Home

ମାର୍କ ଜୁକରବର୍ଗଙ୍କ ଭଳି ଦେଖାଯାଉଥିବା ଅପରାଧୀଙ୍କୁ ଖୋଜି ଆଣିଲେ ମିଳିବ ୨୨ କୋଟି ଟଙ୍କା ପୁରସ୍କାର

କଲମ୍ବିଆ,୨।୭: କଲମ୍ବିଆ ପୋଲିସ ଦେଶର ରାଷ୍ଟ୍ରପତିଙ୍କ ହେଲିକପ୍ଟରକୁ ଗୁଳି ଚଳାଇବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ସ୍କେଚ ଫେସବୁକରେ ଜାରି କରିଛି। ସେମାନଙ୍କ ଠିକଣା ପ୍ରକାଶ ପାଇଁ ୨୨ କୋଟି ଟଙ୍କା ପୁରସ୍କାର ଘୋଷଣା କରାଯାଇଛି। ବିଶେଷ କଥା ହେଉଛି ଏକ ସ୍କେଚରେ…

ଟଳିପଡିଲେ ଆତଙ୍କବାଦୀ

ଶ୍ରୀନଗର,୨।୭: ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରୁ ଏନକାଉଣ୍ଟର ଚାଲିଛି। ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ତିନିରୁ ଚାରି ଜଣ ଆତଙ୍କବାଦୀ ଘେରି ରହିଛନ୍ତି। ଏଥିସହ ଜଣେ ଯବାନ ଆହତ…

ପକ୍କା ଅପେକ୍ଷାରେ ୧୦ ପଥ

ବଇଣ୍ଡା,୨ା୭ ଗ୍ରାମାଞ୍ଚଳର ସହରୀକରଣ ଚାଲିଛି। କେଉଁଠି କଂକ୍ରିଟ ତ ଆଉ କେଉଁଠି ପିଚୁ ରାସ୍ତା ନିର୍ମାଣ କରାଯାଇ ମୁଖ୍ୟ ସଡ଼କ ସହ ଯୋଡ଼ାଯାଉଛି। ବସୁଧା ଯୋଜନାରେ ବିଶୁଦ୍ଧ ପାଇପ୍‌ ପାଣି ଯୋଗାଇ ଦେବାକୁ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ବିଦ୍ୟୁତ୍‌ ଭିତ୍ତିଭୂମିକୁ ଅଧିକ…

ବାପାଙ୍କଠୁ ହାରିଗଲେ ବ୍ରିଟ୍‌ନି

ଲସ୍‌ ଏଞ୍ଜେଲ୍‌ସ, ୨ା୭:ନିଜ ଜୀବନରେ ବାପାଙ୍କ ହସ୍ତକ୍ଷେପଠାରୁ ମୁକ୍ତି ଚାହୁଁଥିବା ଆମେରିକାର ପପ୍‌ ସିଙ୍ଗର୍‌, ଡ୍ୟାନ୍ସର ତଥା ଅଭିନେତ୍ରୀ ବ୍ରିଟ୍‌ନି ସ୍ପିୟର୍ସ ଆଇନଗତ ଲଢ଼େଇରେ ହାରିଯାଇଛନ୍ତି। ୧୩ ବର୍ଷ ଧରି ଏକପ୍ରକାର ବନ୍ଦୀ ଜୀବନ ବିତାଉଥିବା ବ୍ରିଟ୍‌ନି ପୂର୍ବଭଳି ପିତା ଜେମ୍ସ…

ଇ-କମର୍ସକୁ ଅବାଞ୍ଛିତ ଅଙ୍କୁଶ

ମୁମ୍ବାଇ/ନୂଆଦିଲ୍ଲୀ,୨ା୭:ଭାରତରେ ବ୍ୟବସାୟିକ ଧାରାକୁ ବଦଳାଇଦେଇଛି ଇ-କମର୍ସ। ଅନ୍‌ଲାଇନ୍‌ରେ ନିଜ ପସନ୍ଦର ସାମଗ୍ରୀ ଅର୍ଡର କରି ଘରକୁ ମଗାଇବାର ମଜା ଅଲଗା। ଏହା ସୁବିଧାଜନକ ଓ ଶସ୍ତା ମଧ୍ୟ। କରୋନା ମହାମାରୀ ସମୟରେ ଏହି ବ୍ୟବସାୟ କରୁଥିବା କମ୍ପାନୀଗୁଡ଼ିକ କୋଟି କୋଟି ଲୋକଙ୍କ…

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୨ା୭: ଗଁା ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ଼ ହେବାରୁ ଏଲ. ଭୋଗରାଜୁ, ଏଲ.ଆପନା ଓ କେ.ଭୀମାଙ୍କର…

ଜିସିଇ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୨ା୭:କେନ୍ଦୁଝରସ୍ଥିତ ଗଭର୍ନମେଣ୍ଟ କଲେଜ ଅଫ୍‌ ଇଞ୍ଜିନିୟରିଂ(ଜିସିଇ)କୁ ରାଜ୍ୟ ସରକାର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ବା ଉତ୍କର୍ଷ କେନ୍ଦ୍ର ଭାବେ ଗଢ଼ି ତୋଳିବେ। ମାଇନିଂ, ମେଟାଲର୍ଜି ଆଣ୍ଡ୍‌ ମିନେରାଲ୍ସ କ୍ଷେତ୍ରରେ ଏଠାରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (ସିଓଇ) ସ୍ଥାପନ କରାଯିବାକୁ ଯୋଜନା ରଖାଯାଇଛି।…

ଗର୍ଭବତୀଙ୍କୁ ଖୁବ୍‌ଶୀଘ୍ର ଟିକା

ଭୁବନେଶ୍ୱର, ୨ା୭(ବ୍ୟୁରୋ):ରାଜ୍ୟରେ ଏଣିକି ଗର୍ଭବତୀଙ୍କୁ ଦିଆଯିବ ଟିକା। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ତାହା ଆରମ୍ଭ କରାଯିବ। ସେପଟେ ଗୁରୁବାର…

ସଚିନଙ୍କ ଟ୍ରାଉଜର୍‌ ପିନ୍ଧି ପଡିଆକୁ ଖେଳିବାକୁ ଓହ୍ଲାଇଥିଲେ ଏହି ମହାନ କ୍ରିକେଟର୍‌: ଆଉ ତା’ପରେ..

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ହେମାଙ୍ଗ ବାଦନି ଭାରତୀୟ ଦଳର ସଦସ୍ୟ ଥିବା ସମୟର ଏକ କୌତୁହଳ ବିଷୟ ଉପରୁ ପର୍ଦ୍ଦାଫାଶ କରିଥିଲେ। ଯେ କହିଥିଲେ ଯେ ଥରେ ସଚିନ ତେନ୍ଦୁଲକର ତାଙ୍କୁ ପୂର୍ବତନ ଦ୍ରୁତ ବୋଲର ଜଭଗଲ ଶ୍ରୀନାଥଙ୍କ ଟ୍ରାଉଜର ବଦଳାଇବାକୁ…

ପୁଣି ବଢ଼ିଲା: ୭ ବର୍ଷରେ ଡବଲ୍‌ ହେଲାଣି ଏଲ୍‌ପିଜି ଦର

ନୂଆଦିଲ୍ଲୀ,୧।୭: ମହାମାରୀ ସମୟରେ କ୍ରମାଗତ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦର ସାଙ୍ଗକୁ ଏଲ୍‌ପିଜ ଦର ଲୋକଙ୍କ ଉପରେ ସାଜିଲାଣି ବୋଝ ଉପରେ ନଳିତା ବିଡ଼ା। ଗୁରୁବାର ଭୁବନେଶ୍ୱରରେ ୧୪.୨ ଲିଟର ଓଜନର ଏଲ୍‌ପିଜି ସିଲିଣ୍ଡର ଦର ୨୫.୫୦ ଟଙ୍କା…

ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୧।୭: ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୩୦ ତାରିଖରୁ ଆରମ୍ଭ ହେବ ଅଫ୍‌ଲାଇନ ପରୀକ୍ଷା। ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନରେ ଫର୍ମ ପୂରଣ କରିବାକୁ ଜୁଲାଇ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା…

କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!

ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri