Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ
କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି ପଦକ ହାସଲ କରିଥିଲା। ଭାରତୀୟ ଖେଳାଳିମାନେ କେବଳ ପାକିସ୍ତାନକୁ ଦୁଇଥର ପରାସ୍ତ କରି…
ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା ବିଭାଗର ସରକାରୀ ଅଧିକାରୀମାନଙ୍କୁ ଦେବାକୁ ପଡ଼ିବ। ବିଧାନସଭା ଘେରାଉ ପୂର୍ବରୁ ସରକାର ଯଦି…
ମମତାଙ୍କ ଟିଏମ୍ସିର ନୂଆ ଲୋଗୋ ଉନ୍ମୋଚିତ
କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍ସି ଗୋଷ୍ଠୀ ଏହାର ନୂତନ ଲୋଗୋ ଏବଂ ଅସ୍ଥାୟୀ ପ୍ରତୀକ ‘ଫୁଟବଲ ଖେଳାଳି’ ପ୍ରକାଶ କରିଛି। ଅକ୍ଟୋବର ୬ରେ…
ଟ୍ରମ୍ପ୍ଙ୍କ କାର୍ଯ୍ୟକ୍ରମ ପ୍ରସାରଣ ବନ୍ଦ କଲେ ଆମେରିକାର ପ୍ରମୁଖ ଟିଭି ନେଟ୍ଓ୍ବର୍କ
ଓ୍ବାଶିଂଟନ୍,୨୨ା୯: ହ୍ବାଇଟ୍ ହାଉସ୍ରେ ସିଏନ୍ଏନ୍ର ପ୍ରବେଶକୁ ନିଷେଧ କରାଯିବାର ପ୍ରତିବାଦରେ ଆମେରିକାର ପ୍ରମୁଖ ଟେଲିଭିଜନ ନେଟ୍ଓ୍ବର୍କଗୁଡ଼ିକ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ କାର୍ଯ୍ୟକ୍ରମଗୁଡ଼ିକର ଖବର ପ୍ରସାରଣ କରିବା ବନ୍ଦ କରିଛନ୍ତି। ଫଳରେ ଟ୍ରମ୍ପ୍ ପ୍ରଶାସନ ଏବଂ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ମଧ୍ୟରେ ମୁହଁାମୁହିଁ ସ୍ଥିତି…
ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ପୁରୀରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ଅବପାତ । କଳିଙ୍ଗପାଟନମରୁ…
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଆସନ୍ତା ୨୩ରୁ ୨୪ ସେପ୍ଟେମ୍ବର ମଧ୍ୟରେ କୋରାପୁଟ ଜିଲାରେ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରୁ ୧୪୦ ଜଣ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣାରେ ୪୬ ଦିନ ପରେ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ସେପ୍ଟେମ୍ବର ୨୨, ୨୩…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ବୈଠକରେ ବରଗଡ଼ ଅତିରିକ୍ତ ଜିଲାପାଳ ତଥା…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ବାଇକ ଆରୋହୀ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତ…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି I ମୃତ ନାବାଳିକା ଜଣକ ସିନ୍ଧିପଦର ଗ୍ରାମର ଅରକ୍ଷିତ ହରିଜନଙ୍କ ଝିଅ ନିହାରିକା…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଦିଗପହଣ୍ଡି…

