ଘରେ ସୁଖ-ସମୃଦ୍ଧି ଆଣିଦିଏ ଚିମୁଟାଏ ଲୁଣ; ଏପରି କରନ୍ତୁ ବ୍ୟବହାର
ଖାଦ୍ୟ ପ୍ରସ୍ତୁତ ବେଳେ ଯେତେ ମସଲା ପକାଇଲେ ବି ଲୁଣ ପକାଇବା ପରେ ତାର ସ୍ବାଦ ଆସିଥାଏ। ଯଦିଓ ଲୁଣକୁ ଖାଦ୍ୟପେୟର ଅଭିନ୍ନ ଅଙ୍ଗ କୁହାଯାଏ, ଏହାର ମହତ୍ତ୍ୱ ବାସ୍ତୁ ଶାସ୍ତ୍ରରେ ମଧ୍ୟ ସ୍ବତନ୍ତ୍ର ରହିଛି। ଘରେ ସୁଖ-ଶାନ୍ତି ବଜାୟ ରଖିବା…
ଧୋନୀଙ୍କ ଏହି ନିଷ୍ପତ୍ତିରେ ସାରା ଦେଶ ହୋଇଥିଲା ଚକିତ
ଅଗଷ୍ଟ ୧୫ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ବିଶେଷ ଦିନ। ଏହି ଦିନ ଭାରତ ସ୍ବାଧୀନତା ପାଇଥିଲା। ଏହି ବର୍ଷ ଦେଶ ୭୫ ତମ ସ୍ବାଧୀନତା ଦିବସ ପାଳନ କରୁଛି। ଠିକ ୧ ବର୍ଷ ପୂର୍ବେ, ଏହି ଦିନ ଦେଶରେ ସମାନ…
ଦୁର୍ଘଟଣାରେ ପୂର୍ବତନ ସମିତିସଭ୍ୟଙ୍କ ଜୀବନ ଗଲା
ଖଇରା, ୧୫।୮(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ, ଭାଜପାର ସୁସଙ୍ଗଠକ, ନେତା ଅଭୟ କୁମାର ମହାନ୍ତି(୫୨)ଙ୍କ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ସେ ବାଇକ୍ରେ ଔପଦା-ଗଣ୍ଡିବେଡ଼ ରାସ୍ତାରେ ଆସୁଥିବା ବେଳେ…
ନାଗିନ୍ ଡ୍ୟାନ୍ସ କଲେ କୋହଲି
ଲଣ୍ଡନ,୧୫।୮: ଇଂଲଣ୍ଡର ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତ ପାଇଁ ଶୁଭ ପ୍ରମାଣିତ ହୋଇଛି। କାରଣ ଏହି ଗ୍ରାଉଣ୍ଡରେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟିକତ୍ୱରେ ୨୦୦୨ରେ ଭାରତ ନାଟଓ୍ବେଷ୍ଟ ଟ୍ରଫି ଜିତିଥିଲା। ପରେ ଗାଙ୍ଗୁଲି ବାଲକୋନିରୁ ନିଜ ଶରୀରରୁ ଜର୍ସି କାଢି ସେଲିବ୍ରେସନ କରିଥିଲେ।…
ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା
ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ ଦମ୍ପତି: ମ୍ୟୁଜିୟମରେ ଅଣନାତୁଣୀଙ୍କୁ ମିଳିଲା ପ୍ରମାଣ
ଏକ ଦମ୍ପତି ୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ। ଦେଢ଼ ଶତାବ୍ଦୀ ପରେ ଏବେ ତାଙ୍କ ଅଣନାତୁଣୀଙ୍କୁ ମିଳିଛି ବିବାହ ପ୍ରମାଣପତ୍ର। ଆମେରିକାର ନର୍ଥ କ୍ୟାରୋଲିନା ଥ୍ରିଫ୍ଟ ଷ୍ଟୋରରେ ୧୪୬ ବର୍ଷ ବିବାହର ଏକ ପ୍ରମାଣପତ୍ର ରହିଛି। ଏକ ଫ୍ରେମ୍ ଭିତରେ…
ଜମ୍ମୁ-କଶ୍ମୀରର ଅନନ୍ତନାଗରେ ୧୨,୧୨୫ ଫୁଟ ଉଚ୍ଚରେ ଉଡିଲା ତ୍ରିରଙ୍ଗା
ଅନନ୍ତନାଗ,୧୫।୮: ସମଗ୍ର ଦେଶରେ ରବିବାର ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି କ୍ରମରେ ଜମ୍ମୁ-କଶ୍ମୀରରେ ୧୨,୧୨୫ ଫୁଟ ଉଚ୍ଚରେ ଉଡିଛି ତ୍ରିରଙ୍ଗା। ଭାରତୀୟ ଯବାନମାନେ ଅନନ୍ତନାଗ ଜିଲାର ଦକ୍ଷିଣ କଶ୍ମୀରର ମୋର୍ଗାନ ଟପ୍ ପର୍ବତ ଶିଖରରେ ଜାତୀୟ ପତାକା ଉତ୍ତୋଳନ…
କାବୁଲରେ ତାଲିବାନ, ଶାନ୍ତିପୂର୍ଣ୍ଣ ଭାବେ ହେବ କ୍ଷମତା ହସ୍ତାନ୍ତର କହିଲେ ମନ୍ତ୍ରୀ…
କାବୁଲ,୧୫।୮: ଆଫଗାନିସ୍ତାନର କାବୁଲରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ସହରର ଆକାଶରେ ସୈନ୍ୟ ବାହିନୀ ହେଲିକପ୍ଟର ଉଡ଼ିବୁଲି ସ୍ଥିତି ଅନୁଧ୍ୟାନ କରୁଛି। ଏପରିସ୍ଥଳେ ଗୃହମନ୍ତ୍ରୀ ଅବଦୁଲ୍ ସତାର ମିର୍ଜାକ୍ୱାଲ କହିଛନ୍ତି ଯେ, ସହର ଉପରେ ଆକ୍ରମଣ ହୋଇନାହିଁ। କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ…
୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା
ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି…
ଅଛନ୍ତି ୧୭ ନାତିନାତୁଣୀ, ଏବେ ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ ଏହି ବୃଦ୍ଧା
କୁହାଯାଏ, ପ୍ରେମରେ କୌଣସି ବୟସ ନାହିଁ। କାହାକୁ କେତେବେଳେ ପ୍ରେମ ହୋଇଯିବ ତାହା କହି ହେବ ନାହିଁ। ଠିକ୍ ସେମିତି ଏକ ଘଟଣା ଘଟିଛି ଆମେରିକାରେ। ଏଠାକାର ଜଣେ ବୃଦ୍ଧା ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ। ଏହି ବୃଦ୍ଧାଙ୍କର…
ପାର୍ଲାମେଣ୍ଟ୍ରେ ହେଉନି ଉପଯୁକ୍ତ ବିତର୍କ, ପ୍ରତିକ୍ରିୟା ଦେଲେ ସିଜେଆଇ…
ନୂଆଦିଲ୍ଲୀ,୧୫।୮: ପାର୍ଲାମେଣ୍ଟ୍ରେ ଉପଯୁକ୍ତ ବିତର୍କ ନ ହୋଇ ଆଇନ ପାରିତ ହେଉଛି। ଏହାଦ୍ୱାରା ସମ୍ପୃକ୍ତ ଆଇନର ସ୍ପଷ୍ଟତାର ଅଭାବ ପରିଲକ୍ଷିତ ହେଉଛି ବୋଲି ସୁପ୍ରିମ୍କୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ଏନ୍.ଭି. ରମନା କ୍ଷୋଭ ପ୍ରକାଶ କରିଛନ୍ତି। ପାର୍ଲାମେଣ୍ଟରେ ଆଇନ ସହିତ ଜଡ଼ିତ ଥିବା…
୩୩୫ ଯୁବତୀଙ୍କ ସହ ଡେଟ୍ରେ ଯାଇସାରିଲେଣି ଏହି ଯୁବକ, ଏବେ ବି ଅଧୁରା ରହିଛି ସ୍ବପ୍ନ
ତାମିଲନାଡୁରେ ରହୁଥିବା ସୁନ୍ଦର ରାମୁ ବର୍ତ୍ତମାନ ସୁଦ୍ଧା ୩୩୫ ଯୁବତୀଙ୍କ ସହ ଡେଟ୍ରେ ଯାଇସାରିଲେଣି। କିନ୍ତୁ ତାଙ୍କ ଇଚ୍ଛା ଏବେ ବି ପୂରଣ ହୋଇନାହିଁ। କାରଣ ତାଙ୍କର ଲକ୍ଷ୍ୟ ରହିଛି ସେ ୩୬୫ ଯୁବତୀଙ୍କ ସହ ଡେଟ୍ରେ ଯିବେ। ସୁନ୍ଦର ଇତିମଧ୍ୟରେ…

