Home

ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କ ପରଲୋକ

ଦର୍‌-ଇସ୍‌-ସଲାମ,୧୮।୩: ତାଞ୍ଜାନିଆର ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି ସେ ହୃଦ୍‌ରୋଗରେ ପୀଡ଼ିତ ଥିଲେ ବୋଲି ଉପରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ସୂଚନା…

ଜିଦ୍‌ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ଗୋଟିଏ ପଟେ ଧାନ କିଣା ଅବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଏବଂ…

ତାଲାର ଓଜନ ୩୦୦ କିଲୋଗ୍ରାମ୍‌: ଲକ୍ଷେ ଟଙ୍କା ହେଲାଣି ଖର୍ଚ୍ଚ

ଅଲିଗଡ଼,୧୮।୩: ଉତ୍ତରପ୍ରଦେଶ ଅଲିଗଡ଼ରେ ଜଣେ ବ୍ୟକ୍ତି ୩୦୦ କିଲୋଗ୍ରାମ୍‌ ଓଜନର ଏକ ବୃହତ୍‌ ତାଲା ନିର୍ମାଣ କରିଛନ୍ତିି। ସ୍ଥାନୀୟ ଜ୍ୱାଲାପୁରୀରେ ବାସ କରୁଥିବା ସତ୍ୟପ୍ରକାଶ ଶର୍ମା ଏବଂ ତାଙ୍କ ସ୍ବୀ ରୁକ୍ମିଣୀ ଶର୍ମା କିଛି ସମ୍ପର୍କୀୟଙ୍କ ସହିତ ମିଶି ଏହି ତାଲା…

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ…

ପ୍ରଥମେ ଚିନ୍ତାଧାରା ପରିବର୍ତ୍ତନ କର, ତେବେ ଯାଇ ବଦଳିବ ଦେଶ

ନୂଆଦିଲ୍ଲୀ,୧୮।୩: ମହିଳାମାନେ ପିନ୍ଧୁଥିବା ଜିନ୍ସକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଦେଇଥିବା ମନ୍ତବ୍ୟ ଏବେ ଦେଶରେ ଆଲୋଚନାର ବିଷୟ ହୋଇଛି। ଏହାକୁ ନେଇ ଅନେକ ମହିଳା ଆପତ୍ତି ଉଠାଇଛନ୍ତି। ମହିଳାମାନେ ଚିରା ଓ ଫଟା ଜିନ୍ସ ପିନ୍ଧି ସମାଜକୁ…

ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ବୁଧବାର ପୁଣି ୩୩ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଉଡୁପି…

ରିହାନା କିଣିଲେ ନୂଆ ଘର, ଦାମ୍‌ ଜାଣିଲେ…

ଭାରତରେ ଚାଲିଥିବା କିଷାନ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିବା ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଏବେ ନିଜ ଘରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ରିହାନା ୧୩.୮ ମିଲିୟନ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୧୦୦ କୋଟି ଟଙ୍କାରେ ଏକ…

ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟ୍‌

ଲକ୍ଷ୍ନୌ,୧୮।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ ଏବେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତବର୍ଷ ନୂଆଦିଲ୍ଲୀର ତବଲିଘି ଜମାତ୍‌ ସମ୍ମିଳନୀରୁ…

ମାର୍ଚ୍ଚ ୨୭ରୁ ପଶ୍ଚିମବଙ୍ଗ ନିର୍ବାଚନ: ଏହାପୂର୍ବରୁ ଭୋଟ ଦେଲେ ୮୨ ବର୍ଷୀୟା ବୃଦ୍ଧା, ଜାଣନ୍ତୁ କେମିତି

କୋଲକତା,୧୮।୩: ପଶ୍ଚିମବଙ୍ଗ ୮ଟି ପର୍ଯ୍ୟାୟରେ ଭୋଟ ହେବାକୁ ଯାଉଛି। ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। କିନ୍ତୁ ଝାରଗ୍ରାମରେ ଜଣେ ୮୨ ବର୍ଷ ବୟସ୍କା ମହିଳା ପ୍ରଥମ ଭୋଟ ଦେଇଛନ୍ତି। ତାଙ୍କ ଭୋଟକୁ ନିର୍ବାଚନ ଆୟୋଗ ମଧ୍ୟ ବୈଧ କରିଛନ୍ତି।…

ଖେଳରେ ପରାଜୟ ପରେ ଫାଶୀ ଦେଇ ଆତ୍ମହତ୍ୟା କଲେ ରିତିକା

ନୂଆଦିଲ୍ଲୀ,୧୮।୩: ଭାରତର ଷ୍ଟାର ମହିଳା କୁସ୍ତି ଯୋଦ୍ଧା ବବିତା ଫୋଗାଟ ଏବଂ ଗୀତା ଫୋଗାଟଙ୍କର ଭଉଣୀ ରତିକା ଫୋଗାଟ ଖେଳରେ ପରାଜୟ ପରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଭାରତୀୟ ରେସଲିଂ ଜଗତରେ ଶୋକର ଛାୟା ଖେଳି ଯାଇଛି। ରାଜ୍ୟସ୍ତରୀୟ…

ଦୁଃଖ କଷ୍ଟରେ ମୋ ଦିନ କଟୁଛି, କାହିଁକି ଏମିତି କହିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ୍‌,୧୮।୩: କିଛିଦିନର ନୀରବତା ପରେ ପୁଣି ଶାଶୁଘର ଲୋକଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶାଶୁଘର ଲୋକେ ଜାଣିଶୁଣି ତାଙ୍କୁ ହଇରାଣ କରୁଥିବା ସେ ଅଭିଯୋଗ କରିଛନ୍ତି। ଏମ୍‌ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା କହିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଜବାବ ଦେଲେ ଅମିତାଭଙ୍କ ନାତୁଣୀ

ମୁମ୍ବାଇ,୧୮।୩: ନିକଟରେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବା ତିରଥ ସିଂ ରାୱତ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ମନ୍ତବ୍ୟ ଯୋଗୁ ଚାରିଆଡ଼େ ସେ ସମାଲୋଚନାର ଶିକାର ହେଉଛନ୍ତି। ମହିଳାମାନେ ଚିରା ଓ ଫଟା ଜିନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri