Home

୧୨ ଘଣ୍ଟାରେ ଇରାନ୍‌ର ୯୦୦ ଠିକଣାରେ ବୋମାମାଡ଼

ତେହରାନ୍‌ ,୨ା୩: ଆମେରିକା ଏବଂ ଇସ୍ରାଏଲର ମିଳିତ ସେନା ଗତ ୧୨ ଘଣ୍ଟା ମଧ୍ୟରେ ଇରାନ୍‌ର ପ୍ରମୁଖ ୯୦୦ ଠିକଣାରେ ବୋମାମାଡ଼ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ଇରାନ୍‌ର ସାମରିକ ପ୍ରତିଷ୍ଠାନ ଏବଂ ଅସ୍ତ୍ର ଭଣ୍ଡାର ରହିଛି। ଏହାମଧ୍ୟରେ ଇରାନର ଏକ ଯୁଦ୍ଧ ଜାହାଜକୁ…

ଆକ୍ରମଣ, ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାଙ୍କ ପ୍ରତିକ୍ରିୟା

ବ୍ରୁସେଲ୍ସ, ୨ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣ ଏବଂ ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାମାନେ ମାପିଚୁପି ପ୍ରତିକ୍ରିୟା ଦେଇଛନ୍ତି। ଆମେରିକାର ଆକ୍ରମଣକୁ ଅଷ୍ଟ୍ରେଲିଆ ଏବଂ କାନାଡା ଖୋଲା ସମର୍ଥନ କରିଥିବାବେଳେ ଚାଇନା…

ଇରାନ ନିଆଁ

ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ମଧ୍ୟପ୍ରାଚ୍ୟକୁ ଅଶାନ୍ତ କରିଦେଇଛି। ଇରାନର ଏକ ସ୍କୁଲରେ ୮୫ ଛାତ୍ରୀଙ୍କ ସହ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଘଟଣା ହେଉଛି ଏହି…

ସୌନ୍ଦର୍ଯ୍ୟ ପ୍ରତିଯୋଗିତାରୁ ୨୦ ଓଟ ବାଦ୍‌: କରୁଥିଲେ ଏହି କାମ, ଧରାପଡ଼ିବାରୁ…

ମସ୍କଟ,୨ା୩:କସ୍‌ମେଟିକ୍‌ ସର୍ଜରୀ କରିଥିବାରୁ ୨୦ ଓଟଙ୍କୁ ଆରବୀୟ ଦେଶ ଓମାନର ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରୁ ବାଦ୍‌ ଦିଆଯାଇଛି। ଏହି ଘଟଣା ଏବେ ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତର ଓମାନର ଅଲ୍‌ ମୁସନ୍ନାହ ସହରରେ ଓମାନ କ୍ୟାମେଲ ରେସିଂ ଫେଡେରେଶନ ପକ୍ଷରୁ…

ସେମିଫାଇନାଲ୍‌ରେ ପହଞ୍ଚିବା ପରେ ବଡ଼ ବୟାନ୍‌ ଦେଲେ ସୂର୍ଯ୍ୟକୁମାର: କହୁ କହୁ କହିଦେଲେ…

କୋଲକାତା,୨।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଇଡେନ ଗାର୍ଡେନ୍ସରେ ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌କୁ ୫ ଉଇକେଟରେ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଟିମ୍‌ ଇଣ୍ଡିଆ। ଅଧିନାୟକ…

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ ସୁପର-୮ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ କହିଛନ୍ତି ଯେ ଏହି ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନରେ ୪୮ଜଣ ଶୀର୍ଷ ଇରାନୀ ନେତାଙ୍କୁ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି । ଅଭିଯୋଗ ହେଉଛି ଯେ ସେ ତାଙ୍କୁ ଅଶ୍ଳୀଳ ଭିଡିଓ ଦେଖାଇ ବ୍ଲାକମେଲିଂ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ ୪ ଟାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର ରିପୋର୍ଟ ଅନୁଯାୟୀ, କଞ୍ଚା ତେଲ ଏବଂ ଗ୍ୟାସ ବୋଝେଇ ହୋଇଥିବା ପ୍ରାୟ ୧୫୦ଟି…

T୨୦ ବିଶ୍ୱକପ୍‌ ଫାଇନାଲ ଜିତିବା ଟିମ୍‌ ହେବ ମାଲାମାଲ, ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍‌ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ର ବିଜେତା ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri