Home

ପୋଲିସ ବାବୁଙ୍କ ଘରେ ଚୋରି ପରେ ଚିଠି ଛାଡ଼ିଗଲା ଚୋର…

ଭୋପାଳ,୭।୭: ଜଣେ ପୋଲିସ ବାବୁଙ୍କ ଘରେ ଚୋରି କରିବା ପରେ ବିଚରା ଚୋର ଏକ ଚିଠି ଛାଡ଼ି ପଳାଇଛି। ଅସୁବିଧା ଥିବାରୁ ସେ ଚୋରି କରିଥିବା ଚିଠିରେ ଲଲ୍ଲେଖ କରିଛନ୍ତି। ଏପରି ନ କଲେ ତାଙ୍କ ସାଙ୍ଗଙ୍କର ଜୀବନ ରକ୍ଷା ସମ୍ଭବ…

ଚେତୁନି ବିସିସିଆଇ

ଲଣ୍ଡନ,୭।୭: ଇଂଲଣ୍ଡରେ କରୋନା ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏବେ ଇଂଲଣ୍ଡ ଦଳର ୭ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହା ସତ୍ତ୍ୱେ ବିସିସିଆଇ ଏଥିରୁ କିଛି ଶିକ୍ଷା ଲାଭ କରି ନାହିଁ। ଇଂଲଣ୍ଡ ଗସ୍ତରେ ଭାରତୀୟ ଖେଳାଳିଙ୍କ…

ଏହି ଅଭିନେତ୍ରୀଙ୍କୁ ଶୁଟିଂ ଶେଟ୍‌ରେ ଶକ୍ତ ଚାପୁଡ଼ା ମାରିଥିଲେ ଦିଲୀପ କୁମାର, ଉଡ଼ିଯାଇଥିଲା ହୋସ୍‌

ମୁମ୍ବାଇ: ଏକଦା ‘ଟ୍ରାଜେଡି କିଙ୍ଗ୍‌’ ତଥା ଅଭିନେତା ଦିଲୀପ କୁମାର ଏବଂ ଅଭିନେତ୍ରୀ ମଧୁବାଲାଙ୍କ ଯୋଡ଼ିକୁ ଦର୍ଶକେ ଖୁବ୍‌ ପସନ୍ଦ କରୁଥିଲେ। ଥରେ ମଧୁବାଲାଙ୍କୁ ଦିଲୀପ କୁମାର ଖୁବ୍‌ ଜୋର୍‌ରେ ଏକ ଚାପୁଡ଼ା ମାରିଥିଲେ। ହୋସ୍‌ ଆସିବାକୁ ମଧୁବାଲାଙ୍କୁ ଗୋଟିଏ ଘଣ୍ଟା…

ଦଣ୍ଡିବା ଶକ୍ତି ଯା’ର ଥାଇ, ସେ ପୁଣି କ୍ଷମା ଆଚରଇ…

କ୍ଷମା ଏକ ଦିବ୍ୟଗୁଣ। ଏହାଠାରୁ ବଳି ଅନ୍ୟ କିଛି ନାହିଁ। ପ୍ରତିବର୍ଷ ଜୁଲାଇ ୭କୁ ବିଶ୍ୱ କ୍ଷମା ଦିବସ ଭାବେ ପାଳନ କରାଯାଇଥାଏ। କ୍ଷମା ଦ୍ୱାରା ସହଜରେ କିଭଳି ସମାଜରେ ଶାନ୍ତି ସ୍ଥାପନ କରାଯାଇ ପାରୁଛି ସେ ନେଇ ସଚେତନତା ସୃଷ୍ଟି…

ଥରିଲା ଆସାମ

ଦିଶପୁର,୭।୭: ଆସାମର ଗୋଲପାରାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ରହିଛି। ସକାଳ ୮ଟା ୪୫ ଉତ୍ତର ବଙ୍ଗାଲ, ଦାର୍ଜିଲିଂ ଓ କୁଚ ବିହାରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମେଘାଳୟର ତୁରା ଅଞ୍ଚଳରେ…

ମମତାଙ୍କୁ ୫ ଲକ୍ଷ ଜରିମାନା…

କୋଲକାତା,୭।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୫ ଲକ୍ଷ ଟଙ୍କାର ଜରିମାନା ଦଣ୍ଡାଦେଶ କରାଯାଇଛି। କୋଲକାତା ହାଇକୋର୍ଟଙ୍କ ପକ୍ଷରୁ ଏଭଳି ନିର୍ଦ୍ଦେଶ ବୁଧବାର ଜାରି ହୋଇଛି। ଜଣେ ବିଚାରପତିଙ୍କୁ ଖଣ୍ଡପୀଠରୁ ହଟାଇବା ଲାଗି ଦାବି କରିଥିବାରୁ ହାଇକୋର୍ଟଙ୍କ ପକ୍ଷରୁ ଜରିମାନା ଦଣ୍ଡାଦେଶ…

ଆଜ୍‌ ପୁରାନି ରାହୋ ସେ କୋଇ ମୁଝେ ଆଓ୍ବାଜ ନା ଦେ…

ମୁମ୍ବାଇ: ବଲିଉଡ୍‌ର ଟ୍ରାଜେଡି କିଙ୍ଗ୍‌ ଭାବେ ପରିଚିତି ହାସଲ କରିଥିବା ପ୍ରଥମ ସୁପରଷ୍ଟାର୍‌ ଦିଲ୍ଲୀପ୍‌ କୁମାରଙ୍କ ପରଲୋକ ଘଟିଛି। ତେବେ ତାଙ୍କର ଦୀର୍ଘ ୬୫ ବର୍ଷର ଅଭିନୟ ସବୁବେଳ ପାଇଁ ସ୍ମୃତି ହୋଇ ରହିଯାଇଛି। ଦିଲ୍ଲୀପ୍‌ଙ୍କ ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ୍‌…

ଜୁଏଲାରୀ ଦୋକାନରୁ ଲକ୍ଷାଧିକ ଟଙ୍କାର ଲୁଟ

ଖୋର୍ଦ୍ଧା ଅଫିସ,୭।୭ : ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ପତିତପାବନ ଛକ ପଟ୍ଟନାୟକ ଜୁଏଲାରୀ ଦୋକାନରୁ ଗତକାଲି ବିଳମ୍ବିତ ରାତିରେ ୨ ଜଣ ଦୁବୃର୍ତ୍ତ ସଟର ତାଡି ଲକ୍ଷାଧିକ ଟଙ୍କାର ସୁନାଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ଖବରପାଇ ସଦର ଡିଏସପି…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ହିଜ୍‌ବୁଲ୍‌ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ଶୀର୍ଷ କମାଣ୍ଡର ମେହରାଜୁଦ୍ଦିନ୍‌ ହାଲଓ୍ବାଇଙ୍କ ମୃତ୍ୟୁ ଘଟିଛି। ହାଣ୍ଡଓ୍ବାରାରେ କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ,…

ବାଜପେୟୀଙ୍କ ମନ ଦୁଃଖ ଥିବା ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କ୍ଲାସ୍‌ ନେଇଥିଲେ ଏହ ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ମହାନ କଳାକାର ଦିଲୀପ କୁମାରଙ୍କ ୯୮ ବର୍ଷରେ ପରଲୋକ ଘଟିଛି। ପାକିସ୍ତାନରେ ଜନ୍ମଗ୍ରହଣ କରିଥିବା ଦିଲୀପ କୁମାରଙ୍କୁ କେବଳ ଭାରତରେ ନୁହେଁ, ପାକିସ୍ତାନରେ ପ୍ରସିଦ୍ଧ ଥିଲେ। ସେ ଉଭୟ ଦେଶର ସମ୍ପର୍କ ଉପରେ ନଜର ରଖିଥିଲେ। ଥରେ ପୂର୍ବତନ…

ଚା’ ବିକୁଛନ୍ତି ଏହି କ୍ରିକେଟ୍‌ର

ସୌରଭ ଗାଙ୍ଗୁଲିଙ୍କ ପରି ଖେଳାଳିଙ୍କ ସାମ୍ନାରେ ତାଙ୍କ ବୋଲିଂର ଶକ୍ତି ଦେଖାଇବା ପରେ ଯେକୌଣସି ବୋଲର ଆଗକୁ ଯିବାକୁ ସ୍ବପ୍ନ ଦେଖନ୍ତି। କିନ୍ତୁ ଏମିତି ଜଣେ ଭାରତୀୟ ବୋଲର ମଧ୍ୟ ଅଛନ୍ତି ଯିଏ ଏବେ ନିଜ ପରିବାର ଚଳାଇବା ପାଇଁ ଚା’…

୨୨ ବର୍ଷ ସାନ ଅଭିନେତ୍ରୀଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମା ପ୍ରସିଦ୍ଧ ଅଭିନେତା ଦିଲୀପ କୁମାରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ଗତ ମାସରୁ ସେ ଶ୍ୱାସକ୍ରିୟା ନେବାରେ ଅସୁବିଧା ଅନୁଭବ କରୁଥିଲେ। ଏହି କାରଣରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri