Home

ଫଟୋ ଛାଡି ଟ୍ରୋଲ୍‌ ହେଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ ପେସର ମହମ୍ମଦ ଶାମିଙ୍କ ସହ ବିବାଦ ପରେ ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାଁ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି ଏବଂ କ୍ରମାଗତ ଭାବରେ ତାଙ୍କ ଫଟୋ ଶେୟାର କରୁଛନ୍ତି। ନିକଟରେ…

ବଙ୍ଗ ନବାବମହଲ ଅଳଙ୍କାରରେ କୁଳତୁଙ୍ଗମାଢ଼

ଇତିହାସରେ ବର୍ଣ୍ଣିତ ଅଛି ଗଜପତି ନରସିଂହ ଦେବ ଲକ୍ଷ୍ମଣାବତୀ ଆକ୍ରମଣ କରିବା ପରେ ବଙ୍ଗ ନବାବ ତୁହ୍ମାନ ଖଁା ପ୍ରାଣରକ୍ଷା କରିବାକୁ ପଳାୟନ କରିଥିଲେ। ବାୟାଚକଡ଼ା ପୋଥିରେ ଲେଖାଯାଇଛି ‘ତୁଗଇନ୍‌ ଖାନ୍‌ ପୋଥି ବର୍ଣ୍ଣନା ଅନୁଯାୟୀ ତା’ ମହଲ ବା ଉଆସକୁ…

ଟାର୍ଗେଟ୍‌ରେ ପୋଲିସ-ସେନା ଯବାନ, ୫ ବର୍ଷରେ ୧୩ ଜଣଙ୍କୁ ହତ୍ୟା…

ଶ୍ରୀନଗର,୨୮।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୋଲିସ ଏବଂ ସେନା ଯବାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆତଙ୍କବାଦୀମାନେ କେତେକ ଯବାନଙ୍କୁ ଅପହରଣ ପରେ ହତ୍ୟା କରିଥିବାବେଳେ ଅନ୍ୟ କେତେକଙ୍କ ଘରେ ପଶି ଗୁଳି କରିଛନ୍ତି। ସେହିପରି କେତେକଙ୍କୁ ରାସ୍ତାରେ ଗୁଳି କରି ହତ୍ୟା କରିଛନ୍ତି ଆତଙ୍କବାଦୀ।…

କୋହଲିଙ୍କୁ ଦୁର୍ଭାଗ୍ୟଶାଳୀ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଇସଲାମାବାଦ୍‌,୨୮।୬: ବିରାଟ କୋହଲିଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଏହି ପରାଜୟ ପରେ ଅଧିନାୟକ ବିରାଟ କୋହଲିଙ୍କୁ ସମାଲୋଚନା କରାଯାଉଛି। ତାଙ୍କ ଅଧିନାୟକତ୍ୱ ଉପରେ ମଧ୍ୟ ପ୍ରଶ୍ନ…

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା ଅଭିଯୋଗ ହୋଇଆସୁଛି। ଉକ୍ତ ଅଞ୍ଚଳରେ ଜମି ବିବାଦ ଯୋଗୁ ଥାନାରେ ପ୍ରତିଦିନ ଭିଡ଼ ହେଉଥବା…

ବିବାହରେ ବର ଭାଙ୍ଗିଲେ ଧନୁ

ସାରନ,୨୮।୬: ତ୍ରେତୟାଯୁଗରେ ଭଗବାନ ଶ୍ରୀରାମଙ୍କ ସ୍ବୟଂମ୍ବରରେ କଥା ସମସ୍ତେ ଜାଣିଥିବେ ଓ ଶୁଣିଥିବେ। କିନ୍ତୁ କଳିଯୁଗରେ ସ୍ବୟଂମ୍ବର ଆୟୋଜିତ ହେବା କଥା କେବେ ଶୁଣିଛନ୍ତି କି। ଆଜ୍ଞା ହଁ, ବିହାରରେ ଏଭଳି ଘଟଣାର ପୁଣି ଥରେ ପୁନଃରାବୃତ୍ତି କରାଯାଇଛି। ବିବାହ ସମୟରେ…

ପୁଣି ଘନେଇଲା ବିପଦ, ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କଲେ ସ୍ବାସ୍ଥ୍ୟ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ଦେଶ ଉପରେ ନୂଆ ବିପଦ ଘନେଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ବିଶେଷଜ୍ଞ ୪ ଭାରିଆଣ୍ଟ୍‌ ନେଇ ସତର୍କ ସୂଚନା ଜାରି କରିଛନ୍ତି। ଡେଲ୍ଟା( ବି-୧-୬୧୭-୧), ଡେଲ୍ଟା ପ୍ଲସ୍‌(…

ତେଜିଲା ଆନ୍ଦୋଳନ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାନ ଗଦାକଲେ ଚାଷୀ

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହିଯାଇଛି। ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି ଆଳ ଦେଖାଇ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ…

ଗୋଟିଏ ଦିନରେ ୪୦ ସିଗାରେଟ୍‌ ଟାଣୁଥିଲେ ଏହି ପ୍ରସିଦ୍ଧ ଗାୟକ: ଆଉ ତା’ପରେ..

ଜଣାଶୁଣା ଗାୟକ ତଥା ସଙ୍ଗୀତକାର ବିଶାଲ ଡଡଲାନି ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ବିଶାଲ ୨୮ ଜୁନ ୧୯୭୩ ରେ ଜନ୍ମ ହୋଇଥିଲେ, ଅର୍ଥାତ୍‌ ଆଜି ସେ ତାଙ୍କର ୪୮ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ…

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର ଜାତୀୟ…

ଶ୍ୱେତ କବକ

ଆସ୍ପର୍ଗିଲୋସିସ୍‌ ଏହି ଫଙ୍ଗସ୍‌ ସର୍ବତ୍ର ଦେଖାଦିଏ। ଦୁର୍ବଳ ପ୍ରତିରକ୍ଷା ପ୍ରଣାଳୀ, ଫୁସ୍‌ଫୁସ୍‌ ରୋଗ ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ଫଙ୍ଗାଲ୍‌ ସ୍ପୋର ନିଃଶ୍ୱାସବାଟେ ଶରୀରରେ ପ୍ରବେଶ କରେ। କମ୍ପୋଷ୍ଟ ଗଦା, ଗଚ୍ଛିତ ଶସ୍ୟ, ଅପରିଷ୍କାର ଜଳ, ପଚିଯାଉଥିବା ପତ୍ର, ଫୁଲ ଏବଂ ପନିପରିବାରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri