Home

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ ଦେଢ଼ ଫୁଟରୁ ୨ଫୁଟ ପର୍ଯ୍ୟନ୍ତ ପାଣି ଜମି ରହିଥିବା ଦେଖିବାକୁ ମିଳିଛି। କେବଳ ସେତିକି…

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ ଟିକାକରଣରେ ନିଜର ପୂର୍ବ ରେକର୍ଡ ଭାଙ୍ଗିଛି। ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ରେକର୍ଡ…

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ…

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫ କୋର୍‌ର ଜେସିଓ ଲ୍ୟୁଟନାଟ୍‌ ଜେନେରାଲ ଦେବେନ୍ଦ୍ର ପ୍ରତାପ ପାଣ୍ଡେ ଜେକେଏଲଆଇ ରେଜିମେଣ୍ଟାଲ ସେଣ୍ଟରରେ ପାଶିଂ…

ମନି ଲଣ୍ଡରିଂ ମାମଲା: ସମନ ସତ୍ତ୍ୱେ ଇଡି କାର୍ଯ୍ୟାଳୟରେ ପହଞ୍ଚିଲେନି ଅନୀଲ

ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ତାଙ୍କ ଘରୁ କେତେକ ଜରୁରୀ କାଗଜପତ୍ର ଜବତ କରାଯାଇଥିଲା। ଏସମ୍ବନ୍ଧରେ ପଚରାଉଚରା ପାଇଁ…

୨ ପ୍ରକାର ଭାକ୍ସିନ୍‌ ନେଲେ ବଢ଼ିବ ପ୍ରତିରୋଧକ ଶକ୍ତି, ଅଧିକ ପରୀକ୍ଷା ନିରୀକ୍ଷା ଆବଶ୍ୟକ…

ନୂଆଦିଲ୍ଲୀ,୨୬।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ କରାଯାଉଛି। ଏପରିସ୍ଥଳେ ଏମ୍ସ୍‌ ପକ୍ଷରୁ କୁହାଯାଇଛି ଯେ, ୨ ପ୍ରକାର ଭାକ୍ସିନ୍‌ ନେଲେ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବ।…

ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍‌ ଦେଲେ ବ୍ୟକ୍ତି; ବିଲ୍‌ ଦେଖି ଚକିତ ହେଲେ….

ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ। କାରଣଟି ହେଲା ବ୍ୟକ୍ତିଜଣଙ୍କ ଏକ ରେଷ୍ଟୁରାଷ୍ଟରେ ଖାଇବାକୁ ଯାଇ ପ୍ରାୟ ୧୨ ଲକ୍ଷ ଟଙ୍କାର…

ସରକାରୀ ବାବୁ ଗରିବଙ୍କ ପାଖରେ ପହଞ୍ଚନ୍ତୁ, କହିଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୨୬।୬: ସରକାରୀ ବାବୁମାନେ କେବଳ ବନ୍ଦ କୋଠରୀରେ ନ ବସି ଗରିବଙ୍କ ପାଖରେ ପହଞ୍ଚି ସେମାନଙ୍କର ସମସ୍ୟା ସମାଧାନ କରନ୍ତୁ ବୋଲି କେନ୍ଦ୍ରୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ବନ୍ଦ କୋଠରୀରେ ବସି ରହିବା ସଂସ୍କୃତିଠାରୁ ପ୍ରଶାସନିକ ଅଧିକାରୀମାନେ ଦୂରେଇ ରହିବା…

ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ

ଡ୍ରଗ୍ସ ହେଉଛି ନୀରବ ବିଷ। ଥରେ ଏହାର କବଳିତ ହେବା ପରେ ଏଥିରୁ ମୁକୁଳିବା କାଠିକର ପାଠ। ତଥାପି କୁସଙ୍ଗରେ ପଡ଼ି ଯୁବପିଢ଼ି ଏଭଳି ଘାତକ ନିଶା ସେବନ କରୁଛନ୍ତି। ଏହାଦ୍ୱାରା ସେମାନେ କେବଳ ଅର୍ଥନୈତିକ ଅଧଃତନକୁ ଆମନ୍ତ୍ରଣ କରୁନାହାନ୍ତି, ଅଧିକନ୍ତୁ…

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି ଏମ୍ସ୍‌…

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍‌ଡିଙ୍କୁ ଗିରଫ କରି କୋର୍ଟ…

ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍‌ ବସିଛି। ମହିଳା ଜଣକ ୨ ମାସ ହେବ ଥାନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri