Home

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌କୁ ଛଡ଼ାଯାଇଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ ଯୁବକ ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ଜଣ ଯୁବକଙ୍କୁ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ ପରୀକ୍ଷା ଅଛି। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌କୁ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସେମାନେ ସମ୍ମିଳିତ ଉଦ୍ୟମରେ ଗାଁରେ କେନାଲ ପୁନରୁଦ୍ଧାର…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ ଆମେ ଏକାଧିକ ବାର ଭେଟାଭେଟି ହେଉଥିବାରୁ ସେ ମୋତେ ଭଲ ଭାବରେ ଚିହ୍ନିଥିଲେ।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା ଦେବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆର୍ଡମିଟ…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ କଲେ ତାଙ୍କ ଗୁହାରି ସେଠି କେହି କର୍ଣ୍ଣପାତ ମଧ୍ୟ କରୁନାହାନ୍ତି ଆଉ ଅଭିଯୋଗ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ ମଧ୍ୟରେ ୬୨ଟି ଇ-ମେଲ୍‌ ଆଦାନପ୍ରଦାନ ହୋଇଥିଲା ବୋଲି କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି।…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଉଭୟ ପକ୍ଷର ପ୍ରତିନିଧି ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆଲୋଚନା କରିଥିଲେ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା ମାଗିଛନ୍ତି। ଏତେ ସଂଖ୍ୟାରେ ଲୋକଙ୍କ ଆଗମନ ଅସାଧାରଣ ଥିଲା ବୋଲି ମନ୍ତ୍ରୀ କହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?