Home

ଡିଭାଇଡରକୁ ବେଆଇନ ଭାବେ ଭାଙ୍ଗି ଚଳପ୍ରଚଳ

ଡେରାବିଶ,୫।୭(ସ୍ବ.ପ୍ର.): ଚଣ୍ଡିଖୋଲଠାରୁ ପାରାଦୀପ ଯାଏ ଯାଇଥିବା ୫୩ ନଂ. (କ) ଜାତୀୟ ରାଜପଥର ଡେରାବିଶ ବ୍ଲକ ପଞ୍ଚୁପାଣ୍ଡବଠାରୁ ଅଁଳାବାଙ୍କ ମଧ୍ୟରେ ରାଜପଥରେ ଥିବା ଡିଭାଇଡରକୁ ବ୍ୟବସାୟ ନିମନ୍ତେ ବେଆଇନ ଭାବେ ଭାଙ୍ଗି ଦେବାରୁ ଏହି ସ୍ଥାନରେ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି।…

ମୁଁ ବିଷ୍ଣୁଙ୍କ କଳ୍‌କୀ ଅବତାର, ଶୀଘ୍ର ଦିଅ ଗ୍ରାଚ୍ୟୁଟି…

ଅହମଦାବାଦ,୫।୭: ଏବେ ସୋସିଆଲ୍‌ ମିଡ଼ିଆରେ ଜଣେ ସରକାରୀ ବାବୁଙ୍କ ଧମକ ଭରା ଚିଠି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସରକାରୀ ବାବୁ ଜଣକ ଗୁଜରାଟ ଜଳସମ୍ପଦ ବିଭାଗର ବଡୋଦରା କାର୍ଯ୍ୟାଳୟରେ ସର୍ଦ୍ଦାର ସରୋବର ପୁନର୍ବାସ ଏଜେନ୍ସିରେ ଅଧୀକ୍ଷଣ ଯନ୍ତ୍ରୀ ଭାବେ କାର୍ଯ୍ୟ…

୭୯ ବଲ୍‌ରୁ ୨୦୫ରନ୍‌ର ବିସ୍ପୋରକ ଇନିଂଶ ଖେଳି ଇତିିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ ଟି -୨୦ ରେ ଦ୍ୱିଶତକ ହାସଲ କରିବା କ୍ରୀଡ଼ା ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିପାରେ। କିନ୍ତୁ ଦିଲ୍ଲୀର କ୍ରିକେଟର ସୁବୋଧ ଭାଟି ଏପରି କାର୍ଯ୍ୟ କରିଛନ୍ତି। ଏହି ପ୍ରଦର୍ଶନ ସହିତ ସେ ଅନେକ କ୍ରିକେଟ ପ୍ରେମୀଙ୍କ ଦୃଷ୍ଟି…

କୋର୍ଟରେ ଗଡୁଛି ୨୧ ହଜାର ମାମଲା

କେନ୍ଦ୍ରାପଡ଼ା ଅଫିସ,୫।୭: କରୋନା କେନ୍ଦ୍ରାପଡ଼ା ଜିଲାବାସୀଙ୍କ ଜୀବନ ଓ ଜୀବିକା ଉପରେ ପ୍ରଭାବ ପକାଇଛି। ପ୍ରାୟ ଦେଢ଼ବର୍ଷ ଧରି ପ୍ରବାସୀ ଜିଲାକୁ ଫେରି କର୍ମନିଯୁକ୍ତି ସମସ୍ୟାରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳର ସାମୂହିକ ସମସ୍ୟାର ସମାଧାନ ପାଉନାହାନ୍ତି। ଏଥିସହ ବ୍ୟକ୍ତିଗତ ସମସ୍ୟାର…

ମୌସୁମୀ ଆରମ୍ଭରେ ଚାଷୀ ରୋଇଲେ ତଳି

ମହାକାଳପଡ଼ା,୫।୭ (ଡି.ଏନ୍‌.ଏ.): ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପ୍ରବେଶ ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଚାଷୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଚାଷୀମାନେ ରଜ ପୂର୍ବରୁ ଜମିରେ ଧାନ ବିହନ ବୁଣା ବୁଣି କରିଥିଲେ। ବର୍ଷା ପରେ ତଳି ପ୍ରସ୍ତୁତ…

ନ କାଟି ଅନ୍ୟ ସ୍ଥାନକୁ ନେଲେ ବୋହି…

ନୂଆଦିଲ୍ଲୀ,୫।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋରେ କିଛି ଯୁବକ ଏକ ଗଛକୁ ନ କାଟି ଚେର ସହିତ ଅନ୍ୟ ସ୍ଥାନକୁ କାନ୍ଧରେ ବୋହି ନେଇଯାଉଛନ୍ତି। ଏହି ଫଟୋକୁ ଝାଡ଼ଖଣ୍ଡ ଉପଜିଲାପାଳ ସଞ୍ଜୟ ଝା ଟୁଇଟରରେ…

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫ ବେଳାଭୂମିର ସୌନ୍ଦର୍ଯ୍ୟକରଣ କରି ବ୍ଲ୍ୟୁ-ଫ୍ଲାଗ୍‌ ମାନ୍ୟତା ଯୋଗ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ରବିବାର…

ପ୍ରାଚୀ ନଦୀରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ

ନିମାପଡ଼ା,୫ା୭(ଡି.ଏନ୍‌.ଏ.): ନିମାପଡ଼ା ଜଳସମ୍ପଦ ବିଭାଗ ଡିଭିଜନ ଅନ୍ତର୍ଗତ କାକଟପୁର ସବ୍‌ଡିଭିଜନର କାକଟପୁର ମା’ ମଙ୍ଗଳା ମନ୍ଦିର ନିକଟରେ ୨୦କୋଟି ଟଙ୍କା ବ୍ୟୟରେ ପ୍ରାଚୀ ନଦୀ ଉପରେ ଏକ ନୂତନ ବ୍ୟାରେଜ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ବ୍ୟାରେଜ ନିର୍ମାଣ ହେବା…

ଅସୁସ୍ଥ ହାତୀକୁ ଟ୍ରାଙ୍କୁଲାଇଜ୍‌

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ବନାଞ୍ଚଳ ଅନ୍ତର୍ଗତ ଗୋଡ଼ା ଜଙ୍ଗଲରେ ଏକ ଦନ୍ତା ହାତୀ ଅସୁସ୍ଥ ହୋଇ ଘୂରି ବୁଲିଥିଲା। ଶନିବାର ରାତିରେ ହାତୀକୁ ଠାବ କରାଯାଇ ଟ୍ରାଙ୍କୁଲାଇଜ କରି ବନ ବିଭାଗ ଚିକିତ୍ସା କରିଛି। କ୍ଷତାକ୍ତ ପାଦର ଅପରେଶନ ପରେ ହାତୀ…

ବିଗ୍‌ ବି ଲେଖିଲେ କରୋନା କବିତା, ସୋସିଆଲ ମିଡ଼ିଆରେ ଭାଇରାଲ…

ମୁମ୍ବାଇ,୫।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ବିଗ୍‌ ବି ଅମିତାଭ ବଚ୍ଚନ ଲୋକଙ୍କୁ ସଚେତନ କରାଇବା ଲାଗି ଏକ କବିତା ଲେଖିଛନ୍ତି। ଏବେ ଏହି କବିତା ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭୟଙ୍କର କରୋନା ଭୂତାଣୁଠାରୁ ଦୂରେଇ…

ଗୋଟିଏ ବଲ୍‌ରୁ ୮ ରନ୍‌ରେ କରିଥିଲେ ଏହି କ୍ରିକେଟର୍‌: ଜାଣନ୍ତୁ କେମିତି

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କୋଚ୍‌ ଜନ୍‌ ରାଇଟ୍‌ ଆଜି ୬୭ ବର୍ଷରେ ପଦାର୍ପଣ କରିଛନ୍ତି। ନ୍ୟୁଜିଲାଣ୍ଡର ସଫଳ କ୍ରିକେଟ୍‌ର ଭାବେ ଜଣାଶୁଣା ରାଇଟ୍‌ ୨୦୦୦ରୁ ୨୦୦୫ ପର୍ଯ୍ୟନ୍ତ ଭାରତୀୟ ଦଳର କୋଚ ଥିଲେ। ଏହି ସମୟରେ ଭାରତୀୟ କ୍ରିକେଟକୁ ସେ…

ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ଆଜିଠାରୁ ଅନ୍‌ଲାଇନ୍‌ ଆବେଦନ

କଟକ ଅଫିସ,୫ା୭: ଆଜିଠାରୁ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେଉଛି। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି’ ଦେବାକୁ ପଡ଼ିବ ନାହିଁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri