ମୁଁ ଭାଗ୍ୟବାନ; କାହିଁକି ଏମିତି କହିଲେ ଭୁବନେଶ୍ୱର
କଲମ୍ବୋ,୭।୭: ଭାରତୀୟ ଦଳର ଦ୍ରୁତ ବୋଲର ତଥା ଶ୍ରୀଲଙ୍କାର ଗସ୍ତ ପାଇଁ ଦଳର ଉପ-ଅଧିନାୟକ ନିଯୁକ୍ତ ହୋଇଛନ୍ତି ଭୁବନେଶ୍ୱର କୁମାର। ଏହି ସିରିଜ ସମୟରେ ତାଙ୍କର ଭୂମିକା ଅନ୍ୟ ଖେଳାଳୀଙ୍କୁ ସେମାନଙ୍କର ଦକ୍ଷତା ଏବଂ ମାନସିକ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାରେ ସାହାଯ୍ୟ…
ବିବାହରେ ପହଞ୍ଚିଲେ ହଜାରେ ଅତିଥି: ଆଉ ତା’ପରେ
ରାୟପୁର,୭।୭: ଛତିଶଗଡ଼ ଅମ୍ବିକାପୁର ସହରରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ କରୋନା ନିୟମ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। କରୋନା କାଳରେ ବିବାହ କାର୍ଯ୍ୟକ୍ରମରେ କମ୍ ସଂଖ୍ୟକ ତଥା ୫୦ ଅତିଥି ସାମିଲ ହେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ…
ଏକଦା ପ୍ରେମିକାଙ୍କ ପାଇଁ ସୁନିଲ ସେଟ୍ଟୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଥିଲେ ସଲମାନ୍; ଜାଣନ୍ତୁ ପୁରା ଘଟଣା
ବମ୍ବେ: ବଲିଉଡ୍ ଅଭିନେତା ସୁନିଲ ସେଟ୍ଟୀଙ୍କୁ ଇଣ୍ଡଷ୍ଟ୍ରୀର ଅନ୍ନା ବୋଲି କୁହାଯାଏ। ହେଲେ ଯଦି ତାଙ୍କର ବିତୃଷ୍ଣା ଭାବ ଆସେ ତେବେ ସେ କାହା ସହ କଥା ହୁଅନ୍ତି ନାହିଁ। ସୁପରଷ୍ଟାର ସଲମାନଙ୍କ ସହ ତାଙ୍କ ସମ୍ପର୍କ ବେଶ୍ ଭଲ। ହେଲେ…
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ହାତ ଛାଡ଼ି ଧରିଲେ ପଦ୍ମ
ମୁମ୍ବାଇ,୭।୭: ଦେଶର ରାଜନୈତିକ ଦଳରେ ବର୍ତ୍ତମାନ ଅଦଳବଦଳ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ମହାରାଷ୍ଟ୍ରର ଉତ୍ତର ଭାରତୀୟର ପ୍ରମୁଖ ନେତା ତଥା କଂଗ୍ରେସ ସରକାରରେ ମନ୍ତ୍ରୀ ଥିବା କ୍ରିପାଶଙ୍କର ସିଂହ ବୁଧବାର ହାତ ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ମୁମ୍ବାଇ…
ଯେଉଁ ବନ୍ଧୁ ଶିଖାଇଥିଲେ ‘ହେଲିକପ୍ଟର ଶଟ୍’,ତାଙ୍କ ଜୀବନ ବଞ୍ଚାଇବା ପାଇଁ ସତସତିକା ହେଲିକପ୍ଟର ପଠାଇଥିଲେ ଧୋନୀ; ହେଲେ…
ନୂଆଦିଲ୍ଲୀ,୭।୭: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜର ହେଲିକପ୍ଟର ଶଟ୍କୁ ନେଇ ବେଶ ପରିଚିତ। ହେଲେ ସେ ଏହାକୁ ଜଣେ ଘନିଷ୍ଠ ବନ୍ଧୁଙ୍କଠାରୁ ଶିକ୍ଷା କରିଥିଲେ। ସେ ହେଲେ ସନ୍ତୋଷ ଲାଲ୍। ଧୋନୀଙ୍କ ବାୟୋପିକ୍ରେ ସନ୍ତୋଷଙ୍କ…
ଘରେ ବସିଥିବା ସମୟରେ ମହିଳାଙ୍କ ଉପରେ ହେଲା ବଜ୍ରପାତ
ଆନନ୍ଦପୁର,୭ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଓସ୍ତପୁରା ଗ୍ରାମର ପ୍ରଶାନ୍ତ ମୁର୍ମୁଙ୍କ ସ୍ତ୍ରୀ ସାରଥି ମୁର୍ମୁ (୨୩) ବଜ୍ରପାତରେ ଗୁରୁତର ହୋଇ ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ବୁଧବାର ମଧ୍ୟାହ୍ନରେ ସେ ଘର ବସିଥିବା ସମୟରେ…
ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, କହିଲେ…
ଇସ୍ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆଜି ଟୁଇଟର୍ରେ ଏକ ପୋଷ୍ଟ କରି ଭେଟେରାନ ଅଭିନେତା ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ବୁଧବାର ସକାଳେ ଦିଲୀପଙ୍କ ପରଲୋକ ଘଟିଛି।…
ଶିକ୍ଷାମନ୍ତ୍ରୀଙ୍କ ପରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା
ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ସହ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ହେଲେ ଏହା ପୂର୍ବରୁ ଅନେକ ମନ୍ତ୍ରୀମାନେ ନିଜ ପଦରୁ ଇସ୍ତାଫା ଦେଇଛନ୍ତି। ପୂର୍ବରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ…
ତାରାତାରିଣୀ ମନ୍ଦିର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ପର୍ଯ୍ୟଟନ ମନ୍ତ୍ରୀ
ଗଞ୍ଜାମ,୭ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତରେ ଆସି ମା’ ଙ୍କ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।…
ଓଡ଼ିଶାରୁ ୨ ନୂଆ ମନ୍ତ୍ରୀ
ଭୁବନେଶ୍ୱର,୭।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟା ୬ଟାରେ ହେବ। ଏହା ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨ ନୂଆ ମନ୍ତ୍ରୀ ସାମିଲ ହେବା ସ୍ପଷ୍ଟ ହୋଇଛି। ସେମାନେ ହେଲେ ଏମ୍ପି ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର…
କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ
ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍ଏସ୍ଏମ୍ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ ପ୍ରତାପ । ଲୋକ ସଭା ନିର୍ବାଚନରେ ସେ ବାଲେଶ୍ୱରୁ ନିର୍ବାଚିତ ହେବା…
ଲାମ୍ବ୍ଡା ଭାରିଆଣ୍ଟ୍ ଡେଲ୍ଟାଠାରୁ ଅଧିକ ଭୟଙ୍କର, ଚେତାବନୀ ଦେଲା ମାଲେସିଆ …
କୁଆଲାଲ୍ମ୍ପୁର,୭।୭: ପେରୁରେ ଦେଖାଦେଇଥିବା ଲାମ୍ବ୍ଡା ଭାରିଆଣ୍ଟ୍ ଡେଲ୍ଟାଠାରୁ ଅଧିକ ଭୟଙ୍କର। ଏନେଇ ମାଲେସିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଇତିମଧ୍ୟରେ ବ୍ରିଟେନରେ ୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଲାମ୍ବ୍ଡା ଭାରିଆଣ୍ଟ୍ ବର୍ତ୍ତମାନ ସୁଦ୍ଧା ୩୦ରୁ ଅଧିକ ଦେଶକୁ…
Archives


