୨୫ ହଜାର ବର୍ଗଫୁଟରୁ କମ୍ ଶପିଂ ମଲ୍ ଖୋଲିବ
ଭୁବନେଶ୍ୱର, ୭।୭(ବ୍ୟୁରୋ):ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଥିବାବେଳେ ଅନେକ କଟକଣାକୁ କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ୫%ରୁ ଅଧିକ ସଂକ୍ରମଣ ଥିବା ୧୦ଟି ଜିଲାରେ ପ୍ରାୟ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ସୁଦ୍ଧା ମଲ୍ ଖୋଲିବାକୁ ଅନୁମତି ମିଳିନାହିଁ। ଏହାକୁ…
୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୭ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨ଟି ପୁସ୍ତକ ‘ଆଜିର ଦିନ ମୋର’ ଏବଂ ‘ଉର୍ବଶୀର ଗଁା’ ଉନ୍ମୋଚନ କରିଛନ୍ତି। ପ୍ରଥମ ପୁସ୍ତକ ‘ଆଜିର ଦିନ ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ…
ଜେଇଇ ମେନ୍: ୨୦ରୁ ତୃତୀୟ, ୨୭ରୁ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା
ଭୁବନେଶ୍ୱର, ୭।୭(ବ୍ୟୁରୋ):ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)ଦ୍ୱାରା ପରିଚାଳିତ ଜେଇଇ ମେନ୍ର ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଏପ୍ରିଲ୍ ଓ ମେ’ ମାସରେ ସ୍ଥଗିତ ହୋଇଥିବା ଏହି ପରୀକ୍ଷା ଜୁଲାଇ ଓ ଅଗଷ୍ଟରେ ଅନୁଷ୍ଠିତ ହେବ। ଏ…
ଆନ୍ଧ୍ର ଅନୁରୋଧକୁ ଓଡ଼ିଶାର ଅଗ୍ରାହ୍ୟ
ଭୁବନେଶ୍ୱର,୭ା୭(ବ୍ୟୁରୋ):ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ବିବାଦୀୟ ରାୟ ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟ ଯାଇଛନ୍ତି। ଏହି ମାମଲା ସର୍ବୋଚ୍ଚ ଅଦାଲତରେ ବିଚାରାଧୀନ ଅଛି। ସୁପ୍ରିମକୋର୍ଟ ଚୂଡ଼ାନ୍ତ ରାୟ ପ୍ରଦାନ ନ କରିବା ଯାଏ ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଦ୍ୱାରା ପ୍ରଦତ୍ତ…
୫ ବୃହତ୍ ଇସ୍ପାତ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୭ା୭(ବ୍ୟୁରୋ):ରାଜ୍ୟରେ ୫ଟି ବୃହତ୍ ଇସ୍ପାତ ଶିଳ୍ପ ପ୍ରକଳ୍ପ ପ୍ରତିଷ୍ଠା ହେବ। ଏଥିରେ ୧ ଲକ୍ଷ ୪୬ ହଜାର ୧୭୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୨୫,୯୫୯ ଜଣ…
ଧୋନୀଙ୍କ ପ୍ରଥମ ରୋଜଗାର ବିଷୟରେ ଜାଣି ହେବେ ଆଶ୍ଚର୍ଯ୍ୟ
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ବଡ କ୍ରିକେଟର ହେବା ତାଙ୍କ ଖୁବ୍ ସଂଘର୍ଷ କରିବାକୁ ପଡିଥିଲା। ମହେନ୍ଦ୍ର ସିଂ ଧୋନୀ ଆରମ୍ଭରୁ କ୍ରିକେଟ ପ୍ରତି ଆଗ୍ରହ ପ୍ରକାଶ କରି…
ଚାଲିଗଲେ ଟ୍ରାଜେଡି କିଙ୍ଗ୍
ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ ପୂର୍ବରୁ…
ଧୋନୀ @ ୪୦
ନୂଆଦିଲ୍ଲୀ,୭।୭- ଭାରତୀୟ କ୍ରିକେଟକୁ ସବୁ ଫର୍ମାଟରେ ନଂ୧ରେ ପହଞ୍ଚାଇଥିବା ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ ବର୍ଷରେ ପାଦ ଦେଇଛନ୍ତି। ୨୦୦୭ ଆଇସିସି ଦିନିକିଆ ବିଶ୍ୱକପ୍ ବିଫଳତାକୁ ଭୁଲି ତାଙ୍କ ନେତୃତ୍ୱରେ ପ୍ରଥମ ଟି୨୦ ବିଶ୍ୱକପ୍ରେ ଇତିହାସ ରଚିଥିଲା…
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ ଯୁବ, ଶିକ୍ଷିତ
ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ପାଇଁ ମନ୍ତ୍ରିମଣ୍ଡଳରେ ବଡ଼ ଧରଣ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଆସନ୍ତା ବୁଧବାର ସନ୍ଧ୍ୟା ୬ଟାରେ ଏହାର ଘୋଷଣା କରାଯିବ। ଆଉ ଏହା ଭାରତ ଇତିହାସର ସବୁଠୁ ଯୁବ ମନ୍ତ୍ରିମଣ୍ଡଳ…
ସ୍ତ୍ରୀଙ୍କଠାରୁ ଦୂରରେ ରହିବା ଲାଗି ନକଲି କୋଭିଡ୍ ପଜିଟିଭ୍ ରିପୋର୍ଟ ପ୍ରସ୍ତୁତ କରିଥିଲେ ସ୍ବାମୀ: ଏବେ ଖୋଜୁଛି ପୋଲିସ…
ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ରହୁଥିବା ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କଠାରୁ ଦୂରରେ ରହିବାକୁ ଯାଇ କରୋନା ସଂକ୍ରମିତ ହୋଇଥିବା ନେଇ ମିଛ କହି ଚର୍ଚ୍ଚାକୁ ଆସିଛନ୍ତି। ସେ ନକଲି କୋଭିଡ୍ ପଜିଟିଭ୍ ରିପୋର୍ଟ ପଠାଇ ତାଙ୍କୁ କୋଭିଡ ସେଣ୍ଟରରେ ଭର୍ତ୍ତି କରାଯାଇଥିବା…
ରଥଯାତ୍ରାରେ ଗଜପତି ମହାରାଜା କରିବେ ଛେରାପହଁରା
ପୁରୀ ଅଫିସ,୬।୭: କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ତେବେ ଏଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବା ନେଇ ନାନାଦି କଳ୍ପନାଜଳ୍ପନା କରାଯାଉଥିଲା। ମଙ୍ଗଳବାର ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତବର୍ଷ ରଥଯାତ୍ରାରେ ଗଜପତି ଛେରାପହଁରା…
୩ ବିଳାସପୂର୍ଣ୍ଣ ଘର, ୯ କୋଟିର କାର୍ର ମାଲିକ ହେଉଛନ୍ତି ଏହି ଅଭିନେତା; ୬୮ ଲକ୍ଷ ଟଙ୍କାର ରଖିଛନ୍ତି କେବଳ ଜୋତା
ବମ୍ବେ: ବଲିଉଡ୍ରେ ବିଟ୍ଟୁ ଏବଂ ରେମ୍ବୋ ନାମରେ ଖ୍ୟାତ ରଣବୀର ସିଂହଙ୍କ ଆଜି ହେଉଛି ‘ହାପି ବର୍ଥ ଡେ’। ନିଜର ଫ୍ୟାଶନ ସେନ୍ସକୁ ନେଇ ସର୍ବଦା ସମାଲୋଚିତ ହୋଇଥାନ୍ତି ସେ। ହେଲେ ନିଜର ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖିବାର କ୍ଷମତା ଅଛି…
Archives


