Home

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପକୁ ନେଇ ଚାଷୀକୂଳ ଆଶାବାନ୍ଧି ବସିଥିବାବେଳେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ଆରମ୍ଭ କରିଛି। ଶନିବାର ବାରିପଦାରେ ସର୍ବାଧିକ ୧୦୮.୮ ମି.ମି. ବର୍ଷା ହୋଇଛି। ଫଳରେ ସହରର ଅଧିକାଂଶ ରାସ୍ତାରେ ପାଣି ସୁଅ ଚାଲିବାରୁ ବହୁ ସମୟ…

ଉଭେଇଯାଉଛି ଝୋଟ ଚାଷ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ଅର୍ଥକରୀ ଫସଲ ଝୋଟଚାଷ ରାଜ୍ୟରୁ ଲୋପ ପାଇବାରେ ଲାଗିଛି। ଉପକୂଳବର୍ତ୍ତୀ କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଆଦି ଜିଲାରେ ପ୍ରବଳ ମାତ୍ରାରେ ଝୋଟଚାଷ ହେଉଥିଲା। ଗତ କିଛିବର୍ଷ ହେବ ଏହି ସବୁ ଜିଲାରୁ…

କାବୁଲ ଚାରିପଟେ ତାଲିବାନ୍‌

କାବୁଲ୍‌,୧୫।୮: ଆଫଗାନିସ୍ତାନ ରାଜଧାନୀ କାବୁଲର ଦକ୍ଷିଣରେ ଥିବା ଲୋଗାର ପ୍ରଦେଶକୁ ତାଲିବାନ ଆତଙ୍କବାଦୀମାନେ ଦଖଲ କରିବା ସହ ଶନିବାର ମଜାର-ଇ-ଶରିଫ୍‌ ଉପରେ ଆକ୍ରମଣ ଅବ୍ୟାହତ ରଖିଛନ୍ତି। ଆମେରିକା ସୈନ୍ୟ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହେବାକୁ ଆଉ ୩ ସପ୍ତାହରୁ କମ୍‌ ସମୟ ଥିବାବେଳେ…

ଆଇଟି ନିୟମ ଧାରା ଉପରେ ରୋକ

ମୁମ୍ବାଇ, ୧୫ା୮: ଡିଜିଟାଲ ମିଡିଆ ପାଇଁ ଉଦ୍ଦିଷ୍ଟ ନୂଆ ସୂଚନା ପ୍ରଯୁକ୍ତିବିଦ୍ୟା(ଆଇଟି) ନିୟମ, ୨୦୨୧ର ଧାରା ୯ (୧) ଏବଂ ୯ (୩) ଉପରେ ବମ୍ବେ ହାଇକୋର୍ଟ ଶନିବାର ରୋକ ଲଗାଇଛନ୍ତି। ଆଚରଣ ସଂହିତା ସମ୍ବନ୍ଧିତ ଖବର ପ୍ରକାଶ ନିମନ୍ତେ ପ୍ରକାଶକଙ୍କ…

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ…

ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪…

ଝିଅର ସ୍କୁଲ ବ୍ୟାଗ୍‌ କିଣିବାକୁ ଯାଇଥିଲେ ପିତା, ଘରକୁ ଫେରିବା ପରେ ହୋଇଗଲେ କୋଟିପତି

କୁହାଯାଏ, ଭାଗ୍ୟ କାହାକୁ କେତେବେଳେ ନେଇ କେଉଁଠି ପହଞ୍ଚାଇବ ତା’ର ହିସାବ ନାହିଁ। ଏହି ଉକ୍ତି ପ୍ରମାଣିତ ହୋଇଛି ଆମେରିକାରେ ରହୁଥିବା ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଫ୍ଲୋରିଡାର ୪୭ ବର୍ଷୀୟ କ୍ଲିବ୍‌ଲ୍ୟାଣ୍ଡ ପୋପ୍‌ କହିଛନ୍ତି, ସେ ତାଙ୍କ ଝିଅ ପାଇଁ ସ୍କୁଲ…

ଆଜି ଆଉ ୬୪ଜଣଙ୍କ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ…

ଆତ୍ମନିର୍ଭର ଭାରତ ଗଠନରେ ଜାତୀୟ ହାଇଡ୍ରୋଜେନ୍‌ ମିଶନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୧୫।୮: ସମ୍ପ୍ରତି ଭାରତ ବହୁବିଧ କ୍ଷେତ୍ରରେ ବିକାଶ କରୁଥିବାବେଳେ ଶକ୍ତି କ୍ଷେତ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପାଲଟିଛି। ଏବେ ଦେଶ କ୍ୱାଣ୍ଟମ ଜମ୍ପ ଦେବାକୁ ଯାଉଛି। ଦେଶର ବହୁବିଧ ବିକାଶ ଲାଗି ଆଜି ସବୁଜ ଶକ୍ତି ଅପରିହାର୍ଯ୍ୟ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ…

ରାଜ୍ୟରେ ୧,୦୫୮ କରୋନା ପଜିଟିଭ୍‌ ଚିହ୍ନଟ; ୧୮ ବର୍ଷ ମଧ୍ୟରେ ୧୩୮ ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ୧୮ ବର୍ଷ ବୟସ ମଧ୍ୟରେ ଥିବା ଜଣାପଡ଼ିଛି। ଏହାଛଡ଼ା ୬୧୬ କ୍ୱାରାଣ୍ଟାଇନ୍‌ ଏବଂ ୪୪୨ଟି ଲୋକାଲ କେସ୍‌…

କ୍ରୀଡ଼ା ପାଠପଢ଼ାର ଅଂଶ ବିଶେଷ, ମୁଖ୍ୟ ସ୍ରୋତରେ ହେବ ସାମିଲ୍‌…

ନୂଆଦିଲ୍ଲୀ,୧୫।୮: ପାଠପଢ଼ାରେ କ୍ରୀଡ଼ାକୁ ଏକ ଅଂଶ ବିଶେଷ ଭାବେ ଗ୍ରହଣ କରାଯାଇ ମୁଖ୍ୟ ସ୍ରୋତରେ ସାମିଲ୍‌ କରାଯିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ନିଜ ଭାଷଣରେ ସେ ଏଭଳି ସୂଚନା…

ସମସ୍ତଙ୍କ ପାଇଁ ଶୁଭ ନୁହେଁ ତୁଳସୀ? ଘରେ ପୂଜା କରୁଥିଲେ ଏସବୁ ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ..

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?