Home

କଶ୍ମୀରକୁ ରାଜ୍ୟ ମାନ୍ୟତା ପରେ ନିର୍ବାଚନ: ଗୁପ୍‌କାର ମେଣ୍ଟ

ନୂଆଦିଲ୍ଲୀ, ୬।୭: ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ରାଜ୍ୟ ମାନ୍ୟତା ଫେରାଇବା ପରେ ସେଠାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ବୋଲି ପିପୁଲ୍ସ ଆଲିଆନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ଗୁପ୍‌କାର ମେଣ୍ଟ) ପକ୍ଷରୁ ସୋମବାର କୁହାଯାଇଛି। ଗତ ମାସ ୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଗୃହରେ ବିଶୃଙ୍ଖଳିତ ଆଚରଣ ଅକ୍ଷମଣୀୟ

ନୂଆଦିଲ୍ଲୀ, ୬।୭ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ ଏବଂ ବିଧାନସଭା ଭିତରେ ଆଇନ ପ୍ରଣେତାଙ୍କ ବିଶୃଙ୍ଖଳିତ ଆଚରଣକୁ କ୍ଷମା କରାଯାଇପାରିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗୃହ ମଧ୍ୟରେ ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରିବା ଅଭିଯୋଗରେ ସେମାନଙ୍କୁ ବିଚାରର ସମ୍ମୁଖୀନ ହେବାକୁ ପଡ଼ିବ…

ଡୋପିଂ ମାମଲାରେ ଲାଇସେଙ୍କୋ ବାସନ୍ଦ

ମୋନାକୋ, ୬ା୭ (ଏପି)- କ୍ରୀଡ଼ାର ସର୍ବୋଚ୍ଚ ନ୍ୟାୟାଳୟ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌)ର ରୁଲିଂ ସୋମବାର ପ୍ରକାଶ ପାଇଛି। ତଦନୁସାରେ ରୁଷିଆ ହାଇଜମ୍ପର ଡାନିଲ ଲାଇସେଙ୍କୋ ୬ ବର୍ଷ ବାସନ୍ଦ ହୋଇଛନ୍ତି। ଆଣ୍ଟି ଡୋପିଂ ସଂସ୍ଥାକୁ ସମୟକୁ ସମୟ…

ବାସନ୍ଦ ଦଣ୍ଡକୁ ଚ୍ୟାଲେଞ୍ଜ କରିବେ ସୁମିତ

ନୂଆଦିଲ୍ଲୀ, ୬ା୭ (ପି.ଟି.)- ଡୋପ୍‌ ଟେଷ୍ଟରେ ବିଫଳ ପାଇଁ ହୋଇଥିବା ୨ ବର୍ଷ ବାସନ୍ଦ ଦଣ୍ଡକୁ ଚ୍ୟାଲେଞ୍ଜ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ଭାରତୀୟ ରେସ୍‌ଲର ସୁମିତ ମଲିକ। ସେ ଦଣ୍ଡର ଅବଧିକୁ ହ୍ରାସ କରିବା ଲାଗି ଚାହୁଛନ୍ତି, ଯାହାଫଳରେ ଆସନ୍ତା…

ବଦଳୁଛି ବସ୍ତିର ମାନଚିତ୍ର

ବାଲେଶ୍ୱର ଅଫିସ, ୬।୭-ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବାଲେଶ୍ୱର ସହରର ବିଭିନ୍ନ ବସ୍ତିରେ ନିର୍ମାଣ ହେବାକୁ ଯାଉଛି ଓଏସ୍‌ଡ଼ି (ଓପନ୍‌ ସ୍ପେଶ୍‌ ଡେଭଲପମେଣ୍ଟ)। ଏହି ପ୍ରକଳ୍ପରେ ବସ୍ତି ଅଞ୍ଚଳର ପିଲାମାନଙ୍କ ଖେଳିବା ପାଇଁ ନିର୍ମାଣ ହେଉଛି ଛୋଟ ଛୋଟ ପାର୍କ। ଅଳ୍ପ…

ଡାଇବେଟିସ୍‌ ଓ ରୋଗ ପ୍ରତିରୋଧକ ଶକ୍ତି

ଡାଇବେଟିସ୍‌ ବା ମଧୁମେହ ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଆମ ଦେଶରେ ଏହି ରୋଗୀଙ୍କ ସଂଖ୍ୟା ଏତେ ଯେ ଭାରତକୁ ‘ଡାଇବେଟିସ୍‌ର ରାଜଧାନୀ’ ବୋଲି କୁହାଯାଏ। ଯଦି ଆପଣଙ୍କ ରକ୍ତରେ ସୁଗାର…

ନିଦରେ ଏହି କଥା ଭାବି ବାଉଳା-ଚାଉଳା ହୁଅନ୍ତି ଧୋନୀ

ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାର ସମୟ ଅଛି। ଏଭଳି ପରିସ୍ଥିତିରେ ପୂର୍ବତନ ଭାରତୀୟ ଅଧିନାୟକ ଏମ.ଏସ ଧୋନୀ ଏବେ ତାଙ୍କ ପରିବାର ସହିତ ସମୟ ବିତାଉଛନ୍ତି। ଧୋନୀଙ୍କ ବିଷୟରେ ତାଙ୍କ ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକମାନଙ୍କୁ…

ସାମ୍ନାକୁ ଆସିଲା ‘ଭୂତ ପୋଲିସ’ରେ ସୈଫଙ୍କ ଫାଷ୍ଟ ଲୁକ୍‌: କରୀନା କହିଲେ ଏଭଳି…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୈଫ ଅଲ୍ଲୀ ଖାଁଙ୍କ ଅପ୍‌କମିଂ ହରର ଓ କମେଡି ଫିଲ୍ମ ‘ଭୂତ ପୋଲିସ’ ଖୁବ୍‌ଶୀଘ୍ର ପରଦାକୁ ଆସିବାକୁ ଯାଉଛି। ଏହି ଫିଲ୍ମରେ ସୈଫ ବିଭୁତି ଚରିତ୍ରରେ ନଜର ଆସିବେ। ତେବେ ସୋମବାର ବିଭୁତି ଚରିତ୍ର ଥିବା ସୈଫଙ୍କ…

କରୋନା, ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ ଚିନ୍ତା ବଢ଼ାଉଛି ‘ବୋନ୍‌ ଡେଥ୍‌’

ମୁମ୍ବାଇ,୫।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଆତଙ୍କ ଖେଳାଇବା ପରେ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ବିଭିନ୍ନ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସିଛି।…

କଂଗ୍ରେସକୁ ଝଟ୍‌କା: ଟିଏମ୍‌ସିରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅ

କୋଲକାତା,୫।୭: ପଶ୍ଚିମ ବଙ୍ଗରେ ନିଜର ଅସ୍ତିତ୍ୱ ହରାଉଥିବା କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ପୂର୍ବତନ ରାଷ୍ଟ୍ରପତି ତଥା ସ୍ବର୍ଗତ ନେତା ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଶାସକ ଦଳ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ସୋମବାର କୋଲକାତାରେ…

ମହାରାଷ୍ଟ୍ର ବିଧାନସଭାରେ ହଟ୍ଟଗୋଳ: ୧୨ ଭାଜପା ବିଧାୟକ ନିଲମ୍ବିତ

ମୁମ୍ବାଇ,୫।୭: ମହାରାଷ୍ଟ୍ର ବିଧାନସଭାର ଦୁଇ ଦିନିଆ ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ବିରୋଧୀ ଭାଜପାର ସଦସ୍ୟମାନେ ଓବିସି ସଂରକ୍ଷଣକୁ ନେଇ ଗୃହରେ ହଟ୍ଟଗୋଳ କରିଛନ୍ତି। ସଂରକ୍ଷଣ ଦାବିରେ ଗୃହ ଅଚଳ କରିବା ସହ ବାଚସ୍ପତି…

ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବେ ବିବେଚନା କରେ ଭାରତୀୟ ସଭ୍ୟତା: ମୋଦି

କୋଓ୍ବିନ ଗ୍ଲୋବାଲ କନକ୍ଲେଭ୍‌ରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ମତ ରଖିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ସଭ୍ୟତା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବରେ ବିବେଚନା କରେ। କରୋନା ମହାମାରୀ ଅନେକ ଲୋକଙ୍କୁ ଭାରତୀୟ ଦର୍ଶନର ଏହି ମୌଳିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri