Home

ଜାତୀୟ ସୁରକ୍ଷା କେବଳ ସ୍ଲୋଗାନରେ

ନୂଆଦିଲ୍ଲୀ, ୫।୭(ପି.ଟି.): ରାଫାଲ ଯୁଦ୍ଧବିମାନ କିଣା ଚୁକ୍ତିନାମାରେ ହୋଇଥିବା ଦୁର୍ନୀତି ଓ ପ୍ରିୟାପ୍ରୀତି ତୋଷଣ ଅଭିଯୋଗର ତଦନ୍ତ ପାଇଁ ଫ୍ରାନ୍ସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ର ସରକାରଙ୍କ ନୀରବତାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି। ଯୁଦ୍ଧ ବିମାନ କ୍ରୟ ନେଇ…

ବଡ଼ ଧନୀଙ୍କ ମହାକାଶ ଦୌଡ଼

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୭ : ଚନ୍ଦ୍ରରେ ପ୍ରଥମେ କିଏ ପାଦ ଥାପିଥିଲେ? ଏହି ପ୍ରଶ୍ନର ଉତ୍ତର ‘ନିଲ୍‌ ଆର୍ମଷ୍ଟ୍ରଙ୍ଗ୍‌’ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ଚନ୍ଦ୍ରପୃଷ୍ଠରେ ଅବତରଣ କରିଥିବା ଦ୍ୱିତୀୟ ବ୍ୟକ୍ତିଙ୍କ ନାମ ପଚରାଗଲେ ପ୍ରାୟତଃ କେହି ସ୍ମରଣ କରିପାରନ୍ତି ନାହିଁ। କାରଣ ଦ୍ୱିତୀୟରେ…

ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୯୭ ଜଣ ଚିହ୍ନଟ…

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍‌ଓପି ପ୍ରସ୍ତୁତ କରିଛନ୍ତି। ସମସ୍ତ…

ଅନୁଷ୍କାଙ୍କ ପୂର୍ବରୁ ଏହି ଯୁବତୀଙ୍କୁ ମନ ଦେଇ ବସିଥିଲେ ବିରାଟ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି। ନିକଟରେ ଏହି ଦମ୍ପତି ଏକ ଶିଶୁ କନ୍ୟା ମାତାପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। କିନ୍ତୁ ଅନୁଷ୍କା ଶର୍ମାଙ୍କ ସହ…

କେମିତି ଜିତିବେ ସାରାଙ୍କ ହୃଦୟ

ଖୁବ କମ ସମୟ ମଧ୍ୟରେ ନବାବ ପରିବାରର ଝିଅ ସାରା ଅଲି ଖାନ ବଲିଉଡ୍‌ ଜଗତରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ସାରା ୨୦୧୮ରେ ଫିଲ୍ମ ‘କେଦାରନାଥ’ ଜରିଆରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ପାଦ ଥାପିଥିଲେ। ଅବଶ୍ୟ ଏହି ଫିଲ୍ମଟି…

‘୬ ମାସ ନୁହେଁ, ୬ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ପୁଷ୍କର’

ଡେରାଡୁନ,୪।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି। ରାଜ୍ୟ ରାଜଧାନୀ ଡେରାଡୁନ ସ୍ଥିତ ରାଜ ଭବନରେ ଧାମି ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ତାଙ୍କୁ…

୫୦ ବର୍ଷ ମଧ୍ୟରେ ଅଂଶୁଘାତ ନେଲାଣି ୧୭ ହଜାରରୁ ଅଧିକ ଲୋକଙ୍କ ଜୀବନ

ନୂଆଦିଲ୍ଲୀ,୪।୭: ଆଜିକାଲି ପୃଥିବୀର ଅନେକ ଦେଶରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି। ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ କାନାଡାରେ ପ୍ରବଳ ଉତ୍ତାପ ଯୋଗୁ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଛି। ଏଥି ସହିତ, ପାଣିପାଗ ବିଜ୍ଞାନୀମାନେ ଏକ ଅଧ୍ୟୟନରେ କହିଛନ୍ତି ଯେ…

ସାମ୍ନାକୁ ଆସିଲେ ଅମିର-କିରଣ: ହାତ ଧରାଧରି ହୋଇ କହିଲେ,‘ଆମେ ଗୋଟିଏ ପରିବାର’

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନ ଏବଂ ସ୍ତ୍ରୀ କିରଣ ରାଓ ଛାଡପତ୍ର ଘୋଷଣା କରିଛନ୍ତି। ଉଭୟ ପାରସ୍ପରିକ ସହମତି ଦ୍ୱାରା ଅଲଗା ହୋଇଛନ୍ତି। ଛାଡପତ୍ର ଘୋଷଣା ପରେ ଅମିର ଏବଂ କିରଣ ଏବେ ସେମାନଙ୍କ ପ୍ରଶଂସକଙ୍କ ପାଇଁ ଏକ ଭିଡିଓ…

ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂ ଧାମି

ଡେରାଡୁନ,୪।୭: ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ନେଇଛନ୍ତି ପୁଷ୍କର ସିଂ ଧାମି। ଚାରିମାସ ମଧ୍ୟରେ ଉତ୍ତରଖଣ୍ଡର ସେ ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ଖଟିମା ବିଧାନସଭା ଆସନର ଯୁବ ବିଧାୟକ ପୁଷ୍କର ସିଂ ଧାମି ରବିବାର…

ପଥର ହେଉଯାଉଛି ୫ ମାସର ଶିଶୁ: ୨୦ ଲକ୍ଷ ଶିଶୁଙ୍କ ମଧ୍ୟରେ ଜଣଙ୍କୁ ହୁଏ ଏହି ବିରଳ ରୋଗ

ବ୍ରିଟେନରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ପାଞ୍ଚ ମାସର ଶିଶୁ କନ୍ୟା ଜଟିଳ ରୋଗ ସହ ଲଢୁଛନ୍ତି। ସେ ଚଳିତ ବର୍ଷ ଜାନୁଆରୀ ୩୧ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଶରୀର ଧୀରେ ପଥର ହେବାରେ ଲାଗିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri