କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ
କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ କୃଷକ ଓ କୃଷି ଆଇନ ପ୍ରତ୍ୟାହାର ଦାବିରେ ଏହି ସଭା ଓଡ଼ିଶା…
ପୁଣି ଭାରତକୁ ଫେରିବ ଟିକ୍ଟକ୍ !
ଶର୍ଟ ଭିଡିଓ ଷ୍ଟ୍ରିମିଂ ମୋବାଇଲ ଆପ୍ ‘ଟିକ୍ଟକ୍’ କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ସୂଚନା ଦେଇଛି ଯେ, ଏହା ନୂତନ ସୋସିଆଲ ମିଡିଆ ଏବଂ ମଧ୍ୟସ୍ଥ ନିର୍ଦ୍ଦେଶାବଳୀ ପାଳନ କରିଛି, ଯେତେବେଳେ କି ଭାରତରେ ଏହି ଆପ୍ ଉପରେ…
ଅନ୍ଲାଇନ୍ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍, ଘରେ ପହଞ୍ଚିଲା…
ଅନ୍ଲାଇନ୍ ଶପିଂର କ୍ରେଜ୍ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍ସାଇଟ୍ରେ ଡ୍ରେସ୍ର ଫଟୋ ଏବଂ ରଙ୍ଗ ଦେଖନ୍ତି। ଯେତେବେଳେ ସେହି ସାମଗ୍ରୀ ଘରେ ପହଞ୍ଚେ ସେତେବେଳେ ଏହା ଅର୍ଡରଦାତାଙ୍କୁ ପସନ୍ଦ ଆସେ ନାହିଁ।…
ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…
ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ ଏବଂ ପୂଜାଙ୍କ ଝିଅ ଆଲିଆ ବୋଲି ଗୁଜବ ଉଠିଛି। ଉଭୟ ସାବତ ଭଉଣୀ ହୋଇଥିବା…
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
ଲକ୍ଷ୍ନୌ,୨୬ା୬: ଝିଅଟିକୁ ବିବାହ କରାଇବା ଯେ, କେତେ କଷ୍ଟକର ତାହା ଜଣେ ପିତା ହିଁ ବେଶ୍ ଭଲ ଭାବେ ଜାଣିଥାନ୍ତି। ଝିଅ ବିବାହ କିପରି ଭଲରେ ଭଲରେ ହୋଇ ଶାଶୁଘରକୁ ଯାଉ ସେନେଇ ପରିବାର ଲୋକେ ଚିନ୍ତାରେ ଥାନ୍ତି। କିଛି ବାଧା…
ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ ହୋଇଥାଏ। ବଲିଉଡର ଅନେକ ସେଭଳି ଘଟଣା ଭିତରୁ ଗୋଟିଏ ହେଲା ସିଦ୍ଧାର୍ଥ ମଲହୋତ୍ରା ଏବଂ…
୮୮୭ ମହାମାରୀ ଭୂତାଣୁ ତାଲିକା ପ୍ରସ୍ତୁତ, ୩୦ ମଧ୍ୟରେ ରହିଛି ତାଣ୍ଡବ ରଚିବା ଶକ୍ତି…
କାଲିଫର୍ନିଆ,୨୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆମେରିକାର କାଲିର୍ଫନିଆ ବିଶ୍ୱବିଦ୍ୟାଳୟର ସଂକ୍ରାମକ ରୋଗ ବିଶେଷଜ୍ଞ ଜୋନା ମୈଜେଟ୍ ୮୮୭ ମହାମାରୀ ଭୂତାଣୁର ତାଲିକା ପ୍ରସ୍ତୁତ କରିଛନ୍ତି। ସେଥିମଧ୍ୟରେ ୩୦ ଭୂତାଣୁ ଭବିଷ୍ୟତରେ ପୃଥିବୀରେ ତାଣ୍ଡବ…
ନକଲି ଭାକ୍ସିନ୍ ନେଇ ଟିଏମ୍ସି ଏମ୍ପି ଅସୁସ୍ଥ…
କୋଲକାତା,୨୬।୬: ନକଲି ଭାକ୍ସିନ୍ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି ଟିକାକରଣ…
୧୨ ରାଜ୍ୟରେ ୫୧ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ …
ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ…
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍ଇନ୍ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !
ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ। ସେଥିରୁ କିଛି ବିଶ୍ୱାସ କରିବା କଷ୍ଟକର। ଅତୀତରେ ସେଭଳି କିଛି ଗୁଜବ ଶୁଣିବାକୁ ମିଳିଥିଲା।…
ଭାକ୍ସିନ୍ ମାଗିଲା ଡବ୍ଲ୍ୟୁଏଚ୍ଓ, ଡେଲ୍ଟା ଭାରିଆଣ୍ଟ୍ ନେଇ ଦେଲା ଚେତାବନୀ…
ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ ଲଢ଼େଇ ଲାଗି ଭାକ୍ସିନ୍କୁ ଏକ ମାତ୍ର ବିକଳ୍ପ ଭାବେ ଗ୍ରହଣ କରାଯାଇଥିବା ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ…
ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍ଗର୍ଲ
ମୁମ୍ବାଇ: ବଲିଉଡ୍ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ ମା’ଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ…
Archives


