Home

କରୋନା ସଂକ୍ରମଣ ସାମାନ୍ୟ କମିଲା

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୩୮୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୫୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା ମଧ୍ୟରେ ହାଇକୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସମୟ ମଧ୍ୟରେ ପ୍ରତ୍ୟେକ କାର୍ଯ୍ୟ ଦିବସରେ…

୩୩ ବଲ୍‌ରେ ବିସ୍ଫୋରକ ଇନିଂସ ଖେଳି ଦଳକୁ ଜିତାଇଲେ ଏହି କ୍ରିକେଟର୍‌

ୱେଷ୍ଟଇଣ୍ଡିଜ ଅଧିନାୟକ କିରେନ ପୋଲାର୍ଡଙ୍କ ଅର୍ଦ୍ଧଶତକ ଏବଂ ଡୱେନ ବ୍ରାଭୋଙ୍କ ସୁପର ବୋଲିଂ ୱେଷ୍ଟଇଣ୍ଡିଜ ଦଳ ଚତୁର୍ଥ ଟି -୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୧ରେ ପରାସ୍ତ କରିବାରେ ସମର୍ଥ ହୋଇଛି। ଏହା ସହିତ ୱେଷ୍ଟଇଣ୍ଡିଜ ମଧ୍ୟ ସିରିଜ ଜିତିବାର ଆଶାକୁ…

ଆଜିର ଦିନରେ କ୍ରିକେଟ୍‌ ପଡିଆରେ ସୃଷ୍ଟି ହୋଇଥିଲା ଏମିତି ରେକର୍ଡ

କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି ହୁଏ ଏବଂ ତା’ପରେ ଅନେକ ମଧ୍ୟ ଭାଙ୍ଗିଥାଏ। ଯଦିଓ କେଉଁ ଦଳ କିମ୍ବା ଖେଳାଳି ତାଙ୍କ ନାମରେ ଏକ ଖରାପ ରେକର୍ଡ ରେକର୍ଡ ହେବାକୁ ଚାହାଁନ୍ତି ନାହିଁ, କିନ୍ତୁ ଭାଗ୍ୟ କିମ୍ବା କିଛି କୁହନ୍ତୁ,…

ଆଜି ଆଉ ୪୬ ଜୀବନ ନେଲା କରୋନା, ୪୧୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୬ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ମୃତ୍ୟୁସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି। ଆଜି…

ଆଜି ରାଜ୍ୟରୁ ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୨୨୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୬,୧୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୩୮ ଜଣ ଚିହ୍ନଟ…

ତଦନ୍ତ କରିବାକୁ ଯାଇ ମାଡ଼ ଖାଇଲା ପୋଲିସ

ଜଗତ୍‌ସିଂହପୁର ଅଫିସ/ରାହାମା,୨।୭ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ରାହାମାର ତେରମାଣପୁର(ବାଲିସାହି) ଗଁାରେ ଏକ ଚୋରି ଘଟଣାରେ ଗୁରୁବାର ପୋଲିସ ତଦନ୍ତ କରିବାକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଛି। ରଞ୍ଜିତ ବରାଳ ଓରଫ ନନ୍ଦ (୩୫) ହାବିଲଦାରଙ୍କ ଲାଠି ଛଡ଼ାଇ ନିସ୍ତୁକ…

୫୬ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ): ସନ୍ତୁଳିତ ଆଞ୍ଚଳିକ ଅଭିବୃଦ୍ଧି ଲାଗି ବିକାଶମୂଳକ ଯୋଜନାରେ ଗୋଷ୍ଠୀଗତ ସମ୍ପୃକ୍ତି ଅତ୍ୟନ୍ତ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗରେ ସଦ୍ୟ ନିଯୁକ୍ତ ୫୬ ବରିଷ୍ଠ ଇକୋନୋମିକ୍‌ ଇନ୍‌ଭେଷ୍ଟିଗେଟରଙ୍କ ଯୋଗଦାନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି…

ନାବାଳକଙ୍କୁ ଗୋଇଠା ମାରି ପୋଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ରେ ଚା’ ଦୋକାନ ଖୋଲିଥିବା ଜଣେ ନାବାଳକଙ୍କୁ ଗୋଇଠା ମାରିବା ପୋଲିସ ପାଇଁ ମହଙ୍ଗା ପଡ଼ିଛି। ଗୁରୁବାର ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ଡିସିପି ନିଲମ୍ବିତ କରିଛନ୍ତି। ସେ ହେଲେ ବଡ଼ଗଡ଼ ଥାନା ୨୯ ନଂ. ପିସିଆର ଭ୍ୟାନ୍‌ ଡ୍ରାଇଭର ତଥା…

ଜୁନ୍‌ରେ ଦେଢ଼କୋଟି ଲୁଟିଛନ୍ତି ସାଇବର ଠକ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପ୍ରତିମାସରେ ସାଇବର ଠକମାନେ ରାଜ୍ୟରୁ ବହୁ କୋଟି ଟଙ୍କା ଲୁଟିନେଉଛନ୍ତି। ଲୁଟ୍‌ର ଶିକାର ଲୋକଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ରାଜଧାନୀବାସୀ। ଭୁବନେଶ୍ୱର ସାଇବର ସେଲ୍‌ର ରିପୋର୍ଟ ଅନୁଯାୟୀ, କେବଳ ଜୁନ୍‌ ମାସରେ ରାଜ୍ୟରେ ୧ କୋଟି ୫୩ଲକ୍ଷ…

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ: ପ୍ରଥମ କୁଳସଚିବ ଭାବେ ଦାୟିତ୍ୱ ନେଲେ ନିରୁପମା ସ୍ବାଇଁ

କଟକ ଅଫିସ,୨।୭: ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳସଚିବ ଭାବେ ଓଏଏସ୍‌ ଅଫିସର ନିରୁପମା ସ୍ବାଇଁ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର କମଲଜିତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ନିରୁପମା ଦାୟିତ୍ୱ ଗ୍ରହଣ କରିବାବେଳେ ଡ. ସୁଶାନ୍ତ…

ରାଜ୍ୟରେ ନକଲି ଔଷଧ କାରବାର ଘଟଣା: ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୨।୭: ରାଜ୍ୟରେ ନକଲି ଔଷଧ କାରବାର ଘଟଣାର ସିବିଆଇ ତଦନ୍ତ ଦାବିକରି ଆମ୍‌ ଜନତା ଅଧିକାର ଟ୍ରଷ୍ଟର ଆବାହକ ବାସୁଦେବ ଭଟ୍ଟ ଗୁରୁବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଆବେଦନକାରୀ ଭଟ୍ଟ ଏହି ମାମଲାରେ ସିବିଆଇ ନିର୍ଦ୍ଦେଶକ, ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri