ଘରକୁ ଛୁରି ନେଇ ପଶିଲେ ଯୁବକ, କ୍ୟାମେରାରେ କଏଦ ହେଲା ମହିଳାଙ୍କୁ ବଳାତ୍କାର ଉଦ୍ୟମର ପୂରା ଘଟଣା
ବୋଗଟା,୩ା୭: ଦୁନିଆରେ ମହିଳାମାନେ ଘରେ ବି ସୁରକ୍ଷିତ ନୁହନ୍ତି। ଏମିତି ଏକ ଘଟଣା ଘଟିଛି କଲମ୍ବିଆର ଜଣେ ମହିଳାଙ୍କ କ୍ଷେତ୍ରରେ। ମହିଳା ଜଣକ ଘରେ ଏକୁଟିଆ ଥିବା ବେଳେ ଘର ଭିତରକୁ ଜଣେ ଯୁବକ ହାତରେ ଛୁରି ଧରି ପଶିଥିଲେ। ଆଉ…
ମାମୁଘରକୁ ଯାଇ ନବବିବାହିତା ମାଇଁଙ୍କୁ ପ୍ରେମ ଜାଲରେ ଫସାଇଲେ ଭଣଜା, ଘରୁ ପଳାଇ କଲେ ବିବାହ; ଭାଇରାଲ ହେଉଛି…
ଜାମୁଇ: କଥାରେ ଅଛି ପ୍ରେମ ଅନ୍ଧ। କାରଣ ପ୍ରେମରେ ପଡ଼ିବା ବ୍ୟକ୍ତି ସମ୍ପର୍କ କିମ୍ବା ସମାଜ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ବିହାରର ଜାମୁଇରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ଭଣଜାଙ୍କୁ ଭଲ ପାଇ…
ଏହି ଅଭିନେତ୍ରୀଙ୍କୁ ଜନ୍ମହେବା ପୂର୍ବରୁ ମାରିଦେବାକୁ ଚାହୁଁଥିଲେ ମା’
ମୁମ୍ବାଇ: ଟିଭି ଜଗତର ଚୁଲବୁଲି ଅଭନେତ୍ରୀ ତଥା କମେଡିକୁଇନ ଭାରତୀ ସିଂହ ଶନିବାର ନିଜର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀ ହେଉଛନ୍ତି ସେହି ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ଯିଏକି ଷ୍ଟେଜ୍ ଉପରକୁ ଆସିଲେ, ଯେତେ ଦୁଃଖି ଥିବା ବ୍ୟକ୍ତି ହସିବାକୁ…
୨୧ ବର୍ଷରେ ରାଜ୍ୟରେ ୧୦ ମୁଖ୍ୟମନ୍ତ୍ରୀଙ୍କ ଶାସନ …
ଡେରାଡୁନ୍,୩।୭: ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପଦବୀରେ ରହିବା କୌଣସି ରାଜନେତାଙ୍କ ପକ୍ଷରେ ସମ୍ଭବ ହେଉନାହିଁ। ୧୧୪ ଦିନ ଶାସନ ଡୋର ଧରିବା ପରେ ତିରଥ ସିଂ ରାଓ୍ବତ ଇସ୍ତଫା ଦେଇଛନ୍ତି। ୨୦୦୦ରେ ଉତ୍ତରାଖଣ୍ଡ ସହିତ ଝାଡ଼ଖଣ୍ଡ ରାଜ୍ୟର ଜନ୍ମ ହୋଇଥିଲା। ଏହି ଦୁଇ…
ଅକ୍ସଫୋର୍ଡରେ ଭାରତର ପ୍ରଥମ ଦିବ୍ୟାଙ୍ଗ
ଅମୃତସର: ଦୃଢ ଇଚ୍ଛାଶକ୍ତି ଆଉ କଠିନ ଅଧ୍ୟବସାୟ ବଳରେ ମଣିଷ ସବୁ ଅସମ୍ଭବକୁ ସମ୍ଭବ କରିପାରେ। ଏହି ଉକ୍ତିକୁ ଏବେ ପ୍ରମାଣ କରି ଦେଖାଇଛନ୍ତି ପଞ୍ଜାବର ଦିବ୍ୟାଙ୍ଗ ଯୁବତୀ ପ୍ରତିଷ୍ଠା ଦେବେଶ୍ୱର। ବ୍ରିଟେନର ପ୍ରତିଷ୍ଠିତ ଅକ୍ସଫୋର୍ଡ ୟୁନିଭର୍ସିଟିରେ ନାମ ଲେଖାଇବା କ୍ଷେତ୍ରରେ…
ଘରେ ସମାନ ବୟସର ଝିଅ ଥିବା ସତ୍ତ୍ୱେ ଏହି କ୍ରିକେଟରଙ୍କୁ ରହିବାକୁ ଦେଇଥିଲେ କୋଚ୍: ଏପରି ବଦଳି ଯାଇଥିଲା ଭାଗ୍ୟ
ନୂଆଦିଲ୍ଲୀ,୩।୭: ଭାରତୀୟ ଦଳରେ ଶାର୍ଦ୍ଦୁଳ ଠାକୁର ନିଜର ସ୍ଥାନ ନିର୍ଧାରିତ କରିଛନ୍ତି। ବିଶେଷକରି ଅଷ୍ଟ୍ରେଲିଆ ଗସ୍ତ ପରେ ମୁମ୍ବାଇ ର ଏହି ଅଲରାଉଣ୍ଡର କ୍ରିକେଟ ପ୍ରଶଂସକଙ୍କ ପାଇଁ ପରିଚିତ ନାମ ପାଲଟିଥିଲେ। ଗାବା ଟେଷ୍ଟରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ସେ…
ଅଗଷ୍ଟରେ ତୃତୀୟ ଲହର, ଆଇଆଇଟି କାନପୁର ଦେଲା ଚେତାବନୀ…
ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଚେତାବନୀ ଦେଇଛି ଆଇଆଇଟି କାନପୁର। ଦେଶରେ ଅଗଷ୍ଟରେ ତୃତୀୟ ଲହର ଆସିବାର ଆଶଙ୍କା ରହିଥିବା ଆଇଆଇଟି ପକ୍ଷରୁ କୁହାଯାଇଛି। ଦେଶରେ ଡେଲ୍ଟା…
ପତ୍ନୀଙ୍କୁ ନିର୍ଯ୍ୟାତନା, ହତ୍ୟା ଅଭିଯୋଗ: ଜେଲ୍ ଗଲେ ଦୁଇ ସ୍ବାମୀ
ଛତ୍ରପୁର,୩।୭(ଡି.ଏନ୍.ଏ.): ଛତ୍ରପୁର ଥାନା ପୋଲିସ ଦୁଇଟି ପୃଥକ ପୃଥକ ପତ୍ନୀଙ୍କୁ ହତ୍ୟା ଅଭିଯୋଗ ମାମଲାରେ ଦୁଇ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତ୍ରପୁର ଥାନା ଅଧିନ ବଳରାମପୁର ଗ୍ରାମର ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ ଦାସଙ୍କ ଜୁନ ୨୬ରେ…
ଭୁଲରେ ବି ଜୀବନରେ କରନ୍ତୁ ନାହିଁ ଏହି ୫ କାମ, ହୋଇଯିବେ ଦରିଦ୍ର…
ଭାରତୀୟ ରାଜନୀତି ଏବଂ ଅର୍ଥଶାସ୍ତ୍ରର ଜନକ କୁହାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ବିଷ୍ଣୁଗୁପ୍ତ ଏବଂ କୌଟିଲ୍ୟ ନାମରେ ମଧ୍ୟ ଜଣାଶୁଣା। ସେ ଜଣେ ଦକ୍ଷ ରାଜନେତା, ଚତୁର କୂଟନୀତିଜ୍ଞ ତଥା ଭଲ ଅର୍ଥନୀତିଜ୍ଞ ଭାବରେ ବିଶ୍ୱ ପ୍ରସିଦ୍ଧ ହୋଇଥିଲେ। ଆଜି ବି ଚାଣକ୍ୟଙ୍କ…
ଏହି ୪ ରାଶିର ଝିଅ ହୋଇଥାନ୍ତି ଭାରି ରାଗି ଏବଂ ଜିଦ୍ଦି; ହେଲେ ଜୀବନରେ ହୋଇଥାନ୍ତି ବେଶ୍ ସଫଳ
ବୋଧହୁଏ ଦୁନିଆରେ ଏଭଳି କୌଣସି ବ୍ୟକ୍ତି ନାହାନ୍ତି ଯିଏ ନ ରାଗନ୍ତି। କିଛି କିଛିଙ୍କ ନାକ ଉପରେ ରାଗ ଥାଏ। ସ୍ବଭାବରେ ଜିଦ୍ଦି ହୋଇଥିବା ହେତୁ ରାଗ ଲାଗିବା ମୁଖ୍ୟ କାରଣ ପାଲଟେ। ଆଜି ଆମେ ଏଭଳି ୪ ରାଶି ଝିଅଙ୍କ…
ଦିଲ୍ଲୀ ସରକାରଙ୍କୁ ୧୦ ବର୍ଷରେ ୭୦୨ କୋଟି ଦେଇଛନ୍ତି ଟ୍ରାଫିିକ୍ ପୋଲିସ…
ନୂଆଦିଲ୍ଲୀ,୩।୭: ଜରିମାନା ଆଦାୟ କରି ଦିଲ୍ଲୀ ସରକାରଙ୍କ ରାଜସ୍ବ ସଂଗ୍ରହରେ ଟ୍ରାଫିକ ପୋଲିସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି। ଗତ ୧୦ ବର୍ଷ ମଧ୍ୟରେ ଟ୍ରାଫିକ୍ ପୋଲିସ ଦିଲ୍ଲୀ ସରକାରଙ୍କୁ ୭୦୨ କୋଟି ଟଙ୍କା ଜରିମାନା ବାବଦରେ ଲୋକଙ୍କଠାରୁ ଆଦୟ କରି ପ୍ରଦାନ…
ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!
ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିବେ ଶ୍ରଦ୍ଧାଳୁ। କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି ପୁରୀ ଜିଲାପାଳ। ଚଳିତ ଥର…
Archives


