ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ, ଅନ୍ଲାଇନ୍ କ୍ଲାସ୍ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…
ନୂଆଦିଲ୍ଲୀ,୧୪।୮: ଅନ୍ଲାଇନ୍ କ୍ଲାସ୍ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭ ବର୍ଷ ବୟସ୍କ ଦ୍ୱାଦଶ ଶ୍ରେଣୀ ଛାତ୍ର କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ସ୍କୁଲ୍…
ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍, ୪ ଜୈଶ୍ ଆତଙ୍କବାଦୀ ଗିରଫ…
ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍ ହୋଇଛି। କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ୪ ଜଣ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ବାଧୀନତା ଦିବସରେ ମୋଟରସାଇକେଲରେ…
ବେଡ୍ରୁମ୍ରୁ ଶୁଭୁଥିଲା ନାଗ ସାପର ସୁ-ସୁ ଗର୍ଜନ, ଡରିଗଲେ ମହିଳା; ପାଖକୁ ଯାଇ ଦେଖିବାରୁ…
ସିଙ୍ଗାପୁର: ସାପ ନାଁ ଶୁଣିଲେ ଭୟରେ ଦେହ ଥରି ଉଠେ। ଆଉ ଯଦି ନାଗ ସାପର ନାଁ କାନରେ ପଡ଼ିଯାଏ ତେବେ ଦେହରୁ ଗମ୍ଗମ୍ ଝାଳ ବୋହିଯାଏ। ତୁରନ୍ତ ସୁରକ୍ଷିତ ସ୍ଥାନକୁ ଲୋକେ ଦୌଡ଼ନ୍ତି। ଏମିତି ଏକ ଘଟଣା ଘଟିଛି ସିଙ୍ଗାପୁରରେ।…
୩୬୧ ମିନିଟ୍,୨୨୧ ବଲ୍…କିଛି ଏଭଳି ଖେଳି ପାକିସ୍ତାନ ବୋଲର୍ଙ୍କ ଝାଳ ବୁହାଇଦେଲେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୧୪।୮: କ୍ରିକେଟ ଦୁନିଆରେ ଏପରି ଅନେକ ଖେଳାଳି ଅଛନ୍ତି, ଯେଉଁମାନେ ଯୋଗ୍ୟତା ଥାଇ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିନାହାନ୍ତି। ବର୍ତ୍ତମାନର ଓ୍ବେଷ୍ଟଇଣ୍ଡିଜ୍ ଟେଷ୍ଟ ଅଧିନାୟକ କ୍ରେଗ ବ୍ରାଥଓ୍ବାଇଟ୍ ସେମାନଙ୍କ ମଧ୍ୟରୁ ଜଣେ। କିଙ୍ଗଷ୍ଟୋନର ସାବିନା ପାର୍କରେ ପାକିସ୍ତାନ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ପ୍ରଥମ…
ପ୍ରକାଶ ପାଇଲା ଯୁକ୍ତ ୨ କଳା, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ: ୯୮.୫୮% ପାସ ହାର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା…
୧,୩୮୦ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ…
ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ୧.୩୮୦ ସାହସୀ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ୬୬୨ ଜଣ ପୋଲିସ କର୍ମଚାରୀଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ପୋଲିସ ପଦକ, ୬୨୮ ଜଣ କର୍ମଚାରୀଙ୍କୁ ରାଷ୍ଟ୍ରପତି ପଦକ ଏବଂ ୮୮ ଜଣ କର୍ମଚାରୀଙ୍କୁ…
ଷଣ୍ଢ ସହିତ ଖେଳୁଥିଲେ ଯୁବକ, ଏମିତି ଦେଲା ପାନେ
ବିହାରର ଛପରାରେ ଜଣେ ଯୁବକଙ୍କୁ ଷଣ୍ଢ ସହ ଖେଳିବା ମହଙ୍ଗା ପଡ଼ିଛି। ଘର ବାହାରେ ଠିଆ ହୋଇଥିବା ଏକ ଷଣ୍ଢର ଶିଙ୍ଘକୁ ଯୁବକ ଜଣକ ଧରିଥିଲେ। କେତେଥର ଷଣ୍ଢଟି ଶିଙ୍ଘ ହଲାଇ ଯୁବକଙ୍କୁ ଦୂରେଇ ଦେଉଥାଏ। ମାତ୍ର ଯୁବକ ଜଣକ ବାରମ୍ବାର…
ଫଟା ଜିନ୍ସ ଉପରେ ଦେଇଥିଲେ ଟିପ୍ପଣୀ, ଏବେ ଟ୍ରାନ୍ସପେରେଣ୍ଟ ପୋଷାକ ପିନ୍ଧି ଟ୍ରୋଲ ହେଉଛନ୍ତି ଏହି ଅଭିନେତ୍ରୀ
ବମ୍ବେ: କଥାରେ ଅଛି କହି ଦେଉଥାଏ ପରକୁ। ବୁଦ୍ଧି ନ ଆସଇ ଘରକୁ। ଅର୍ଥାତ ଅନ୍ୟକୁ କହିବା ସହଜ ହେଲେ ହେଁ ନିଜେ ସେହି କାମ କରିବା କଷ୍ଟକର। ଏପରି କିଛି କରି ଟ୍ରୋଲ ହେଉଛନ୍ତି ବିବାଦୀୟ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ।…
ଆଉ ହୋଇ ପାରିବନି ଫେକ୍ ଭୋଟିଂ, ସରକାର ଆଣୁଛନ୍ତି ନୂଆ ବ୍ୟବସ୍ଥା…
ନୂଆଦିଲ୍ଲୀ,୧୪।୮: ଏଣିକି ଫେକ୍ ଭୋଟିଂ ଆଉ କରାଯାଇ ପାରିବ ନାହିଁ। ଖୁବ୍ ଶୀଘ୍ର ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିପାଇଁ ସରକାରଙ୍କୁ କିଛି ଆଇନରେ ସଂଶୋଧନ କରିବାକୁ ପଡିବ। ଏହା ସହିତ, ଡାଟା ସୁରକ୍ଷା…
ସରୋଗେସୀ ଦ୍ୱାରା ସନ୍ତାନ ଜନ୍ମ କରିବାକୁ ଚାହୁଁଥିଲେ କରିନା; ନିଜ ପୁସ୍ତକରେ କଲେ ଏଭଳି…
ବମ୍ବେ: ପ୍ରଥମ ପରେ ଦ୍ୱିତୀୟ ସନ୍ତାନକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ଖାନ୍। ନିକଟରେ ସେ ଗର୍ଭଧାରଣ ସମୟର ଅନୁଭୂତିକୁ ନେଇ ଏକ ପୁସ୍ତକ ପ୍ରକାଶ କରିଥିଲେ। ଏଥିରେ ସେ ଅନେକ କଥା ଖୁଲାସା କରିଛନ୍ତି।…
ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍ ଚିହ୍ନଟ
ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା ଦେଇଛନ୍ତି।…
ଲାଲ୍ କିଲ୍ଲା ପାଲଟିଲା ଅଭେଦ୍ୟ ଦୁର୍ଗ,୯ ଆଣ୍ଟି ଡ୍ରୋନ୍-୩୦୦ ସିସିଟିଭି-୫୦୦୦ ଯବାନ ମୁତୟନ…
ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲ୍ କିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କିଲ୍ଲାକୁ ଅଭେଦ୍ୟ ଦୁର୍ଗରେ ପରିଣତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ। ସମଗ୍ର ଦିଲ୍ଲୀ…

