୫୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri