Home

ଭାରତ-ଶ୍ରୀଲଙ୍କା ସିରିଜ କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ

ନୂଆଦିଲ୍ଲୀ, ୧୦ା୭ (ପି.ଟି.)- ଶ୍ରୀଲଙ୍କା କ୍ରିକେଟ ଦଳର ଶିବିରରେ କରୋନା ପଜିଟିଭ ମାମଲା ଦେଖା ଦେବାରୁ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୬ ମ୍ୟାଚ ବିଶିଷ୍ଟ ସୀମିତ ଓଭର ସିରିଜର କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ ହୋଇଛି। ଫଳରେ ଦୁଇ ଦଳ ମଧ୍ୟରେ ଅନ୍ତର୍ଜାତୀୟ…

କୋପା ଆମେରିକା ଫୁଟ୍‌ବଲ: ପେରୁ- କଲମ୍ବିଆ ସମ୍ମାନ ଲଢ଼େଇ

ବ୍ରାସିଲିଆ,୧୦।୭: କୋପା ଆମେରିକା ଟୁର୍ନାମେଣ୍ଟର ଫାଇନାଲ ମୁକାବିଲାରେ ବ୍ରାଜିଲ ଓ ଆର୍ଜେଣ୍ଟିନା ପରସ୍ପରକୁ ଭେଟିବା ନିଶ୍ଚିତ ହୋଇଛି। ଶନିବାର ରାତିରେ ଟାଇଟଲ ପାଇଁ ଦୁଇ ଫୁଟ୍‌ବଲ ପାଓ୍ବାର ହାଉସ ମୁକାବିଲାରେ ଅବତୀର୍ଣ୍ଣ ହେବେ। ସେହିପରି ତୃତୀୟ ସ୍ଥାନ ପାଇଁ ଏବେ ସେମିଫାଇନାଲ…

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ- ଆର୍ଜେଣ୍ଟିନା ଫାଇନାଲ

ରିଓ ଡି ଜେନିରୋ,୧୦।୭: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଦୁଇ ହେଭିଓ୍ବେଟ ଦଳ ନେମାରଙ୍କ ବ୍ରାଜିଲ ଓ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଟାଇଟଲ ଲଢେଇରେ ଅବତୀର୍ଣ୍ଣ ହେବେ। ଶନିବାର ସ୍ଥାନୀୟ ଐତିହାସିକ ମାରାକାନା ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଟୁର୍ନାମେଣ୍ଟରେ ଗତଥରର…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…

୬ ଜିଲାରେ ନୂଆ ଏସ୍‌ପି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣଙ୍କ ବଦଳି ଓ ନୂଆ ଦାୟିତ୍ୱ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.…

ଏମିତି ଦେଶ, ଯେଉଁଠି ଏକା ସମୟରେ ଖରା ସାଙ୍ଗକୁ ହୁଏ ବର୍ଷା

ଜୁନ୍‌-ଜୁଲାଇରେ ଅନେକ ଥଣ୍ଡା ଦେଶରେ ମଧ୍ୟ ପ୍ରବଳ ଉତ୍ତାପ ହୋଇଥିବା ରେକର୍ଡ ରହିଛି। କାନାଡା କଥା ଯଦି କହିବା ତେବେ ଏଠାରେ ତାପମାତ୍ରା ୫୦ ଡିଗ୍ରୀରେ ପହଞ୍ଚିଛି। କେବଳ ଏତିକି ନୁହେଁ, ଏଠାରେ ଅତ୍ୟଧିକ ତାପମାତ୍ରା ଯୋଗୁ ଅନେକ ଲୋକ ପ୍ରାଣ…

ଶୀତଳଭଣ୍ଡାର ବିକିବାକୁ ଗରାଖ ଖୋଜା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଆଳୁ ଚାଷ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଳୁ ରଖିବା ଏବଂ ଉପଯୁକ୍ତ ବଜାର ସୁବିଧା ମିଳୁ ନ ଥିବାରୁ ଚାଷୀମାନେ ଏଥିପ୍ରତି ଆଗ୍ରହ ଦେଖାଉନାହାନ୍ତି । କେବଳ ଖାଇବା ଆଳୁ ନୁହେଁ, ମଞ୍ଜି ପାଇଁ ମଧ୍ୟ…

ସତର୍କ ନ ରହିଲେ ସ୍ଥିତି ଭୟଙ୍କର

ନୂଆଦିଲ୍ଲୀ,୯।୭: କିଛି ଦିନ ହେଲା ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏନେଇ ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ କୋହଳ କରାଯାଇଛି। ହେଲେ କୋହଳ କଟକଣା ମଧ୍ୟରେ ସତର୍କତା ଅବଲମ୍ବନ ନ କଲେ ପୁଣି ସଂକ୍ରମଣ ବଢିବ ବୋଲି କେନ୍ଦ୍ର…

ଖୋଲିଲା ସାଓ୍ବଂଲିଆ ସେଠ୍‌ ମନ୍ଦିରର ଭଣ୍ଡାର: ୧୦ଦିନରେ ଦାନ କରାଯାଇଛି ୩ କୋଟିରୁ ଊର୍ଦ୍ଧ୍ୱ

ଚିତ୍ତରଗଡ଼,୯।୭: ରାଜସ୍ଥାନର ଚିତ୍ତରଗଡ଼ ଜିଲାରେ ଥିବା ମଓ୍ବୋରର ପ୍ରସିଦ୍ଧ କୃଷ୍ଣ ଧାମ ସାଓ୍ବଂଲିଆ ଜି ମନ୍ଦିରର ଭଣ୍ଡାର ଖୋଲାଯାଇଛି। କରୋନା କାଳ ପରେ ଖୋଲାଯାଇଥିବା ଏହି ଭଣ୍ଡାରରୁ ୩କୋଟିରୁ ଅଧିକ ଦାନ ଅର୍ଥ ବାହାରିଛି। ସବୁଠାରୁ ବଡ଼ କଥା ହେଲା ୩ମାସର…

ଖେଳ ମଝିରେ ଇରଫାନ୍‌ଙ୍କୁ ଅପହରଣ କରିନେବାର ଧମକ ଦେଇଥିଲେ ଏହି ପାକିସ୍ତାନୀ ବୋଲର୍‌; ଧୋନୀ ସହ ମିଶି ଏପରି ଜବାବ…

ନୂଆଦିଲ୍ଲୀ,୯।୭: ଭାରତ-ପାକିସ୍ତାନ କ୍ରିକେଟ ଟିମ୍‌ ମଧ୍ୟରେ ଯେତେବେଳେ ବି କୌଣସି ମୁକାବିଲା ହୋଇଥାଏ ତାହା ରୋମାଞ୍ଚକର ହୋଇଥାଏ। ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଏକପ୍ରକାର ପ୍ରତିନ୍ଦ୍ୱନ୍ଦିତା ଦେଖିବାକୁ ମିଳିଥାଏ। ମଇଦାନରେ ଖେଳୁଥିବା ଖେଳାଳିଙ୍କ ଉପରେ ବି ଏହାର ପ୍ରଭାବ ପଡେ। ସେମାନଙ୍କ…

ଷ୍ଟେଜ୍‌ ଉପରେ କନ୍ୟାଙ୍କୁ ବରମାଳା ପିନ୍ଧାଇବା ବେଳେ ପହଞ୍ଚିଲେ ମା’, ଚପଲ କାଢ଼ି ପୁଅଙ୍କୁ ସେକିଲେ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବିବାହ ସମୟ ବହୁତ ଖାସ୍‌ ହୋଇଥାଏ। ଏହି ଦିନଟି ପାଇଁ ଅନେକ କିଛି ଭାବିଥାନ୍ତି ସେ। ହେଲେ ମା’ଙ୍କୁ ପସନ୍ଦ ନ ଥିବା ସତ୍ତ୍ୱେ ବିବାହ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ବିବାହ ଦିନ…

ପଦ ସମ୍ଭାଳିବା ପୂର୍ବରୁ ରବିଶଙ୍କରଙ୍କୁ ଭେଟିଲେ ନୂଆ ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୯।୭: ନୂତନ ପଦ ସମ୍ଭାଳିବା ପୂର୍ବରୁ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ ଶୁକ୍ରବାର ପୂର୍ବତନ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଭେଟିଛନ୍ତି। ରବି ଶଙ୍କର ପ୍ରସାଦଙ୍କ ସ୍ଥାନରେ ବର୍ତ୍ତମାନ କିରନ ରିଜିଜୁ ନୂଆ ଆଇନ ଓ ନ୍ୟାୟ ମନ୍ତ୍ରୀ ଭାବେ ନିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri