କ୍ରିକେଟର୍ ସବୁଠୁ ନିଆରା ପ୍ରଶଂସକ: ପାଖରେ ରଖିଛନ୍ତି ଏମିତି ସବୁ ଜିନିଷ
ରାଞ୍ଚି,୧।୭: ଭାରତରେ କ୍ରିକେଟ ପ୍ରଶଂସକଙ୍କ ଅଭାବ ନାହିଁ। କେହି କେହି କ୍ରିକେଟ ମ୍ୟାଚ ଦେଖି ନିଜର ଉତ୍ସାହ ପ୍ରକାଶ କରୁଥିବାବେଳେ କେତେକ କ୍ରିକେଟ ସମ୍ବନ୍ଧୀୟ ଜିନିଷ ସଂଗ୍ରହ କରି ଲୋକଙ୍କ ଦୃଷ୍ଟି ଆକର୍ଷଣ କରନ୍ତି। ରାଞ୍ଚିର ମେନ ରୋଡରେ ରହୁଥିବା ରିଷି…
ପୋଖରୀରେ ବୁଡ଼ି ଶିଶୁ ପୁତ୍ରର ଗଲା ଜୀବନ
ପାଟଣା,୧।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣି ଘାଟ ପଞ୍ଚାୟତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ସନ୍ଧ୍ୟାରେ ଜଣେ ସାଢ଼େ ୩ ବର୍ଷର ଶିଶୁପୁତ୍ର ଗାଁ ପୋଖରୀରେ ବୁଡ଼ିଯିବାରୁ ମୃତ୍ୟୁ ଘଟିଛି। ମୃତକ…
ଅଧା ବାହାଘର ପରେ ସିନ୍ଦୂର ଲଗାଇବାକୁ ମନା କଲେ କନ୍ୟା, କହିଲେ ଏପରି…
ରାଞ୍ଚି,୧।୭: ବିବାହ ମଣ୍ଡପରେ ବର-କନ୍ୟାଙ୍କ ବାହାଘର ଅଧା ସରିବା ପରେ ହଠାତ୍ କନ୍ୟାଙ୍କ ଆଚରଣ ନେଇ ବିବାହ ଅଟକି ଯାଇଛି। ଏବେ ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ମୌସିବାଡ଼ି ଅଞ୍ଚଳରେ ଏଭଳି…
ମହାଭାରତର ‘ଭୀମ’ ଚରିତ୍ର ପାଇଁ ବିଏସ୍ଏଫ୍ ଚାକିରି ଛାଡ଼ିଦେଇଥିଲେ ଏହି ଅଭିନେତା, ଏବେ ଭାଜପାର…
ବମ୍ବେ: ରାମାନନ୍ଦ ସାଗରଙ୍କ ରାମାୟଣ, ବିଆର୍ ଚୋପ୍ରାଙ୍କ ମହାଭାରତ ଲୋକପ୍ରିୟ ଧାରାବାହିକ ମଧ୍ୟରୁ ଅନ୍ୟତମ। ପୌରାଣିକ ପୃଷ୍ଠଭୂମିକୁ ନେଇ ଏହା ଦର୍ଶକଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିପାରିଥିଲା। ମହାଭାରତରେ ଶ୍ରୀକୃଷ୍ଣଙ୍କ ଭୂମିକା ନିର୍ବାହ କରିଥିବା ନୀତିଶ ଭାରଦ୍ୱାଜଙ୍କୁ ଲୋକେ ଭଗବାନଙ୍କ ଭଳି…
ଦଳକୁ କାଳ ଜିନ୍ପିଙ୍ଗ୍ଙ୍କ କାର୍ଯ୍ୟକାଳ
ବେଜିଂ, ୧।୭: ଚାଇନାର ଶାସକ ଦଳ କମ୍ୟୁନିଷ୍ଟ ପାର୍ଟି ଜୁଲାଇ ୧ରେ ଏହାର ଶତବାର୍ଷିକୀ ପାଳନ କରୁଛି। ତେବେ ସିପିସିର ମୁଖ୍ୟ ଭାବେ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଦୀର୍ଘବର୍ଷ ଧରି ରହିବା ଭବିଷ୍ୟତରେ ଦଳ ପାଇଁ କାଳ ହୋଇପାରେ ବୋଲି ବିଶେଷଜ୍ଞମାନେ…
୧୪୪ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ଏହି ୨ ଦେଶ ମଧ୍ୟରେ ଖେଳାଯାଇଥିଲା ସବୁଠୁ ଛୋଟ ମ୍ୟାଚ୍
ଟେଷ୍ଟ କ୍ରିକେଟର ଇତିହାସ ପ୍ରାୟ ୧୪୪ ବର୍ଷ ପୁରୁଣା। ଟେଷ୍ଟ କ୍ରିକେଟରେ ଉଭୟ ଦଳ ୨-୨ ଇନିଂସ ଖେଳିବାକୁ ପାଆନ୍ତି ଏବଂ ବଲ ଖେଳିବାର କୌଣସି ସୀମା ନାହିଁ। ଯେଉଁ ଦଳ ୨୦ ଉଇକେଟ ନେଇପାରିବ, ସେହି ଦଳ ଟେଷ୍ଟ ମ୍ୟାଚ…
ତାଲିବାନ୍: ବଦଳୁଛି ଭାରତର ନୀତି
କାବୁଲ,୧ା୭: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ନେଇ ତାଲିବାନର ପକ୍ଷ ମଜଭୁତ ହେବାରେ ଲାଗିଥିବା ବିଶ୍ୱ ସମୁଦାୟ ମାନିନେଇଛି। ପଡ଼ୋଶୀ ଦେଶର ପରିବର୍ତ୍ତିତ ବାସ୍ତବତାକୁ ସ୍ବୀକାର କରିବା ସହ ଭାରତ ମଧ୍ୟ ତାଲିବାନକୁ ଗୁରୁତ୍ୱ ଦେବାରେ ଲାଗିଛି। ଭିତ୍ତିଭୂମି ବିକାଶ, ଯାତାୟାତ ଓ…
ଦିଲ୍ଲୀରୁ ଖୁସି ଖବର, ଭାରତକୁ ମିଳିବ ନୂଆ ଭାକ୍ସିନ୍ ଜାୟକୋଭ୍-ଡି…
ନୂଆଦିଲ୍ଲୀ,୧।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଳାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍, ସିରମ୍ ଇନଷ୍ଟିଚ୍ୟୁଟ୍ର କୋଭିଶିଲ୍ଡ, ରୁଷିଆର ଗାମାଲେୟା ଇନଷ୍ଟିଚ୍ୟୁଟ୍ର ସ୍ପୁଟନିକ୍-ଭି ଭାକ୍ସିନ୍ ଲୋକଙ୍କୁ ପ୍ରଦାନ କରାଯାଉଛି। ଇତିମଧ୍ୟରେ…
ଭାରତୀୟ ଦଳକୁ ଲାଗିଲା ବଡ଼ ଝଟ୍କା
ଲଣ୍ଡନ,୧।୬: ଭାରତ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ଆଘାତ କାରଣରୁ ଓପନର୍ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ପ୍ରାରମ୍ଭିକ ଟେଷ୍ଟରେ ଖେଳି ପାରିବେ ନାହିଁ। ତଥାପି, ଟେଷ୍ଟ ସିରିଜ ଆରମ୍ଭ ପାଇଁ…
ପାରାଦୀପ ବେଳାଭୂମିରୁ ବିରଳ ମୃତ ସ୍ପିନ୍ନର ଡଲ୍ଫିନ ଜବତ
ପାରାଦୀପ, ୧।୭(ସ୍ବ.ପ୍ର.): ପାରାଦୀପ ବେଳାଭୂମିର ହନୁମାନ ମନ୍ଦିର ପଛପଟେ ବୁଧବାର ସକାଳୁ ଏକ ମୃତ ସ୍ପିନ୍ନର ଡଲ୍ଫିନ ଦେଖିବାକୁ ମିଳିଥିଲା। ସେହି ଡଲ୍ଫିନକୁ କେତେଜଣ ଲୋକ ବାଲିରେ ପୋତି ଦେଇଥିଲେ। ଏହି ଖବର ଗଣମାଧ୍ୟମ ପ୍ରତିନିଧିମାନେ ଜାଣିବା ପରେ ବନ ବିଭାଗକୁ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୫୧ ଥିବାବେଳେ ୮୧୭ ଜଣଙ୍କ ମୃତ୍ୟୁ…
କରୋନା ପରିଚାଳନା ତ୍ରୁଟି ଲୋକଙ୍କ ଆଗରେ ରଖିବ ଯୁବ କଂଗ୍ରେସ
ଭୁବନେଶ୍ୱର, ୧।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତ୍ରୁଟିଗତ ପରିଚାଳନା, ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ଇତ୍ୟାଦିର ଅହେତକୁ ଦରଦାମ ବୃଦ୍ଧି ପ୍ରସଙ୍ଗ ଲୋକଲୋଚନକୁ ଆଣିବାକୁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରୟାସ କରୁଛି। ଯୁବ କଂଗ୍ରେସ ପକ୍ଷରୁ ବୁଧବାର ରାଜ୍ୟ…
Archives


