Home

ଏମିତି ଲଢେଇ ଜାରି ରହୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଅଲମ୍ପିକ୍ସରେ ପ୍ରଥମ ପଦକ ଜିତିବାରୁ ଅଳ୍ପକେ ବଞ୍ଚିତ ହୋଇଛି ଭାରତୀୟ ମହିଳା ହକି ଦଳ। ଟୋକିଓ ଅଲିମ୍ପିକ୍ସରେ ଆଜି ହୋଇଥିବା ବ୍ରୋଞ୍ଜ ପଦକ ଲେଇରେ ଦଳ ଗ୍ରେଟ ବ୍ରିଟେନ ଠାରୁ ୪-୩ ଗୋଲରେ ହାରିଯାଇଛି। ଏହି ମ୍ୟାଚ ହାରି ଭାରତୀୟ…

ପାଇକ ସଂଗ୍ରହାଳୟ ଏବେ ଭୂତକୋଠି

ଖୋର୍ଦ୍ଧା ଅଫିସ,୬ା୮: ଗୋଟିଏ ଜାତି ତା’ର ବୀରତ୍ୱ, କଳା, ସଂସ୍କୃତି, ଭାସ୍କର୍ଯ୍ୟକୁ ନେଇ ପରିଚୟ ବହନ କରେ। ସଂସ୍କୃତି ଓ ପରମ୍ପରା ବିଲୁପ୍ତ ହେଲେ ସେହି ଜାତିର ସମୃଦ୍ଧି ନଷ୍ଟ ହେବା ସହ ଅଧଃପତନ ଘଟିଥାଏ ବୋଲି କୁହାଯାଏ। ଯେଉଁ ପାଇକ…

ପଦକଠାରୁ ଆଉ ଗୋଟିଏ ପାଦ ଦୂରରେ ବଜରଙ୍ଗ

ଟୋକିଓ,୬।୮: ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ପୁନିଆ ପ୍ରିଷ୍ଟାଇଲ୍‌ ୬୫ କିଲୋଗ୍ରାମ ଓଜନ ବର୍ଗରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଭାରତର ସବୁଠାରୁ ବଡ ଆଶା ବଜରଙ୍ଗ କ୍ୱାର୍ଟର ଫାଇନାଲରେ ଇରାନର ମୋର୍ତେଜା ଚେକାଙ୍କୁ ପରାସ୍ତ କରି ପରାସ୍ତ କରିଛି। ପ୍ରଥମ…

ଟ୍ରେନ୍‌ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ

ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି ଷ୍ଟେସନ ମଧ୍ୟରେ ରେଳଧାରଣା ତଳେ ଉପାମାର୍ଗ ର୍ନିମାଣ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ…

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ ହାରିଛି। ମ୍ୟାଚ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମ୍ୟାଚ ପରେ ଟୁଇଟ୍‌ କରି ଭାରତୀୟ…

ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ…

ନବୀନ ନିବାସ ଘେରିବ ଛାତ୍ର କଂଗ୍ରେସ

ଭୁବନେଶ୍ୱର,୬।୮(ବ୍ୟୁରୋ): ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ। ଏଭଳି ମହାଦୁର୍ନୀତି ବିରୋଧରେ ଛାତ୍ର କଂଗ୍ରେସ ପକ୍ଷରୁ ୩୩ ସାଙ୍ଗଠନିକ ଜିଲାରେ ଆନ୍ଦୋଳନ କରାଯିବ। ଏଥିସହ ନବୀନ ନିବାସ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୬୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

ଦୁଗ୍ଧ ଚାଷୀଙ୍କୁ ୧୧ କୋଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍ଧ ଚାଷୀମାନଙ୍କୁ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ୧ ଲକ୍ଷ ଦୁଗ୍ଧଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ଅବସରରେ…

ଅଗଷ୍ଟ ୧୬ରୁ ଖୋଲିବ ୯ମ ଶ୍ରେଣୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୧୬ରୁ ସରକାରୀ, ସରକାରୀ ସହାୟତା ଏବଂ ବେସରକାରୀ ଶିକ୍ଷାନୁଷ୍ଠାନରେ ୯ମ…

ସୋସିଆଲ ମିଡିଆରେ ଷ୍ଟାର ପାଲଟିଥିଲେ ଏହି ଯୁବତୀ, ୧୭ ଲକ୍ଷ ଫଲୋଅର୍ସ ଥିବା ଆକାଉଣ୍ଟ ଡିଲିଟ୍‌ କରିଦେଲେ ମା’

ବର୍ତ୍ତମାନ ସୋସିଆଲ ମିଡିଆ ସବୁଠୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି। ଇନ୍‌ଷ୍ଟାଗ୍ରାମ, ୟୁଟ୍ୟୁବ୍‌, ଟିକ୍‌ଟକ୍‌, ଫେସ୍‌ବୁକ ପରି ଆପ୍‌ ବିଶେଷକରି ଯୁବବର୍ଗଙ୍କ ପାଇଁ ବଡ଼ ପ୍ଲାଟଫର୍ମ ପାଲଟିଛି। ସୋସିଆଲ ମିଡିଆରେ ଜଣେ ଜଣେ ରାତାରାତି ଷ୍ଟାର ପାଲଟିଯାଉଛନ୍ତି। ଆଉ କେହି ଏହି ସୋସିଆଲ…

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା ସବୁଦିନ ୬୦ ଉପରେ ରହୁଛି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?