Home

କୋର୍ଟରେ ପ୍ରୋଟେଷ୍ଟ ପିଟିଶନ ଦାଖଲ

ଭୁବନେଶ୍ୱର,୮।୭(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ବର୍ଷେ ପରେ ବି କ୍ରାଇମବ୍ରାଞ୍ଚର ତଦନ୍ତ ଶେଷ ହୋଇନାହିଁ। ଏପରି କି କ୍ରାଇମବ୍ରାଞ୍ଚ ଆଦିତ୍ୟଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିପାରିନାହିଁ। ତେଣୁ ଏହି ତଦନ୍ତକୁ ନେଇ ପରିବାର ଲୋକେ ପୁଣି ପ୍ରଶ୍ନ ଉଠାଇଛନ୍ତି। ଏନେଇ…

ମଦ ପିଇ ମାତାଲ୍‌ ହେଲେ ମଇଁଷି, ମାଲିକ ଗିରଫ…

ଅହମଦାବାଦ୍‌,୮।୭: ଗୁହାଳରେ ରଖାଯାଇଥିବା ମଦ ପିଇ ମଇଁଷିମାନେ ମାତାଲ ହୋଇ ସର୍ବସାଧାରଣ ରାସ୍ତାରେ ଭଙ୍ଗାରୁଜା କରିଥିଲେ। ଏଭଳି ଅଭାବନୀୟ ଘଟଣା ଗୁଜରାଟର ଗାନ୍ଧିନଗରରେ ଘଟିଛି। ଖବର ପାଇ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମଇଁଷିଙ୍କୁ ଆୟତ୍ତ କରିଥିଲେ। ଏହା ପରେ ମାଲିକଙ୍କୁ…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ରଥଯାତ୍ରା। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋର୍‌ସୋର୍‌ରେ ଚାଲିଛି । ତେବେ ରଥଯାତ୍ରା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ମାଟ୍ରିକ ଫଳକୁ ନେଇ ଅଭିଭାବକ ଅସନ୍ତୁଷ୍ଟ

କଟକ ଅଫିସ,୮।୭: ଚଳିତବର୍ଷ ମାଟ୍ରିକ ଫଳକୁ ନେଇ ଝାରସୁଗୁଡାର ଜଣେ ଅଭିଭାବକ ଅସନ୍ତୋଷ ପ୍ରକାଶ କରିବା ସହ ତାଙ୍କ ପୁତ୍ରଙ୍କ ସାନି ମୂଲ୍ୟାୟନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ନିରାକାର ପାରୁୱାଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ମିଶ୍ର ଏ ନେଇ…

୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ

ପୁରୀ ଅଫିସ,୮।୭: ରଥଯାତ୍ରା ପାଇଁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ମହାରାଜାଙ୍କ ସଭାପତିତ୍ୱରେ ବୈଠକ ହୋଇଥିବା ବେଳେ ଏଥିରେ ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ୍‌…

ୟୁପି ବିଜୟ ଲକ୍ଷ୍ୟ, ଭାଜପାର ଅଭେଦ୍ୟ ଚକ୍ରବ୍ୟୁହ…

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ମାଧ୍ୟମରେ ଭାଜପା ଉତ୍ତରପ୍ରଦେଶ (ୟୁପି)ରେ ଏକ ଅଭେଦ୍ୟ ଚକ୍ରବ୍ୟୁହ ଗଠନ କରିଛି। ୨୦୨୨ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ବିରୋଧୀ ଦଳଗୁଡ଼ିକୁ ପଛରେ ପକାଇ କିପରି ସମ୍ପୂର୍ଣ୍ଣ ରାଜ୍ୟ ବିଜୟ କରିହେବ…

ଓଡ଼ିଶା ପାଇଁ ୧,୦୬୨ କୋଟି

ଭୁବନେଶ୍ୱର, ୮।୭(ବ୍ୟୁରୋ): ଓଡ଼ିଶା ପାଇଁ ମଧ୍ୟାହ୍ନଭୋଜନ ବାର୍ଷିକ ଅଟକଳ ଓ ଯୋଜନା ବୈଠକ ବୁଧବାର ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ସଚିବ ଅନିତା କରୱାଲ୍‌ ସଭାପତିତ୍ୱ କରିଥିଲେ। ଯୁଗ୍ମ ସଚିବ ରାମଚନ୍ଦ୍ର ମୀନା,…

୧୧ରେ ଲଘୁଚାପ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବ।…

ମନ୍ତ୍ରୀ ପଦରୁ ଇସ୍ତଫା ପରର ଯନ୍ତ୍ରଣା

ନୂଆଦିଲ୍ଲୀ,୮।୭: ଜୁଲାଇ ୭ ମୋଦି କ୍ୟାବିନେଟ ବିସ୍ତାର ହୋଇଛି। ନୂତନ ମନ୍ତ୍ରିମଣ୍ଡଳରେ ୪୩ ଜଣ ସ୍ଥାନ ପାଇଛନ୍ତି। ଏଥିମଧ୍ୟରୁ ୧୫ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୨୮ ଜଣ ରାଜ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଅନେକ ମନ୍ତ୍ରୀ ନିଜ…

ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ଖୋଲିଲା, ଲଟେରୀରେ ଜିଣିଲେ ୪୦ କୋଟି…

ଦୁବାଇ,୮।୭: ଦୁବାଇରେ ଜଣେ ଭାରତୀୟ ଟ୍ୟାକ୍ସି ଡ୍ରାଇଭରଙ୍କ ଭାଗ୍ୟ ରାତାରାତି ପରିବର୍ତ୍ତନ ହୋଇଛି। ସେ ଲଟେରୀ ଜିଣି ୪୦ କୋଟି ଟଙ୍କା ପାଇଛନ୍ତି। କେରଳର ରଞ୍ଜିତ୍‌ ସୋମରାଜନ ୨୦୦୮ଠାରୁ ଦୁବାଇରେ ଟ୍ୟାକ୍ସି ଚଳାଉଛନ୍ତି। ସେ ଆବୁଧାବି ବିଗ୍‌ ଟିକଟ ଡ୍ରରେ ଲଟେରୀ…

ଗର୍ଲଫ୍ରେଣ୍ଡଙ୍କୁ ଘରୁ ଉଠାଇ ନେଇ ବିବାହ କରିଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଗାଙ୍ଗୁଲି ହେଉଛି ଭାରତୀୟ କ୍ରିକେଟ ପରିବର୍ତ୍ତନର ବଡ ଚେହେରା। ଆଜି ଯେଉଁଠି ଟିମ ଇଣ୍ଡିଆ ି ଛିଡା ହୋଇଛି, ଗାଙ୍ଗୁଲି ଅଧିନାୟକ ଥିବାବେଳେ ଏହାର…

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri